ମେଟ୍ରୋ

ହର୍ପିସ ଭୂତାଣୁର ଅନୁଧ୍ୟାନ ପାଇଁ ନନ୍ଦନକାନନ ଆସିବେ କେନ୍ଦ୍ରୀୟ ଟିମ୍‌

ବାରଙ୍ଗ,୨୩ା୯(ଡି.ଏନ.ଏ) : ନନ୍ଦନକାନନରେ ହର୍ପିସ ଭାଇରସ ଯୋଗୁ ୪ଟି ହାତୀଙ୍କର ମୃତ୍ୟୁ ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ନାନା ଚିନ୍ତା ବଢ଼ାଇଛି। ଏହି ଘଟଣା ଏବେ ରାଜ୍ୟରେ ସୀମିତ ହୋଇରହି ନାହଁି। ଜାତୀୟସ୍ତରରେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଏହି…

ପୁଣି ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ

ପୁରୁଣା ଭୁବନେଶ୍ୱର,୨୩ା୯(ଡି.ଏନ.ଏ.) : ଐତିହ୍ୟ ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣି ଫଟୋ ଭାଇରାଲ ଘଟଣା ଆଲୋଚନାକୁ ଆସିଛି। ବାରମ୍ବାର ମନ୍ଦିର ଭିତରେ କୌଣସି ସେବାୟତ କିମ୍ବା ପର୍ଯ୍ୟଟକ ଫଟୋ ଉଠାଇବା ବା ସେଲଫି ନେବାକୁ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଥିବା ବେଳେ…

ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ ମାଲିକ, କର୍ମଚାରୀ ଓ ଶ୍ରମିକମାନେ ଜୀବିକା ହରାଇବା ସ୍ଥିତି ଉପୁଜିଛି। ଏହାକୁ ଦୃଢ଼ ବିରୋଧ…

କୋଣାର୍କ ହେବ ନୂଆ ଡେଷ୍ଟିନେଶନ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ପ୍ରଥମେ କଚ୍ଛ୍‌ରେ ହେଉଥିବା ରାନ୍‌ ଉତ୍ସବ ଶୈଳୀରେ କୋଣାର୍କରେ ମାସିକିଆ ଉତ୍ସବ, ଆଉ ଏବେ ପର୍ଯ୍ୟଟକଙ୍କ ଲାଗି ଏକ ସ୍ଥାୟୀ ପ୍ରକଳ୍ପ। କୋଣାର୍କକୁ ଓଡ଼ିଶାର ଏକ ପ୍ରମୁଖ ଟୁରିଜମ୍‌ ଡେଷ୍ଟିନେଶନ ବା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ରାଜ୍ୟ ସରକାର…

ବିରାଟ କୋହଲି ମୋ ଫେଭରାଇଟ୍‌ କ୍ରିକେଟର୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ସାହିତ୍ୟ ଆମକୁ ପ୍ରଶ୍ନ ପଚାରିବାକୁ ବାଟ ଦେଖାଏ। ସାହିତ୍ୟ ଆମକୁ ସ୍ବପ୍ନ ଦେଖାଏ। ସାହିତ୍ୟ ଆମକୁ ପରିବର୍ତ୍ତନର ଆହ୍ବାନ ଦିଏ। ଅତୀତରୁ ବର୍ତ୍ତମାନ ପର୍ଯ୍ୟନ୍ତ, ସାମାଜିକ ପରିବର୍ତ୍ତନ ପ୍ରକ୍ରିୟାରେ ସାହିତ୍ୟ ଏକ ମୁଖ୍ୟ ଅସ୍ତ୍ର ଓ ଆହ୍ବାନ। ସମଗ୍ର…

ଦରମା, ପ୍ରାପ୍ୟ ନେବେ ନାହିଁ ଉପଦେଷ୍ଟା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ରାଜ୍ୟ ସରକାର ନିକଟରେ ବିଭିନ୍ନ ବିଭାଗ ଏବଂ ସଂସ୍ଥା ପାଇଁ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ଏହି ଉପଦେଷ୍ଟାମାନେ ରାଜ୍ୟ ସରକାରଙ୍କ ତହବିଲରୁ କୌଣସି ଦରମା ଅଥବା ସମ୍ମାନଜନକ ପ୍ରାପ୍ୟ ଗ୍ରହଣ କରିବେ ନାହିଁ। ଏ ସମ୍ପର୍କରେ ସମସ୍ତ ଉପଦେଷ୍ଟା…

୨୪ରୁ ପ୍ରବଳ ବର୍ଷା : ୪ଦିନ ପର୍ଯ୍ୟନ୍ତ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ୨୪ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ଗଞ୍ଜାମ, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଆଦି ୯ଜିଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏସବୁ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ…

ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ ଲିଙ୍ଗରାଜ…

ତୃତୀୟ ଥର ପାଇଁ ବାହାରିବ ବିଜ୍ଞାପନ; ଖୁବ୍‌ଶୀଘ୍ର ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର/ ସମ୍ବଲପୁର,୨୨।୯(ବ୍ୟୁରୋ): ଆସନ୍ତା ଡିସେମ୍ବର ସୁଦ୍ଧା ବୁର୍ଲା ଭୀମସାରର ସ୍ଥାୟୀ ନିର୍ଦ୍ଦେଶକ ନିଯୁକ୍ତି ପ୍ରକ୍ରିୟା ଶେଷ ହେବ । ଏ ନେଇ ତୃତୀୟଥର ପାଇଁ ବିଜ୍ଞାପନ ବାହାରିବ। ରବିବାର ନିଯୁକ୍ତି ପ୍ରକ୍ରିୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ…

ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ଭାଜପା, କଂଗ୍ରେସ…

ପିଆଜ ଦର ଏବେ ଆକାଶଛୁଆଁ : ଯୋଗାଣ ମନ୍ତ୍ରୀ କହିଲେ ଦୀପାବଳି ପର୍ଯ୍ୟନ୍ତ ଦାମ୍‌ ଉଚ୍ଚା ରହିବ

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ପିଆଜ ଦର ଏବେ ଆକାଶଛୁଆଁ ହୋଇଛି। ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ା ଦରରେ ପିଆଜ ବିକ୍ରି ହେଉଛି। ଯାହା ସାଧାରଣବର୍ଗର ଗ୍ରାହକଙ୍କୁ କଷ୍ଟ ଦେଉଛି। ତେବେ ନାସିକ୍‌ରେ ବନ୍ୟା ପାଇଁ ପିଆଜ ଦର ବଢୁଛି।…

ରୁଚିକା ମାର୍କେଟ ଦୁର୍ଗାପୂଜା କମିଟି: ବଣ୍ଟାହେବ ୧୦ ହଜାର ଔଷଧୀୟ ଚାରା

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ସବୁଜିମାଭରା ସ୍ମାଟସିଟି ଭୁବନେଶ୍ୱରକୁ ଶ୍ରୀହୀନ କରି ଦେଇଥିଲା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’। ଏହି ସ୍ମାର୍ଟସିଟିକୁ ପୁନର୍ବାର ସବୁଜ ସୁନ୍ଦର କରିବା ପାଇଁ ଏବେ ବହୁ ପରିମାଣର ଚାରା ରୋପଣ କରା ଯାଉଛି। ଚଳିତବର୍ଷ ୨୯ତମ ବର୍ଷରେ ପଦାର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?