ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରୁ ବୃଷଭ ମୂର୍ତ୍ତି ଗାଏବ ପ୍ରସଙ୍ଗ: ପୁଣି ସ୍ଥାପନ ପାଇଁ ଗଣାଯାଉଛି ଦିନ
ପୁରୁଣା ଭୁବନେଶ୍ୱର,୭ା୯(ଡି.ଏନ.ଏ.): ଐତିହ୍ୟ ସ୍ଥଳଗୁଡିକରେ ଥିବା ପୁରାତନ କୀର୍ତ୍ତିରାଜିଗୁଡ଼ିକର ଅବକ୍ଷୟ ହେଉଛି। ଏଭଳି ଏକ ଘଟଣା ମାସକ ତଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଥିଲା, ଯାହାକୁ ଅଦ୍ୟାବଧି ଏଏସଆଇ ସମ୍ପୂର୍ଣ୍ଣ କରି ନ ପାରିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଛି। ଶ୍ରୀଲିଙ୍ଗରାଜ ମନ୍ଦିର…
ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ
ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ ଏହି ଆଇନ ଅନୁଯାୟୀ, ଜଣେ ଗାଡ଼ି ଚାଳକ ମଦ ପିଇ ଗାଡ଼ି ଚଲାଉଥିଲେ ପ୍ରଥମ…
ଘଟଣାସ୍ଥଳରେ ଚାଲାଣ କଟାଯାଇପାରିବନି
ଭୁବନେଶ୍ୱର, ୭ା୯(ବ୍ୟୁରୋ): ସରକାରଙ୍କ ନୂଆ ମୋଟରଯାନ ଆଇନ୍-୨୦୧୯ ସେପ୍ଟେମ୍ବର ୧ରୁ ଲାଗୁ ହେବା ପରେ ଗାଡ଼ି ଚାଳକଙ୍କ ମଧ୍ୟରେ ଛନକା ପଶିଛି। ଆର୍ଟିଓ ଏବଂ ଟ୍ରାଫିକ ପୋଲିସ ମନ ଇଚ୍ଛା ବିଭିନ୍ନ ନିୟମ ଉଲ୍ଲଂଘନ ଦେଖାଇ ଫାଇନ୍ କାଟୁଛି। କିନ୍ତୁ ନିୟମରେ…
ନିଦ ହଜାଉଛି ଜରିମାନା
ଭୁବନେଶ୍ୱର ୭ା୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଜରିମାନା ଆଦାୟରେ ଅନ୍ୟ ରାଜ୍ୟକୁ ପଛରେ ପକାଇଛି ଓଡ଼ିଶା। ମାତ୍ର ୪ଦିନରେ ସାରା ରାଜ୍ୟରୁ ୮୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜରିମାନା ଆଦାୟ ସହ ୧ ନମ୍ବର ସ୍ଥାନରେ ରହି ଓଡ଼ିଶା…
ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ
ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍ ମଙ୍ଗ୍କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଆର୍ଯ୍ୟଭଟ୍ଟ ଟ୍ରଷ୍ଟ ଓ କଳିଙ୍ଗ ଇଣ୍ଟରନ୍ୟାଶନାଲ ୟୁଥ ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ…
ଚମତ୍କାର କଲା ଭାଓଲିନ୍-ବଂଶୀ-ମାଣ୍ଡୋଲିନ୍
ଭୁବନେଶ୍ୱର ୭ା୯(ବ୍ୟୁରୋ): ଭାଓଲିନ୍, ବଂଶୀ ଓ ମାଣ୍ଡୋଲିନ୍ର ସମନ୍ବୟ ସୃଷ୍ଟି କରିଥିଲା ଏକ ନିଆରା ପରିବେଶ। ପ୍ରଥମଥର ପାଇଁ ଶାସ୍ତ୍ରୀୟ ଯନ୍ତ୍ର ସଙ୍ଗୀତର ଧୂନ୍ରେ ମଜିଥିଲେ ସବୁ ବର୍ଗ ଓ ସବୁ ବୟସର ଶ୍ରୋତା। ଦେଶର ଖ୍ୟାତାନାମା ଯୁବ ବାଦ୍ୟଶିଳ୍ପୀମାନେ ଶୁକ୍ରବାର…
ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍ସିବି ଯିବେ
ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍ମିଟ୍ ପରେ ସେମାନେ ଏମ୍ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ କଟକରେ…
ନୂଆ ମୋଟର ଯାନ ଆଇନକୁ ନାପସନ୍ଦ କଲେ ମନ୍ତ୍ରୀ: କହିଲେ ‘ଲୋକଙ୍କୁ ସତର୍କ କରାଇ ଏହାକୁ ଲାଗୁ କରିବା କଥା’
ଭୁବନେଶ୍ୱର,୬।୯(ବ୍ୟୁରୋ): ଦେଶବ୍ୟାପି ସେପ୍ଟେମ୍ବର ୧ରୁ ଲାଗୁ ହୋଇଥିବା ନୂଆ ମୋଟର ଯାନ ଆଇନ ବିରୋଧରେ ବିଭିନ୍ନ ମହଲରେ ପ୍ରତିବାଦର ସ୍ବର ଉଠୁଛି। ଜନସାଧାରଣ ଏହାକୁ ନାପସନ୍ଦ କରୁଥିବା ବେଳେ ଶୁକ୍ରବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ନିଜର ପ୍ରତିକ୍ରିୟା ରଖିଛନ୍ତି।…
ଗିରଫ ହେବେ ମଦ୍ୟପ ଚାଳକ, ସର୍କୁଲାର ଜାରି କଲେ ଡିଜିପି
ଭୁବନେଶ୍ୱର,୬।୯(ବ୍ୟୁରୋ): ଗିରଫ ହେବେ ମଦ୍ୟପ ଚାଳକ। ରାଜ୍ୟର ସମସ୍ତ ୧୪ଟି ଟୋଲଗେଟ୍ରେ ମଦ୍ୟପ ଡ୍ରାଇଭରଙ୍କୁ ଯାଞ୍ଚ କରାଯିବ। ମଦ୍ୟପାନ କରି ଗାଡ଼ି ଚଳାଉଥିବା ଗାଡ଼ି ଚାଳକଙ୍କୁ ଗିରଫ କରାଯିବ। ଏନେଇ ପୋଲିସ ଡିଜିପି ବିଜୟ କୁମାର ଶର୍ମା ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…
ପଲ୍ୟୁସନ ଚେକିଂ କୋହଳ ନିଷ୍ପତ୍ତି: ମାସେ ଯାଏ ହେବନି ଯାଞ୍ଚ, ଲୋକଙ୍କୁ ଅଯଥାରେ ହଇରାଣ ନ କରିବାକୁ ପରାମର୍ଶ
ଭୁବନେଶ୍ୱର,୬।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ, ଇନ୍ସୁରାନ୍ସ ଏବଂ ପଲ୍ୟୁସନ୍ ପ୍ରମାଣପତ୍ର ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ…
ବିଭାଗୀୟ ଉପଦେଷ୍ଟାଙ୍କୁ ମିଳିଲା ପାହ୍ୟା: ୬ଙ୍କୁ ରାଷ୍ଟ୍ରମନ୍ତ୍ରୀ, ୪ଙ୍କୁ ପ୍ରମୁଖ ସଚିବ, ଜଣେ ହେଲେ ମୁଖ୍ୟ ସଚିବ
ଭୁବନେଶ୍ୱର,୬।୯(ବ୍ୟୁରୋ): ନବ ନିଯୁକ୍ତ ବିଭିନ୍ନ ବିଭାଗୀୟ ଉପଦେଷ୍ଟାଙ୍କୁ ଶୁକ୍ରବାର ବିଭିନ୍ନ ପାହ୍ୟା ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଥିବା ବେଳେ ୪ଜଣଙ୍କୁ ପ୍ରମୁଖ ସଚିବ ଓ ଜଣଙ୍କୁ ମୁଖ୍ୟ ସଚିବ ପାହ୍ୟା ପ୍ରଦାନ କରାଯାଇଛି। ଲୋପାମୁଦ୍ରା ବକ୍ସିପାତ୍ର,…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା
ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଆଦର୍ଶ ଗୁରୁକୁଳ,…
Archives


