ମେଟ୍ରୋ

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଏସ୍‌ସିବିକୁ ନିଆଯାଉଛି। ସେଠାରେ ତାଙ୍କର ଆଗାମୀ ଚିକିତ୍ସା ଚାଲିବ। ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ…

ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି ଲୋକେ। ପୋଲିସ ଗାଡ଼ି ସମେତ ବିଏମ୍‌ସି ଗାଡ଼ି ଓ ମୋ’ ବସ୍‌କୁ ଶନିବାର ଲୋକମାନେ…

ନୂଆ ମୋଟର ଯାନ ନିୟମକୁ ନେଇ ଭୁବନେଶ୍ୱରରେ ହଙ୍ଗାମା: ପୋଲିସ ଗାଡ଼ି ସହ ୩ ସରକାରୀ ଗାଡ଼ିକୁ ଅଟକାଇ କାଗଜପତ୍ର ଯାଞ୍ଚ କଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ନୂଆ ମୋଟର ଯାନ ନିୟମକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସରକାରୀ ଓ ପୋଲିସ ଗାଡିକୁ ଯାଞ୍ଚ ନ କରାଯାଇ ଛାଡ଼ିଦିଆଯାଉଥିବା ଅଭିଯୋଗ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜମହଲ…

କୋର୍ଟରେ ହାଜର ହେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଜାତିଆଣ ଆକ୍ଷେପ ମାମଲା ନେଇ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଶୁକ୍ରବାର ଭୁବନେଶ୍ୱର ସ୍ପେଶାଲ କୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାରେ ଷଡ଼ଙ୍ଗୀଙ୍କ ବିରୋଧରେ ଏସ୍‌ସି, ଏସ୍‌ଟି ଆକ୍ଟରେ ୨୦୦୪ ଓ ୨୦୧୧ ମସିହାରେ…

ମାସିକିଆ ରିପୋର୍ଟ ପ୍ରଦାନ କଲେ ମନ୍ତ୍ରୀ

ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ମନ୍ତ୍ରୀମାନେ ନିଜ ବିଭାଗ ସମ୍ପର୍କିତ ମାସିକିଆ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ନେଇ ମନ୍ତ୍ରୀମାନେ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ସେମାନେ ସମ୍ମୁଖୀନ…

ମଦ୍ୟପ ଗାଡ଼ିି ଚାଳକଙ୍କୁ କଡ଼ା ଛାଟ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଏଣିକି ମଦ ପିଇ ଗାଡ଼ିି ଚଳାଇଲେ ଆଉ ନିସ୍ତାର ନାହିଁ। ମଦ୍ୟପ ଗାଡ଼ି ଚାଳକ ଧରାପଡ଼ିିଲେ ତୁରନ୍ତ ତାଙ୍କୁ ଗିରଫ କରାଯିବ। ଏ ନେଇ ଶୁକ୍ରବାର ସନ୍ଧ୍ୟାରୁ ରାଜ୍ୟର ସମସ୍ତ ୧୪ଟି ଟୋଲ୍‌ଗେଟ୍‌ରେ ଡ୍ରାଇଭରମାନଙ୍କୁ ଯାଞ୍ଚ କରାଯିବ। ସେମାନେ…

ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର, ୭ା୯(ବ୍ୟୁରୋ): ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ଡ. ଦାଶ ୪୦ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର…

ଉତ୍ତର ଉପକୂଳ ଆଡ଼କୁ ମୁହାଁଇଲା ଲଘୁଚାପ: ୨୪ଘଣ୍ଟା ପ୍ରବଳ ବର୍ଷିବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଉତ୍ତର ଉପକୂଳ ଆଡ଼କୁ ମୁହାଁଇଛି। ପଶ୍ଚିମବଙ୍ଗର ଗାଙ୍ଗେୟ ଉପକୂଳରେ ମଧ୍ୟ ଲଘୁଚାପର ଏକ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଏକ ଟ୍ରଫ୍‌ ଲାଇନ ପୂର୍ବକେନ୍ଦ୍ର ବଙ୍ଗୀୟ ଉପକୂଳରେ ରହିଛି। ଏହା ପ୍ରଭାବରେ…

ଶାଶ୍ୱତ ଯୋଶୀଙ୍କ ବିରୋଧରେ ସୋସିଆଲ ମିଡିଆରେ ଅଭିଯୋଗ ଆଣିଲେ ଶିଷ୍ୟା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଦେଶ ବିଦେଶରେ ଖ୍ୟାତି ଅର୍ଜନ କରିଥିବା ଯୁବ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ତାଙ୍କର ଜଣେ ଶିଷ୍ୟା। ଗୁରୁ ଶାଶ୍ୱତ ଦୁର୍ବ୍ୟବହାର କରିବା ସହ ଯୌନ ନିର୍ଯାତନା ଦେଉଥିବା ନେଇ ଗୁରୁଦିବସ ଦିନ…

ଦିଲ୍ଲୀ ପ୍ରଦୂଷଣକୁ ନେଇ ଫିଲ୍ମ ହେବ

ଭୁବନେଶ୍ୱର,୭ା୯(ବ୍ୟୁରୋ): ପରିବେଶ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ ଚିନ୍ତା ଏବେ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଏକ ଗମ୍ଭୀର ସମମ୍ୟାର ସମାଧାନ ଦିଗରେ ସ୍ବର ଉତ୍ତୋଳନ କରିବାକୁ ଏକାଠି ହୋଇଛନ୍ତି ଅନ୍ତର୍ଜାତୀୟସ୍ତରୀୟ ଖ୍ୟାତନାମା ଚଳଚ୍ଚିତ୍ର ନିର୍ମାତା ସମୂହ।…

ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରେଳ ଷ୍ଟେଶନକୁ ନିଆଯାଇଥିଲା। ସେଠାରୁ ସେମାନେ ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା ଆସୁଛନ୍ତି।…

ଟ୍ରାଫିକ ସମନ୍ବୟ ବୈଠକ: ଜାତୀୟ ରାଜପଥରେ ଲେନ୍‌ ବ୍ୟବସ୍ଥା ହେବ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାସ୍ତା ସମସ୍ୟା ଓ ଟ୍ରାଫିକ୍‌ ବ୍ୟବସ୍ଥା ସୁଧାରିବା ନିମନ୍ତେ ଶୁକ୍ରବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସିପି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟତଃ ଜାତୀୟ ରାଜପଥରେ ଟ୍ରାଫିକ ବ୍ୟବସ୍ଥା ସୁଧାରିବା ନେଇ ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri