ଓଡ଼ିଶାରେ ପ୍ରଥମ ବ୍ୟବସ୍ଥା: କଏଦୀ ବ୍ୟବହାର କରିବେ ସ୍ମାର୍ଟ କାର୍ଡ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ ପ୍ରାୟ ୧୮ ହଜାର କଏଦୀ ରହୁଛନ୍ତି। ସେମାନେ ଯେପରି ଜେଲ ଭିତରେ ସୁବିଧାରେ ରହିବେ ସେଥିଲାଗି ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୂଆ ନୂଆ ପଦକ୍ଷେପ ନିଆଯାଉଛି। ଏଣିକି କଏଦୀମାନେ ଜେଲ୍ ଭିତରେ ସ୍ମାର୍ଟ କାର୍ଡ…
ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
କଟକ ଅଫିସ, ୨୪।୯: ଗତ ସାଧାରଣ ନିର୍ବାଚନରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ବିଜୟୀ ହୋଇଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଭୁ ଜାନିଙ୍କ ସହ ସିପିଆଇ(ଏମ୍/ଏଲ୍)ର ପୂର୍ଣ୍ଣ ମାଣ୍ଡାଙ୍ଗି, ବିଏସ୍ପିର ଅନୀତା ସଗରିଆ, ଭାଜପାର…
ରାଜଧାନୀ ଏକ୍ସପ୍ରେସ୍ରେ ପ୍ରଦର୍ଶିତ ହେବ କଳା, ସଂସ୍କୃତି
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜଧାନୀ ଏକ୍ସପ୍ରେସ୍ରେ ସ୍ଥାନ ପାଇବ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ। ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ବହିର୍ବିଭାଗରେ ଉଚ୍ଚ ମାନର ଭିନାଇଲ ବ୍ୟବହାର କରାଯାଇ ଓଡ଼ିଶାର ସୌନ୍ଦର୍ଯ୍ୟକୁ ପ୍ରଦର୍ଶିତ କରାଯିବ। ରାଜଧାନୀ ଏକ୍ସପ୍ରେସର ୩ଟି ଯାକ ରେକ୍ରେ ନାଲ୍କୋ…
ଭୁବନେଶ୍ୱରରେ ବଢ଼ିଚାଲିଛି ମୋଟର ଯାନ: କାର୍ଯ୍ୟକାରୀ ହେବ ଲୋ କାର୍ବନ ମୋବିଲିଟି ପ୍ଲାନ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଅନୁଯାୟୀ ୨୦୧୯ରେ ପଞ୍ଜୀକୃତ ଗାଡ଼ି ସଂଖ୍ୟା ହେଉଛି ୧୪ ଲକ୍ଷ, ଯାହା ସହରର ଜନସଂଖ୍ୟା(ପ୍ରାୟ ୧୦ ଲକ୍ଷ)ଠାରୁ ଯଥେଷ୍ଟ ଅଧିକ। ୮୦%ରୁ ଊର୍ଦ୍ଧ୍ୱ ଲୋକ ଗମନାଗମନ ପାଇଁ ନିଜସ୍ବ ଗାଡ଼ି ଉପରେ ନିର୍ଭର…
ସାମୁଦ୍ରିକ ମାଛ ସୁରକ୍ଷା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସମୁଦ୍ର ଉପକୂଳରେ ଟ୍ରଲର ଦ୍ବାରା ମାଛ ବାସସ୍ଥାନ ପ୍ରଭାବିତ ହେବା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର…
ମାନବ ସେବା ଆଧ୍ୟାତ୍ମିକତାର ପ୍ରସାରିତ ରୂପ: ରାଜ୍ୟପାଳ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସେବାର ସୀମା ସରହଦ୍ ନାହିଁ। ଏହା କୌଣସି ମନୁଷ୍ୟକୃତ ବିଭେଦକୁ ସ୍ବୀକାର କରେ ନାହିଁ। ମାନବ ସେବା ହେଉଛି ଆଧ୍ୟାତ୍ମିକତାର ପ୍ରସାରିତ ରୂପ। ଏହା ହିଁ ରେଡକ୍ରସ୍ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ରାଜ୍ୟପାଳ ତଥା ଭାରତୀୟ ରେଡକ୍ରସ୍…
କୋରିଆ କାର୍ଭାନ୍
ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା…
ବସ୍ତି ଯୁବତୀଙ୍କ ପରିବେଶ ଚିନ୍ତା: ଆତ୍ମନିର୍ଭରଶୀଳ ସହ ପ୍ରଦୂଷଣମୁକ୍ତ କରିଛି କପଡ଼ା ବ୍ୟାଗ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସମଗ୍ର ବିଶ୍ୱକୁ ଘାରିଛି ପ୍ଲାଷ୍ଟିକ୍ ପ୍ରଦୂଷଣ ଚିନ୍ତା। ଜଳବାୟୁ ପରିବର୍ତ୍ତନରେ ୯୯% ଭୂମିକା ପ୍ଲାଷ୍ଟିକ୍ର। ତେବେ ସାମୁଦ୍ରିକ ଜୀବଙ୍କୁ ଏହା ସର୍ବାଧିକ କ୍ଷତି ପହଞ୍ଚାଉଥିବାବେଳେ ମଣିଷଙ୍କ ଉପରେ ଏହାର କୁପ୍ରଭାବକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ। ପ୍ଲାଷ୍ଟିକ୍…
ଆଶୀର୍ବାଦ ବେହେରା ଅସୁସ୍ଥ: କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇ ବିଚାରବିଭାଗୀୟ ଜେଲ୍ ହାଜତରେ ଥିବା ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗୁରୁତର ଅସୁସ୍ଥ ହୋଇଛନ୍ତି। ପୂର୍ବରୁ ସେ ଅସୁସ୍ଥ ଥିବାରୁ ଝାରପଡ଼ା ଜେଲ୍ ମେଡିକାଲରେ ତାଙ୍କର ଚିକିତ୍ସା…
କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭୁଆଁ…
ଜୈବ ଇନ୍ଧନ ସମ୍ମିଳନୀ – ୨୦୧୯ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ; ଅନ୍ନଦାତାଙ୍କୁ ଉର୍ଜାଦାତା କରିବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୪।୯ (ବ୍ୟୁରୋ): ସିଆଇଆଇ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଜୈବ ଇନ୍ଧନ ଶକ୍ତି ସମ୍ମିଳନୀରେ ଉଦ୍ବୋଧନ ଦେଇ ଦେଶର ଅନ୍ନଦାତା ଚାଷୀ ଭାଇଙ୍କୁ ଉର୍ଜାଦାତା କରିବା ଭାରତ ସରକାରଙ୍କର ପ୍ରାଥମିକତା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ଏହି ଅବସରରେ…
ଅନ୍ଧାରରେ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ଭବିଷ୍ୟତ ବର୍ତ୍ତମାନ ଅନ୍ଧାରକୁ ଠେଲି ହୋଇଯାଇଛି। ମହାବିଦ୍ୟାଳୟର ୩୮୦ ଛାତ୍ରୀଛାତ୍ର ବର୍ତ୍ତମାନ ରାଜରାସ୍ତାରେ। ସୁରକ୍ଷା ଦୃଷ୍ଟିରୁ କଳିଙ୍ଗ ଷ୍ଟାଡ଼ିୟମ ପରିସରରୁ ଏହି ଶିକ୍ଷାନୁଷ୍ଠାନକୁ ହଟାଇ ଦିଆଯିବା ପରେ…

