ରାଜନୀତି କରିବେ ଦୂତି ଚାନ୍ଦ
ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜନୀତିରେ ଯୋଗଦେବେ ଆଥ୍ଲେଟ ଦୂତି ଚାନ୍ଦ। ସୋମବାର ଦୂତି କରିଥିବା ଏକ ଟ୍ବିଟ୍କୁ ନେଇ ଏହି ଚର୍ଚ୍ଚା ଜୋର୍ ଧରିଛି। ଏକ ଟ୍ବିଟ୍ରେ ଦୂତି ଲେଖିଛନ୍ତି ଯେ, ପିଲାଦିନରୁ ହିଁ ରାଜନୀତିରେ ମିଶିବା ପାଇଁ ଇଚ୍ଛା ଥିଲା। ତାଙ୍କ…
ରୋହିତ ପୂଜାରୀ ହେଲେ ବିଜେଡିର ଉପମୁଖ୍ୟ ସଚେତକ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରୋହିତ ପୂଜାରୀ ହେଲେ ସରକାରୀ ଦଳ ଉପମୁଖ୍ୟ ସଚେତକ। ପୂର୍ବରୁ ଏହି ପଦବୀରେ ଥିବା ପ୍ରଣବ ବଳବନ୍ତ ରାୟଙ୍କୁ ବିଦା କରାଯାଇ ରୋହିତଙ୍କୁ ଅବସ୍ଥାପିତ କରାଯାଇଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ତେବେ ଯାଜପୂର ଜିଲା…
ଗୁଜୁରାଣରେ ବାଧକ ସ୍ବଳ୍ପ ବେତନ : ଦୁର୍ଦ୍ଦିନରେ ଡ୍ୟାନ୍ସିଂ ହୋମ୍ଗାର୍ଡ ପ୍ରତାପ
ଭୁବନେଶ୍ୱର,୨୩।୯ : ହସ ହସ ମୁହଁରେ ଟ୍ରାଫିକ୍ ପୋଷ୍ଟରେ ଦିଅନ୍ତି ସିଗ୍ନାଲ। ଯଦି କେହି ହେଲ୍ମେଟ କିମ୍ବା ସିଟ୍ବେଲ୍ଟ ବାନ୍ଧି ନ ଥାନ୍ତି ସେ ତାଙ୍କର ସ୍ବତନ୍ତ୍ର ଭଙ୍ଗିରେ ଦିଅନ୍ତି ପରାମର୍ଶ। ଏହିପରି ସହରବାସୀଙ୍କ ହୃଦୟ ଜିଣିଥିବା ସୁପରିଚିତ ଡ୍ୟାନ୍ସିଂ ଟ୍ରାଫିକ୍…
ଓଡ଼ିଶାରେ ପୁଣିଥରେ ପୁଞ୍ଜି ନିବେଶ କରିପାରେ କୋରିଆ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ପୋସ୍କୋ ଓଡ଼ିଶାରୁ ମୁହଁ ଫେରାଇବା ପରେ ପୁଣି ଥରେ ଓଡ଼ିଶାରେ ପୁଞ୍ଜି ନିବେଶ କରିପାରେ କୋରିଆ। କୋରିଆ ରାଷ୍ଟ୍ରଦୂତ ସିନ୍ ବଙ୍ଗ୍କିଲଙ୍କ ସହ ୪୬ ଜଣିଆ ଶିଳ୍ପ ପ୍ରତିନିଧି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପୋସ୍କୋ ବହୁ ବାଧାବିଘ୍ନର…
ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୨୩ ଅର୍ଥାତ୍ ଆଜିଠାରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପଦ୍ମପୁର ଉପଜିଲାପାଳ କାର୍ଯ୍ୟଳୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଅକ୍ଟୋବର ୧ରେ ପ୍ରାର୍ଥୀପତ୍ର ଗୁଡିକୁ ଯାଞ୍ଚ୍ କରାଯିବ। ଯଦି କୌଣସି…
ସୁନା, ଚାନ୍ଦି ଅଳଙ୍କାରରେ ସଜେଇ ହେବେ ହରପାର୍ବତୀ
କଟକ ରୋଡ,୨୩।୯(ଡି.ଏନ୍.ଏ.) : ଶାରଦୀୟ ଦୁର୍ଗାପୂଜା ସମୟରେ ରାଜଧାନୀର ବଡ଼ଗଡ଼ସ୍ଥିତ ନେତାଜୀ ଯୁବକ ସଂଘ ପକ୍ଷରୁ ଅନୁଷ୍ଠିତ ହେଉଥିବା ହରପାର୍ବତୀ ପୂଜା ଚଳିତଥର ୪୩ବର୍ଷରେ ପହଞ୍ଚିଛି। ହରପାର୍ବତୀଙ୍କ ସହ କାର୍ତ୍ତିକ, ଗଣେଶ ଓ ପାର୍ଶ୍ୱ ଦେବଦେବୀ ସୁନା ଓ ଚାନ୍ଦି ଅଳଙ୍କାରରେ…
ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଏବେ ଦେଶରେ ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଡିଷ୍ଟ୍ରିକ୍ଟ…
ଡମଣା ଦୁର୍ଗାପୁଜା କମିଟି : ଯୋଶେଫ ପିଟ୍ସବର୍ଗ ପ୍ୟାଲେସ ମୁଖ୍ୟ ଆକର୍ଷଣ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସବୁବର୍ଷ ନିଜର ତୋରଣରେ ନୂତନତ୍ୱ ଆଣୁଥିବା ଡମଣା ଦୁର୍ଗାପୂଜା କମିଟି ଚଳିତବର୍ଷ ସହରବାସୀଙ୍କୁ ଭିନ୍ନ ଭେଟି ଦେବାକୁ ପ୍ରୟାସ କରିଛି। ତୋରଣରେ ଦେଖିବାକୁ ମିଳିବ ପାଶ୍ଚାତ୍ୟର ଛାପ। ଆକର୍ଷଣ ସାଜିବ ରୁଷିଆର ସେଣ୍ଟ୍ ଯୋଶେଫ ପିଟ୍ସବର୍ଗ ପ୍ୟାଲେସ। ଏହାର…
ହର୍ପିସ ଭୂତାଣୁର ଅନୁଧ୍ୟାନ ପାଇଁ ନନ୍ଦନକାନନ ଆସିବେ କେନ୍ଦ୍ରୀୟ ଟିମ୍
ବାରଙ୍ଗ,୨୩ା୯(ଡି.ଏନ.ଏ) : ନନ୍ଦନକାନନରେ ହର୍ପିସ ଭାଇରସ ଯୋଗୁ ୪ଟି ହାତୀଙ୍କର ମୃତ୍ୟୁ ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ନାନା ଚିନ୍ତା ବଢ଼ାଇଛି। ଏହି ଘଟଣା ଏବେ ରାଜ୍ୟରେ ସୀମିତ ହୋଇରହି ନାହଁି। ଜାତୀୟସ୍ତରରେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଏହି…
ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ
ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା ବେଳେ…
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼ ବିରୋଧ…
କୋଣାର୍କ ହେବ ନୂଆ ଡେଷ୍ଟିନେଶନ
ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍ରେ ହେଉଥିବା ରାନ୍ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ ଓଡ଼ିଶାର ଏକ ପ୍ରମୁଖ ଟୁରିଜମ୍ ଡେଷ୍ଟିନେଶନ ବା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ରାଜ୍ୟ ସରକାର…

