ମେଟ୍ରୋ

ଏସ୍‌ଟିଏଫ୍‌ ହାତରେ ଲେଡି ବ୍ରାଉନ୍‌ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି ଥିବା…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର ବୋଲି ଜଣାପଡ଼ିଛି। ତେବେ ବୁଧବାର ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ କେଁ: ୩ ଲକ୍ଷ ୪୧ ହଜାର ନୁହେଁ କେବଳ ୩୨ ହଜାର ଥିବା କହିଲେ ପ୍ରତାପ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ କାଳିଆ ଯୋଜନା ଆରମ୍ଭ କରାଯାଇଥିଲା। ହେଲେ ଦିନକୁ ଦିନ କାଳିଆକୁ ନେଇ କେଁ ବଢ଼ିବାରେ ଲାଗିଛି। ମଙ୍ଗଳବାର ରାଜ୍ୟର ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ କାଳିଆ…

ବଦଳିଲା ସମୟ: ଏଣିକି ୯ଟାରୁ ସାଢ଼େ ୪ଟା ଯାଏ ସ୍କୁଲରେ ରହିବେ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଏଥିସହ ବଦଳିଛି ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟ ସମୟ। ପୂର୍ବରୁ ୧୦ଟାରୁ ୪ଟା ଯାଏ ସେମାନେ ସ୍କୁଲରେ ରହୁଥିବା ବେଳେ ଏବେ ସେମାନେ ୯ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ରହିବେ।…

୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ କୃଷି ବିଭାଗ ପକ୍ଷରୁ ୧୦ ଜିଲାର କୃଷି ଉପନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଯାବତ ନକଲି କୀଟନାଶକ ପ୍ରସ୍ତୁତ କାରୀ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ କାରଣ ଦର୍ଶାଅ ନୋଟିସ ଜାରି…

୧୦ ଜିଲାକୁ ବର୍ଷା, ବଜ୍ରପାତ: ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟର ୧୦ଟି ଜିଲାକୁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା ଢେଙ୍କାନାଳ, ଯାଜପୁର, କେନ୍ଦୁଝର, କନ୍ଧମାଳ,…

ପେଟରୁ ବାହାରିଲା ୪ କିଲୋ ଟ୍ୟୁମର

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ୬୦ ବର୍ଷୀୟ ବ୍ୟକ୍ତିଙ୍କଠାରୁ ୩୦ ସେମି ଗୋଲେଇ ବିଶିଷ୍ଟ ୪ କିଗ୍ରାର ଏକ ବଡ଼ ଟ୍ୟୁମର୍‌ ବାହାରଛି। ଏକାଧିକ ଅଙ୍ଗ ଏବଂ ଟିସ୍ୟୁ ସହିତ ସମ୍ପୃକ୍ତ ଥିବା ଏହି ଟ୍ୟୁମରକୁ ଜଟିଳ ଅସ୍ତ୍ରୋପଚାର ପ୍ରକ୍ରିୟା ମାଧ୍ୟମରେ କଢ଼ାଯାଇଛି। ବି.ଆର. ଲାଇଫ୍‌…

ବମିଖାଲ ଦୁର୍ଗାପୂଜା ସମିତି : ତୋରଣରେ ଜମ୍ମୁ-କଶ୍ମୀର ପ୍ୟାଲେସ

ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା କଡରେ ଜମ୍ମୁ-କଶ୍ମୀର ପ୍ୟାଲେସ ନିର୍ମାଣ କରିବ। ତୋରଣର ଉଚ୍ଚତା ୮୦ଫୁଟ ଓ ଓସାର…

ଅର୍ଥ ବିଭାଗରେ ଅଦଳବଦଳ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍‌ ଏଣ୍ଡ ଆକାଉଣ୍ଟସ୍‌ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ହୋଇଥିବା ଅଧିକାରୀମାନେ ହେଉଛନ୍ତି-…

୨୩ରେ ଲଘୁଚାପ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ କାଁ ଭାଁ ବର୍ଷା ରହିବ। ତେବେ ୨୩…

ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଷ୍ଟିଅରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭୁବନେଶ୍ୱର ବିମାନବନ୍ଦରରେ ଚାଲିବ ମରାମତି କାର୍ଯ୍ୟ : ପର୍ଯ୍ୟାୟକ୍ରମେ ଆଠମାସ ବନ୍ଦ ରହିବ ରନ୍‌ଓ୍ବେ

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍‌ ୩୦ ପର୍ଯ୍ୟନ୍ତ ରନ୍‌ଓ୍ବେର ରିକାର୍ପେଟିଂ ହେବ। ଏଥିପାଇଁ ଏହି ୮ ମାସ ଧରି ପର୍ଯ୍ୟାୟକ୍ରମେ ରନ୍‌ଓ୍ବେକୁ ବନ୍ଦ ରଖାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?