ମେଟ୍ରୋ

ନନ୍ଦନକାନନରେ ନୀଳଗିରି ବାନର ଅସୁସ୍ଥ, ଚିନ୍ତାରେ କର୍ତ୍ତୃପକ୍ଷ

ବାରଙ୍ଗ,୨୨।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଗତ ସପ୍ତାହ ମଧ୍ୟରେ ହର୍ପିସ ଭାଇରସ ଯୋଗୁ ହାତୀଙ୍କ ମୃତ୍ୟୁ ଖବରକୁ ନେଇ କର୍ତ୍ତୃପକ୍ଷ ଚିନ୍ତାରେ ଥିବାବେଳେ ଶନିବାର ଅନ୍ୟତମ ଆକର୍ଷକ ନୀଳଗିରି ବାନର ଅସୁସ୍ଥ ହୋଇପଡିବା ଚିନ୍ତା ଆହୁରି ବଢ଼ାଇ ଦେଇଛି। ନନ୍ଦନକାନନକୁ ଆସିବାପରଠାରୁ ନୀଳଗିରିଟି ଚର୍ଚ୍ଚାରେ…

ନନ୍ଦନକାନନରେ ହାତୀ ମୃତ୍ୟୁକୁ ନେଇ ବୈଷୟିକ କମିଟିର ବୈଠକ, ଚିକିତ୍ସା ପଦ୍ଧତିକୁ କଲେ ତର୍ଜମା

ବାରଙ୍ଗ,୨୨।୯(ଡି.ଏନ୍‌.ଏ.): ନନ୍ଦନକାନନରେ ଗତ କିଛିଦିନ ମଧ୍ୟରେ ଲଗାତର ହାତୀ ମୃତ୍ୟୁ ହେଉଥିବାରୁ ଏହାର ମୁଖ୍ୟ କାରଣ ଖୋଜିବା ପାଇଁ ଶନିବାର ବୈଷୟିକ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନନ୍ଦନକାନନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଟିମର ଅଧ୍ୟକ୍ଷ ଡ.ଏସ୍‌.କେ.ରାୟଙ୍କ ସଭାପତିତ୍ୱରେ ଡ.ଏଲ.ଏନ.…

୧୫୦ତମ ଜନ୍ମବାର୍ଷିକୀର କାର୍ଯ୍ୟକ୍ରମ ଚୂଡ଼ାନ୍ତ: ରାଜ୍ୟରେ ସ୍ଥାପନ ହେବ ଗାନ୍ଧିଜୀଙ୍କ ବିଶାଳ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ପରିପ୍ରେକ୍ଷୀରେ ଆସନ୍ତା ଅକ୍ଟୋବର ୨ରେ ରାଜ୍ୟବ୍ୟାପୀ ଜୟନ୍ତୀ ଉତ୍ସବ ସହ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଏନେଇ ଶନିବାର ଲୋକସେବା ଭବନରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ରୂପାୟନ…

ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌

ପୁରୁଣା ଭୁବନେଶ୍ୱର, ୨୨।୯ (ଡି.ଏନ.ଏ.): ଭୁବନେଶ୍ୱର ଗସ୍ତ ଅବସରରେ ଇସ୍ରୋର ଅଧ୍ୟକ୍ଷ ଡ. କେ. ଶିବନ ଶନିବାର ସନ୍ଧ୍ୟାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିଛନ୍ତି। ସନ୍ଧ୍ୟା ସାଢେ ୬ଟାରେ ଲିଙ୍ଗରାଜ ମନ୍ଦିର ମୁଖଶାଳାଠାରେ ପହଞ୍ଚତ୍ବା ପରେ ତାଙ୍କୁ ମନ୍ଦିର ପ୍ରଶାସନ…

ଓଡ଼ିଶା ହେଉଛି କଳା, କାରୁକାର୍ଯ୍ୟର ମାଟି: ରାଜ୍ୟପାଳ

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ବିକାଶର ନଭଶ୍ଚୁମ୍ବୀ ସୋପାନରେ ଆଜିବି କବି ଓ ସାହିତି୍ୟକଙ୍କ ଲେଖାର ମର୍ଯ୍ୟାଦା ରହିଛି। ବିଭିନ୍ନ ସମୟରେ ସେହି ଲେଖାଗୁଡିକ ବୈଜ୍ଞାନିକ ଅଭିସନ୍ଧିର ମୂଳକାରଣ। ଉଦ୍‌ଭାବନାର ନୂତନ ଦିଗଦର୍ଶନ କରିଥାଏ। ଓଡ଼ିଶା ହେଉଛି କଳା ଓ କାରୁକାର୍ଯ୍ୟର ମାଟି। ଏଠାରେ…

ଓସ୍କାର ଦୌଡ଼ ପାଇଁ ‘ଗଲିବୟ’ ମନୋନୀତ: ଭାରତର ଶ୍ରେଷ୍ଠ ୨୮ ଚଳଚ୍ଚିତ୍ର ତାଲିକାରେ ‘କଣ୍ଠୋ’

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ଚଳିତବର୍ଷ ଓସ୍କାର ପୁରସ୍କାର ଦୌଡ଼ରେ ସାମିଲ୍‌ ହେବାକୁ ପ୍ରଥମ ପର୍ଯ୍ୟାୟରେ ଭାରତର ୨୮ ଚଳଚ୍ଚିତ୍ରକୁ ବଛାଯାଇଥିଲା। ଏଥିମଧ୍ୟରେ ଅକ୍ଷୟ ପରିଜାଙ୍କ ବେଙ୍ଗଲୀ ଫିଲ୍ମ ‘କଣ୍ଠୋ’ ସ୍ଥାନ ପାଇଥିଲାବେଳେ ବଲିଉଡ୍‌ ଫିଲ୍ମ ‘ଗଲିବୟ’ ଚଳଚ୍ଚିତ୍ର ଓସ୍କାର ପାଇଁ ଚୟନ…

ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା ବିଜେଡି ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ଅନୁରୂପ ଭାବେ ଭାଜପା ମଧ୍ୟ ଉପନିର୍ବାଚନ ପାଇଁ…

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ ଆସନ୍ତାବର୍ଷରୁ…

ରାସ୍ତା ମଝିରେ କାରରଖି ହଙ୍ଗାମାକଲେ ୨ ବଙ୍ଗୀୟ ଯୁବତୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାସ୍ତା ମଝିରେ କାର୍‌ ରଖି ହଙ୍ଗାମା କଲେ ନିଶାସକ୍ତ ୨ ବଙ୍ଗୀୟ ଯୁବତୀ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରରେ। କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଯୁବତୀଙ୍କୁ ଉଦ୍ଧାର କରିବା ସହିତ କାର୍‌କୁ ଜବତ କରିଛି।…

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ…

୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଏହା କହିଛନ୍ତି। ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ…

ବିଜେପୁର ନିର୍ବାଚନ ଲାଗି ବାଜିଲା ବିଗୁଲ୍‌; ୨୫ ସୁଦ୍ଧା ପ୍ରାର୍ଥୀ ଚୟନ କରିବ କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଅକ୍ଟୋବର ୨୧ରେ ଏଠାରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଦଳଗୁଡ଼ିକ ପାଇଁ ରହିଛି ମାତ୍ର ଏକ ମାସ ସମୟ। ଏପରିସ୍ଥଳେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?