ଜୁଲାଇ ୮ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା
କଟକ ଅଫିସ,୧୩ା୬ : ଜୁଲାଇ ୮ ତାରିଖରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୩୦...
ଏସ୍ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଘଟଣା : କମାଣ୍ଡାଣ୍ଟଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍ଓଜି ଟ୍ରେନିଂ ସେଣ୍ଟରରେ ନିର୍ଯାତନା ଦିଆଯାଉଥିବା ନେଇ ବୁଧବାର ଜଣେ ଟ୍ରେନି ଏସ୍ଆଇ ବିଶ୍ୱଜିତ୍ ବେହେରା ଚନ୍ଦକା ଥାନାରେ ଅଭିଯୋଗ କରିଥିଲେ। ଏଥିସହ ଅନ୍ୟ କେତେଜଣ ମଧ୍ୟ ଗଣମାଧ୍ୟମ ଆଗରେ ଅଭିଯୋଗ ଆଣିଥିଲେ। ତେବେ ଏସ୍ଓଜି କମାଣ୍ଡାଣ୍ଟ୍...
କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲିଥିବା ଶିକ୍ଷକ ପଦବୀକୁ ଯଥାଶୀଘ୍ର ପୂରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ...
ମାଟ୍ରିକ ପରୀକ୍ଷା : ଇଂଲିଶରେ ଫେଲ୍ ହୋଇଛନ୍ତି ୬୦ ହଜାର
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପାସ୍ ହାର ଚିନ୍ତାଜନକ ହୋଇଛି। ଏଥର ପରୀକ୍ଷାରେ ଇଂଲିଶ ବିଷୟରେ ଫେଲ୍ ହାର ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ମୋଟ ୧ଲକ୍ଷ ୬୩ହଜାର ୯୫୪ ଛାତ୍ରୀଛାତ୍ର ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍ ହୋଇଥିବା ବେଳେ...
କଟକରେ ସାହିଠୁ ସହର ଉତ୍ସବମୁଖର
କଟକ ଅଫିସ,୧୪।୬: ପାନ ଓ ପାଗର ଏକ ଚମତ୍କାର ସମନ୍ବୟ ହେଉଛି ରଜ। ଗାଁରେ ଶିଳପୂଜାରୁ ବସୁମତୀ ସ୍ନାନ ବା ଭୂମି ଦହନ ପର୍ଯ୍ୟନ୍ତ ଭିନ୍ନଭିନ୍ନ ପର୍ଯ୍ୟାୟକୁ ନେଇ ରଜପର୍ବ ପାଳିତ ହେଉଥିଲାବେଳେ କଟକ ବି ସେଥିରୁ ବାଦ୍ ଯାଏନାହିଁ।...
ପାନ୍ଥନିବାସରେ ରଜ ମହୋତ୍ସବ ଆରମ୍ଭ : ପିଠା, ମିଠା,ପାନ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥନିବାସଗୁଡ଼ିକରେ ଗୁରୁବାରଠାରୁ ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଓଟିଡିସି ପକ୍ଷରୁ ଚଳିତବର୍ଷ ରାଜ୍ୟର ୮ ସ୍ଥାନ ଭୁବନେଶ୍ୱର, କଟକ, ଚାନ୍ଦିପୁର, ଗୋପାଳପୁର, ସମ୍ବଲପୁର, ରାଉରକେଲା, ବଡ଼କୂଳ ଓ ପାରାଦୀପରେ...
ଘୋଷଯାତ୍ରା ମଧ୍ୟରେ ହେବ ଶ୍ରୀମନ୍ଦିର ମରାମତି : ୮ ଦିନରେ କାମ ସାରିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ମଧ୍ୟରେ ଶ୍ରୀମନ୍ଦିର ମରାମତି କାମ ହେବ। ଆସନ୍ତା ଜୁଲାଇ ୪ରେ ଘୋଷଯାତ୍ରା ଶେଷ ହେବା ପରେ ୫ ଓ ୬ତାରିଖରେ ଏଏସ୍ଆଇ ଟିମ୍ ଶ୍ରୀମନ୍ଦିରରେ ସ୍ଥିତି ଅନୁଧ୍ୟାନ କରିବ। ଗର୍ଭ ଗୃହ, ନାଟ୍ୟ...
ରାଜ୍ୟ ପାଳିବ ପ୍ରଥମ ଲୋକକଳା ଦିବସ : ଜିଲା, ରାଜ୍ୟସ୍ତରରେ ଆୟୋଜନ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ପ୍ରଥମ ଥର ପାଇଁ ଜୁନ୍ ୧୪ରେ ପାଳନ ହେବାକୁ ଯାଉଛି ଲୋକକଳା ଦିବସ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଏବଂ ଜିଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯିବ। ଏ...
ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୧୪।୬(ବ୍ୟୁରୋ) : ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ...
ରଜରେ ନିଆରା ପରମ୍ପରା: କୁମାରୀଙ୍କ କଣ୍ଢେଇ ବାହାଘର
କାକଟପୁର, ୧୩।୬(ଡି.ଏନ୍.ଏ.)-ରଜ ଆସିଲେ ଉତ୍ସବ ମୁଖର ହୋଇପଡେ ପୁରୀ ଜିଲା ଅସ୍ତରଙ୍ଗ ବ୍ଲକର କୁଣ୍ଡେଶ୍ୱର ଗଁା। ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ହେବ ଗଁାରେ ଚଳିଆସିଛି ଏକ ନିଆରା ପରମ୍ପରା। ଭେଦଭାବ, ବିଦ୍ୱେଷ, ମନୋମାଳିନ୍ୟ ଭୁଲି ଗଁାର କୁମାରୀ ଓ ନବବିବାହିତା...
ଫନୀ ମୁକାବିଲା: ରାଜ୍ୟ ଦାବି କଲା ୫୨୦୦ କୋଟି
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ବାତ୍ୟା ଫନୀ ମୁକାବିଲା କରିବାରେ ଓଡ଼ିଶାର ପ୍ରସ୍ତୁତି ଏବଂ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପ୍ରଣାଳୀ ବିଶ୍ୱସ୍ତରୀୟ ଥିଲା ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଏନ୍.ଡି.ଏମ୍.ଏ.) ସଦସ୍ୟ କମଲ କିଶୋର କହିଛନ୍ତି। ଗୁରୁବାର ମୁଖ୍ୟ ଶାସନ ସଚିବ...
ବିଧାନସଭାରେ କାର୍ଯ୍ୟକାରୀ ହେବ ଜାତୀୟ ଇ-ବିଧାନ ଆପ୍ଲିକେସନ୍
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଓଡ଼ିଶା ବିଧାନସଭାରେ ଜାତୀୟ ଇ-ବିଧାନ ଆପ୍ଲେକେସନ କାର୍ଯ୍ୟକାରୀ କରାଯିବ। ଗତ ୧୧ ତାରିଖରେ ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରରେ ଯେପରି ଇ-ବିଧାନ ପରିଚାଳନା କମିଟି କାର୍ଯ୍ୟକାରୀ କରୁଛି, ରାଜ୍ୟରେ ଅନୁରୂପଭାବେ...
Archives


