ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ରାସ୍ତାରୋକୋ
ନିମାପଡ଼ା, ୯।୬(ଡି.ଏନ୍.ଏ.)-ନିମାପଡ଼ା ବ୍ଲକ ଅନ୍ତର୍ଗତ ବ୍ୟବସାୟିକ ପେଣ୍ଠସ୍ଥଳୀ ଚାରିଛକ ବଜାର ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ରବିବାର ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ ଦୀର୍ଘ ସମୟ ଧରି ଆନ୍ଦୋଳନ କରିଥିଲେ। ରାସ୍ତାରୋକୋ ଯୋଗୁ ନିମାପଡ଼ା-କାକଟପୁର ଓ...
ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ମଣ୍ଡଳସ୍ଥିତ ଶ୍ରୀଜଗନ୍ନାଥ ଦେବ ହାଇସ୍କୁଲ,...
ଯୁବକଙ୍କ ମୃତଦେହ ଉଦ୍ଧାର କଲା ପୋଲିସ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ପଞ୍ଚାୟତ କାମନାସାହିର ଏକ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ ନାମ କାଳୁ ସାହୁ(୩୫)। ସେ ବିବାହିତ ଏବଂ ତାଙ୍କର ଦୁଇଟି ପିଲା...
ଶିଶୁପୁତ୍ରର ମୃତଦେହ ଧରି ଏଏନ୍ଏମଙ୍କ ଘର ସମ୍ମୁଖରେ ବସିଲେ ପରିବାର ଲୋକେ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ପାଟଣା ଗ୍ରାମର ୨୪ ଦିନର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ଆଶାକର୍ମୀ ଏବଂ ଏଏନ୍ଏମ୍ଙ୍କୁ ଦାୟୀ କରି ରବିବାର ପୂର୍ବାହ୍ନରୁ ଅଦ୍ୟାବଧି ଏନ୍ଏନ୍ଏମ୍ ସାଗରିକା ପାତ୍ରଙ୍କ ଘର ସମ୍ମୁଖରେ...
ଚାଲିଛି ବିଦ୍ୟୁତ ମରାମତି : ରେଳ ଚଳାଚଳ ବନ୍ଦ
ନିରାକାରପୁର,୯ା୬(ଡି.ଏନ୍.ଏ.) : ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା କାଇପଦର ଷ୍ଟେଶନ ନିକଟରେ ୩୨ କେଭି ବିଦ୍ୟୁତ ମରାମତି କାର୍ଯ୍ୟ ଚାଲିଥିବାରୁ ରବିବାର ପୁରୀ-ଗୁଣପୁର ପାସେଞ୍ଜର,ଭୁବନେଶ୍ୱର-ବ୍ରହ୍ମପୁରପାସେଞ୍ଜର,ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟିକୁ ବାତିଲ କରି ଦିଆଯାଇଛି। ଫଳରେ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର...
ଦିଲ୍ଲୀ ଗଲେ ନବୀନ, ୧୧ରେ ମୋଦିଙ୍କୁ ଭେଟିବେ
ଭୁବନେଶ୍ୱର,୯।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବାଜିମାତ କରି ସରକାର ଗଠନ ପରେ ପ୍ରଥମ ଥର ଲାଗି ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଏକ ସପ୍ତାହ ପାଇଁ ଦିଲ୍ଲୀ ଗସ୍ତ କରିଥିବା ଜଣାପଡ଼ିଛି। ଏହି ଗସ୍ତ କାଳରେ ସେ...
ନନ୍ଦିନୀଙ୍କ ୮୮ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମନ୍ତ୍ରୀ, ନେତାଙ୍କ ମାଲ୍ୟାର୍ପଣ; ଶ୍ରଦ୍ଧାଞ୍ଜଳି ଦେଲେ ‘ଧରିତ୍ରୀ ଓ ଓଡ଼ିଶାପୋଷ୍ଟ’ ପରିବାର
ଭୁବନେଶ୍ୱର,୯।୬(ବ୍ୟୁରୋ): ଭାରତୀୟ ସଂସ୍କୃତି ଏବଂ ରାଜନୀତି କ୍ଷେତ୍ରରେ ନିଜର ବଳିଷ୍ଠ ବ୍ୟକ୍ତିତ୍ୱର ଛାପ ଛାଡ଼ିଥିବା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ରବିବାର ହେଉଛି ୮୮ତମ ଜୟନ୍ତୀ। ଏହି ଅବସରରେ ରାଜଭବନ ନିକଟସ୍ଥ ଏଲ୍ଆଇସି ଛକଠାରେ ଥିବା ନନ୍ଦିନୀ...
ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ
ବାଲିଅନ୍ତା,୯।୬(ଡି.ଏନ୍.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା...
ବାତ୍ୟା ପୀଡ଼ିତଙ୍କ ଗୁହାରି: ‘ରିଲିଫ ନୁହେଁ, ମୋ କାଠ କିଣ’
ଭୁବନେଶ୍ୱର, ୯ା୬ (ବ୍ୟୁରୋ): ରିଲିଫ୍ରେ ପେଟ ପୂରୁନାହିଁ, ଘରେ ମୋର ୭ ପ୍ରାଣୀ କୁଟୁମ୍ବ। ମାସେ ହେବ କାମ ଧନ୍ଦା ନାହିଁ, ପାଖରେ ଟଙ୍କାଟିଏ ମଧ୍ୟ ନାହିଁ। କ’ଣ କରିବି କିଛି ବୁଦ୍ଧିବାଟ ଦିଶୁନି। ବାଡ଼ିରେ ମୋର ଗଦା ଗଦା...
ମହାରାଷ୍ଟ୍ର, ତାମିଲନାଡୁ, କର୍ନାଟକ ସର୍ବାଧିକ ଆତ୍ମହତ୍ୟାପ୍ରବଣ: ଓଡ଼ିଶାର ହାର ଉଦ୍ବେଗଜନକ
କଟକ ଅଫିସ,୯ ।୬: ପୂର୍ବରୁ ଭାରତରେ ଆତ୍ମହତ୍ୟାକୁ ଏକ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯାଉଥିଲା। ଭାରତୀୟ ପିଙ୍ଗଳ କୋଡ୍ର ଧାରା ୩୦୯ ଅନୁଯାୟୀ, ଏଥିପାଇଁ ଦଣ୍ଡବିଧାନର ବ୍ୟବସ୍ଥା ମଧ୍ୟ ଥିଲା। ମାତ୍ର ୨୦୧୭ରେ ପ୍ରଣିତ ମାନସିକ ସ୍ବାସ୍ଥ୍ୟ ସମ୍ବନ୍ଧିତ...
ରାଜ୍ୟରେ ନବୀନଙ୍କ ଉପଯୁକ୍ତ ବିକଳ୍ପ ସୃଷ୍ଟି ହୋଇନାହାନ୍ତି: ମହମ୍ମଦ ମୋକିମ
ଦେଶରେ ମୋଦି ଓ ରାଜ୍ୟରେ ନବୀନଙ୍କ ପ୍ରଚଣ୍ଡ ହାୱା। ୨୦୧୯ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱାଧୀନ ଭାଜପା ଦ୍ୱିତୀୟ ଥର କ୍ଷମତାସୀନ ହୋଇଥିବାବେଳେ ରାଜ୍ୟରେ ମଧ୍ୟ ନବୀନଙ୍କ ନେତୃତ୍ୱରେ ବିଜେଡିକୁ ପଞ୍ଚମ ଥର ପାଇଁ କ୍ଷମତା ମିଳିଛି। କଟକ...
ବିଦ୍ୟୁତ୍ ଚୋରି ଅଭିଯୋଗ
ଗୋପ, ୮।୬(ଡି.ଏନ୍.ଏ.)-ସାମୁଦ୍ରିକ ଝଡ଼ ଫନୀରେ ଗୋପ ବ୍ଲକରେ ହଜାର ହଜାର ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ପଡ଼ିବା ସହ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଥିଲା। ବିଭାଗ ପକ୍ଷରୁ ଏବେ ଉପଭୋକ୍ତାମାନଙ୍କୁ ବିଦ୍ୟୁତ୍ ଯୋଗାଇ ଦିଆଯିବାକୁ କାର୍ଯ୍ୟ ଚାଲିଥିବାବେଳେ କେତେକ ଜାଗାରେ ବିଦ୍ୟୁତ୍...
Archives


