ମେଟ୍ରୋ

ପିଆଜ ଜ୍ୱାଳାରେ ଲୋକେ ଛଟପଟ:ଦର ଛୁଇଁଲାଣି ୪୫

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତିଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୪୫ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ କିଲୋ ଜାଗାରେ ଅଢ଼େଇଶ…

ଆରକେଭିୱାଇ ସମୀକ୍ଷା ବୈଠକ: ଧାର୍ଯ୍ୟ ସମୟରେ ପ୍ରକଳ୍ପ ସାରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ରାଜ୍ୟ କୃଷି ଉତ୍ପାଦନ କମିଶନର(ଏପିସି) ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆରକେଭିୱାଇ) ସମ୍ପର୍କିତ ପ୍ରକଳ୍ପ ସ୍କ୍ରିନିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ କୃଷି ଏବଂ ଏହାର ଆନୁଷଙ୍ଗିକ…

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ ସମୀକ୍ଷା ବୈଠକ ପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ…

ତିଗିରିଆରେ ହେବ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- କଟକ ଜିଲା ତିଗିରିଆଠାରେ ଖୁବ୍‌ ଶୀଘ୍ର ଏକ ଆଦର୍ଶ ଗ୍ରାମାଞ୍ଚଳ ସ୍ବାସ୍ଥ୍ୟ ଗବେଷଣା କେନ୍ଦ୍ର (ମଡେଲ୍‌ ରୁରାଲ୍‌ ହେଲ୍‌ଥ ରିସର୍ଚ୍ଚ ୟୁନିଟ୍‌) କାର୍ଯ୍ୟକ୍ଷମ ହେବ। ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁବାର ଏହି ସୂଚନା ଦେଇଛନ୍ତି। ବିଭିନ୍ନ…

୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଥିବା ବେଳେ ଗୁରୁବାର କଟକ ଜିଲା ସାଲେପୁରର ଜନୈକ ଦୋଷୀଙ୍କୁ…

ଜେଲ ଗଲେ ଆଶୀର୍ବାଦ ବେହେରା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶେଷରେ ଜେଲ୍‌ ଯିବାକୁ ପଡ଼ିଛି। ଭୁବନେଶ୍ୱର ସିବିଆଇ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିଦେବାରୁ ଗୁରୁବାର ସେ ଜେଲ ଯାଇଛନ୍ତି। ଅର୍ଥତତ୍ତ୍ୱ (ଏଟି) ଚିଟ୍‌ଫଣ୍ଡ ମାମଲାରେ ତାଙ୍କୁ…

ସାଙ୍ଗଠନିକ ସ୍ଥିତି ସୁଧାରିବାକୁ ଅଣ୍ଟା ଭିଡିଲା ରାଜ୍ୟ କଂଗ୍ରେସ, ପୁନଃଗଠନ ହେବ ପିସିସି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୁନଃଗଠନ ହେବ ପ୍ରଦେଶ କଂଗ୍ରେସ କମିଟି(ପିସିସି)। ରାଜ୍ୟରେ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ଼ କରିବାକୁ ଏଆଇସିସି ନିର୍ଦ୍ଦେଶ ଦେବା ପରେ ଅଣ୍ଟା ଭିଡିଛି କଂଗ୍ରେସ। ତେବେ ଗତ ନିର୍ବାଚନରେ ଦଳ ପାଇଁ କାମ କରିଥିବା ନେତାମାନଙ୍କୁ ନେଇ ଛୋଟ ଛୋଟ…

‘କାଳିଆ’ କେବଳ ସରକାରୀ ଟଙ୍କାରେ ନିର୍ବାଚନ ଲଢ଼ିବାର ଚଞ୍ଚକତା: ପୃଥ୍ବୀରାଜ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଛିଡ଼ୁନି କାଳିଆ କେଁ। ‘କାଳିଆ ଯୋଜନା’ରେ ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ପ୍ରକାଶ ପାଇବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ଗୋଟିଏ ପଟେ ବିଜେଡି ତାଲିକାରେ ୩ ଲକ୍ଷ ୪୧ହଜାର ଅଯୋଗ୍ୟ ହିତାଧିକାରୀ ଥିବା କହୁଥିବା ବେଳେ ଏବେ ଏହାକୁ…

ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ କାର୍ଯ୍ୟକାଳ ସରିଯାଇଛି। ହେଲେ ପରବର୍ତ୍ତୀ ନିର୍ବାଚନ ନେଇ କୌଣସି ପ୍ରକ୍ରିୟା ଏଯାଏ ଦେଖିବାକୁ ମିଳିନାହିଁ।…

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି ଉପରେ ରୋକ୍‌ ଲଗାଇବା ସହ ସହରବାସୀଙ୍କୁ ଏଭଳି ବିପଦରୁ ରକ୍ଷାକରିବା ପାଇଁ ବିଏମ୍‌ସି ପକ୍ଷରୁ…

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବାଲିଅନ୍ତା ବିଇଓ ଅଫିସ୍‌ ଗସ୍ତ: ଅନୁପସ୍ଥିତ କର୍ମଚାରୀଙ୍କ ଦିନକ ଦରମା ବନ୍ଦ

ଭୁବନେଶ୍ୱର(ବ୍ୟୁରୋ)/ବାଳକାଟୀ(ଡି.ଏନ.ଏ),୧୯।୯: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବାଲିଅନ୍ତା ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ)ଙ୍କ ବାଳକାଟୀସ୍ଥିତ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଗସ୍ତବେଳେ ୧୦ଟା ୧୫ରୁ ୧୦ଟା ୪୦ ସୁଦ୍ଧା କାର୍ଯ୍ୟାଳୟରେ ଅପେକ୍ଷା କରିଥିଲେ। କିନ୍ତୁ…

ବିଏମ୍‌ସିର ପଲିଥିନ ବ୍ୟାନ୍‌ ବାଟବଣା

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତବର୍ଷ ଅକ୍ଟୋବର ୨ରୁ ରାଜ୍ୟରେ ପ୍ଲାଷ୍ଟିକ୍‌ ଓ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ରାଜଧାନୀକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ମଧ୍ୟ ଏହି ନିୟମକୁ କଡ଼ାକଡ଼ି ଲାଗୁ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?