ମେଟ୍ରୋ

ଆଇସିସି ବିଶ୍ୱକପ୍‌: ଆଜି ଭାରତ-ପାକିସ୍ତାନ ମୁକାବିଲା; ବାଲୁକାକଳାରେ ସୁଦର୍ଶନ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଇସିସିି ବିଶ୍ୱକପ୍‌ର ୨୨ତମ ମ୍ୟାଚ୍‌ରେ ରବିବାର ପାରମ୍ପରିକ ପ୍ରତିନ୍ଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ଦଳ ମଧ୍ୟରେ ମୁକାବିଲା ହେବ। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ରବେଳାରେ ନିଜ ବାଲୁକାକଳା ମାଧ୍ୟମରେ ଭାରତୀୟ ଦଳକୁ ଶୁଭେଚ୍ଛା...

ବାଲୁକାକଳାରେ ପିତୃ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଆଜି ହେଉଛି ବିଶ୍ୱ ପିତୃ ଦିବସ। ବାପାମାନଙ୍କୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଦିନଟିର ସୃଷ୍ଟି। ଏହି ଦିବସର ମହାନୀୟତାକୁ ମନେ ପକାଇ ନିଜ ବାଲୁକାକଳା ମାଧ୍ୟମରେ ପିତୃ ଦିବସର ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସମସ୍ତ ପିତାମାନଙ୍କୁ...

ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ମାମଲା(ନଂ.୧୧୩/୧୯)...

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି କୁହାଯାଇଛି। ସୋମବାର କିମ୍ବା ମଙ୍ଗଳବାର ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ...

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଏଥିସହ ସନ୍ଧ୍ୟାରେ ଝଡ଼ ତୋଫାନ ମୌସୁମୀ ଆଗମନର...

ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଶନିବାର ପୂଜାପଣ୍ଡା ରଘୁନାଥ ଦୀକ୍ଷିତ ମା’ଙ୍କୁ ଚନ୍ଦନବେଶ କରିଥିବାବେଳେ ପ୍ରାତଃରୁ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବ...

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,...

ଭଡ଼ାଘରୁ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାରସ୍ଥିତ ଏକ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ନିଆଳି ଚାରିଛକ ଅଞ୍ଚଳର ବିଭୁପ୍ରସାଦ ମହାରଣା(୨୮)। ସୂଚନାଯୋଗ୍ୟ, ବିଭୁପ୍ରସାଦ ୨ ବର୍ଷ...

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବାଲୁଗାଁ, ୧୫ା୬(ଡି.ଏନ୍‌.ଏ.): ବାଲୁଗାଁ ଥାନା ନାଭାଲ ଫାଣ୍ଡିର କୋଲକତା-ମାଡ୍ରାସ୍‌ ୧୬ ନଂ. ଜାତୀୟ ରାଜପଥର ସରନଈ ଓଭର ବ୍ରିଜ ତଳେ ଥିବା ଏକ ବଗିଚାରେ ଜଣେ ମହିଳାଙ୍କ ହାତଗୋଡ଼ା ବନ୍ଧା ଅର୍ଦ୍ଧଦଗ୍ଧ ମୃତଦେହ ଶନିବାର ପୂର୍ବାହ୍ନରେ ଉଦ୍ଧାର କରାଯାଇଛି।...

ଏସ୍‌ସିବିରେ ଶଢୁଛି ମୃତଦେହ

କଟକ ଅଫିସ, ୧୫ା୬: ୬ ମାସ ହେବ ଏସ୍‌ସିବି ଶବଗୃହରେ ମୃତଦେହ ଶଢୁଛି। ଶବଗୃହରେ ଥିବା ୬ଟିଯାକ ଫ୍ରିଜର ଏକସଙ୍ଗେ ଅଚଳ ହୋଇପଡ଼ିବାରୁ ଏଭଳି ପରିସ୍ଥିତି ଉପୁଜିଛି। ତେବେ ଏହି ଫ୍ରିଜର ଅଚଳ ହେବା ପଛରେ ଯେଉଁ ସବୁ କାରଣ...

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କ୍ୟାପିଟାଲ ଥାନା ଅଧୀନ ଅଶୋକନଗର ଅଞ୍ଚଳର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri