ମେଟ୍ରୋ

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ରାଜସ୍ଥାନ, ନେପାଳ, ବାଂଲାଦେଶ, ଗୋଆରେ ରାଜାଙ୍କର ନେଟ୍‌ଓ୍ବର୍କ ରହିଛି। ବାଂଲାଦେଶରୁ…

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଚଳିତଥର ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ ନିର୍ମାଣ କରିବାକୁ ଯାଉଛି। ଏହା ମୁଖ୍ୟ ଆକର୍ଷଣ…

ପୂର୍ବତଟ ରେଳପଥରେ ଆରମ୍ଭ ହେଲା ‘ଇ-କାର୍ଯ୍ୟାଳୟ’

ଭୁବନେଶ୍ୱର,୧୯।୯(ବ୍ୟୁରୋ): ପୂର୍ବତଟ ରେଳପଥରେ ବୁଧବାର ‘ଇ-କାର୍ଯ୍ୟାଳୟ’ ପ୍ରଣାଳୀ ଉଦ୍‌ଘାଟନ ହୋଇଛି। ଏହି ପ୍ରଣାଳୀକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଉଦ୍‌ଘାଟନ କରିଥିବାବେଳେ କାଗଜ ବିହୀନ ସବୁଜ ରେଳପଥ, କାର୍ଯ୍ୟଶୈଳୀରେ ସ୍ବଚ୍ଛତା ଆଣିବା ସକାଶେ ରେଳପଥ ପକ୍ଷରୁ ‘ଏନଆଇସି (ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର)…

ସ୍ବେଚ୍ଛାସେବୀଙ୍କ ବନୀକରଣ ସଚେତନତାର ପ୍ରଶଂସା: ସିଡ୍‌ବଲ୍‌ରେ ‘ଧରିତ୍ରୀ’ ଲେଖି ସଜାଇଲେ

ପୁରୁଣା ଭୁବନେଶ୍ୱର,୧୯।୯ (ଡି.ଏନ.ଏ.): ବନୀକରଣ ପାଇଁ ଦୈନିକ ଖବରକାଗଜ ‘ଧରିତ୍ରୀ’ ସଚେତନତା ଓ ଉତ୍ସାହ ସୃଷ୍ଟି କରୁଥିବା ଦର୍ଶାଇ ନିଆରା ଢଙ୍ଗରେ ସମ୍ମାନ ଜଣାଇଛନ୍ତି ବହୁ ସ୍ବେଚ୍ଛାସେବୀ। ବନୀକରଣ କାର୍ଯ୍ୟରେ ନିୟୋଜିତ ଏହି ସ୍ବେଚ୍ଛସେବୀମାନେ ସିଡ୍‌ବଲ୍‌ ବା ବିହନ ପିଣ୍ଡୁଳାରେ ‘ଧରିତ୍ରୀ’…

ଆରମ୍ଭ ହେବ ‘ଜେଲ୍‌ ରେଡିଓ’: ଜେଲ ଅନ୍ତେବାସୀ ହେବେ ରେଡିଓ ଜକି

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଅନ୍ୟ ରାଜ୍ୟ ପରି ଓଡିଶାର ବିଭିନ୍ନ ଜେଲ୍‌ରେ ରହୁଥିବା ଅନ୍ତେବାସୀମାନେ ରେଡିଓ ଜକି (ଆର୍‌ଜେ) ହୋଇ ଶୁଣାଇବେ ନିଜ ମନର କଥା। ଲୋକେ ଶୁଣିବେ ସେମାନଙ୍କ ଜୀବନର କାହାଣୀ। ଏଥିପାଇଁ ଆରମ୍ଭ ହେବ ‘ଜେଲ୍‌ ରେଡିଓ’। ପ୍ରାଥମିକ ପର୍ଯ୍ୟାୟରେ ଝାରପଡ଼ା…

ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ ୪୨ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ପିଆଜ ବ୍ୟବସାୟୀମାନେ ଅଧିକ ପିଆଜ ରଖିବାକୁ ପଛଘୁଞ୍ଚା…

ମାସେ ବନ୍ଦ ରହିବ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱରକୁ ବ୍ୟାଙ୍କକ୍‌କୁ ଚଳାଚଳ କରୁଥିବା ଏୟାର ଇଣ୍ଡିଆର ଡାଇରେକ୍ଟ ଫ୍ଲାଇଟ୍‌ ସେବା ସେପ୍ଟେମ୍ବର ୨୩ରୁ ଅସ୍ଥାୟୀଭାବେ ବନ୍ଦ ରହିବ। ଏହା ଅକ୍ଟୋବର ଶେଷ କିମ୍ବା ନଭେମ୍ବର ଆରମ୍ଭରୁ ପୁଣି ଚଳାଚଳ କରିବ। ବୁଧବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପର୍ଯ୍ୟଟନ…

ର଼୍ୟାଗିଂକୁ ନେଇ ଓଏଚ୍‌ଆର୍‌ସିଙ୍କ ଉଦ୍‌ବେଗ: ୫ ବିଭାଗକୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା ଘଟଣା ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆରସି) ଗଭୀର…

ନଭେମ୍ବର ୧ରୁ ଧାନ ସଂଗ୍ରହ

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ ଡାଟା ଏଣ୍ଟ୍ରି ଶେଷ…

ସୁରକ୍ଷିତ ଶୈଶବ, ପୂର୍ଣ୍ଣ ବିକାଶ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ଶିଶୁଙ୍କ ସୁରକ୍ଷିତ ଶୈଶବ ଓ ପୂର୍ଣ୍ଣ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଅନାଥ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ ଚିହ୍ନଟ କରାଯିବ। ଏଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହାୟତାରେ ସ୍ବତନ୍ତ୍ର ସର୍ଭେ ଆରମ୍ଭ ହେବ। ଏ ସଂକ୍ରାନ୍ତରେ…

ସବୁ ବର୍ଗର ସ୍କୁଲ୍‌ ପିଲାଙ୍କୁ ମିଳିବ ଡ୍ରେସ୍‌, ଜୋତା

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍‌ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ…

ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା ରହିଛନ୍ତି। ଏମାନେ ବିଭିନ୍ନ ସ୍ଥାନରେ ନେତାଙ୍କୁ ଦାୟିତ୍ୱ ଦେବା ସହ ପୂରା ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?