ମେଟ୍ରୋ

କମିଶନରେଟ୍‌ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’। କର୍ମଚାରୀ ହେଉ ଅବା ସମୟର ଅଭାବ ଯୋଗୁ…

ମରାମତି ହେଲାନି ଇନ୍ଦ୍ରଦ୍ୟୁମ୍ନ କଡ଼ ରାସ୍ତା: ପୁଣି ଦବିଲା, ଲୋକେ ଭୟଭୀତ

ପୁରୀ ଅଫିସ, ୨୪ା୯: ପୁଣି ଦବିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ କଡ଼ ରାସ୍ତା। ଗତ ୧୫ ତାରିଖରେ ପୂର୍ବ ପାର୍ଶ୍ୱର ରାସ୍ତା ଭୁଶୁଡି ପଡିଥିଲା। ହେଲେ ଏହାର ମରାମତି ନ ହେବାରୁ ସୋମବାର ରାତିରେ ହୋଇଥିବା ପ୍ରବଳ ବର୍ଷାରେ ଏହି ସ୍ଥାନରୁ ମାଟି,…

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’। କର୍ମଚାରୀ…

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ: ନିୟମିତ ଟ୍ରେନ୍‌ରେ କୋଚ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍‌ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ…

ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ…

ବିଜେପୁର ଉପନିର୍ବାଚନ: ଖୁବ୍‌ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା…

୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି ସାଢ଼େ…

ବ୍ଲକରେ ଖୋଲିବ ଡିଏଲ୍‌ କ୍ୟାମ୍ପ: ମନ୍ତ୍ରୀ

ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି…

କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ ଆଟେଣ୍ଡାନ୍ସ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍‌ ଆଟେଣ୍ଡାନ୍ସ ରେଜିଷ୍ଟର ସିଷ୍ଟମ୍‌। ଏ ନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି…

ପଦାକୁ ଆସୁଛି ବ୍ରାଉନ୍‌ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍‌ ସିଲ

ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍‌ପିନ୍‌ ସେକ୍‌ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…

ଚପିଯାଉଛି ସିଏମ୍‌ସିର ଦୁର୍ନୀତି

କଟକ ଅଫିସ, ୨୪।୯: କଟକ ମହାନଗର ନିଗମ(ସିଏମ୍‌ସି)ରେ ବହୁ ଦୁର୍ନୀତି ଲୋକଲୋଚନକୁ ଆସିଛି। ସେନେଇ ତଦନ୍ତ ହେବା ସହ ମାମଲା ବି ରୁଜୁ ହୋଇଛି। ହେଲେ ଅନେକ ଦୁର୍ନୀତି ଘଟଣାର ତଦନ୍ତ ବାଟବଣା ହୋଇଥିବାବେଳେ କେତେକ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇପାରୁନାହିଁ। ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?