ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ
କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ ଆନୁକୂଲ୍ୟରେ ସୁପ୍ରିମକୋର୍ଟର ପ୍ରାକ୍ତନ ବିଚାରପତି ଡ.ଅରିଜିତ ପଶାୟତଙ୍କ ୭୫ତମ ଜନ୍ମବାର୍ଷିକୀ ପାଳିତ ହୋଇଯାଇଛି। ଏଥିରେ…
ବେଆଇନ ଗିରଫଦାରି ମାମଲା: କଟକ ଡିସିପିଙ୍କଠୁ ମାନବାଧିକାର ଆୟୁକ୍ତଙ୍କ ଜବାବ ତଲବ
କଟକ ଅଫିସ,୧୮।୮: ବେଆଇନ ଗିରଫଦାରି ମାମଲାରେ ରାଜ୍ୟ ମାନବାଧିକାର ଆୟୁକ୍ତ କଟକ ଡିସିପିଙ୍କୁ ଜବାବ ତଲବ କରିଛନ୍ତି। କଟକ ଡିପି ଲେନ ଅଞ୍ଚଳର ଅଙ୍କିତ ଅଗ୍ରଓ୍ବାଲ ଓ ହରିପୁର ଅଞ୍ଚଳର ଅନିଲ କୁମାର ସିମାନୀଙ୍କୁ କମିଶନରେଟ୍ ପୋଲିସ ବେଆଇନଭାବେ ଅଟକ ରଖି…
ବମ୍ବେରେ ନୀତି ଆୟୋଗର ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ: ପ୍ରାଣୀପାଳନ, ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ
ଭୁବନେଶ୍ୱର,୧୮।୮(ବ୍ୟୁରୋ): କୃଷି କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବା ଆବଶ୍ୟକ। କୃଷି କ୍ଷେତ୍ରରେ କୃଷକମାନଙ୍କର ଦକ୍ଷତା ବୃଦ୍ଧି, କୃଷି ଓ କୃଷିଜାତ ଦ୍ରବ୍ୟର ପରିଚାଳନା, କୃଷି ବଜାର ସମ୍ବନ୍ଧୀୟ ଜ୍ଞାନ ଏବଂ ବଳକା କୃଷିଜାତ ଦ୍ରବ୍ୟର ରପ୍ତାନି ସମ୍ବନ୍ଧୀୟ ଜ୍ଞାନକୌଶଳ ଆଦିର ବିକାଶ…
ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍ସାଇଟ୍, ଆପ୍ ଉନ୍ମୋଚିତ
ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଦ୍ୱାରା ‘ମୋ ଛତୁଆ’…
ଶ୍ରୀଲିଙ୍ଗରାଜ ମନ୍ଦିରର କୀର୍ତ୍ତିରାଜି ସତ୍ତା ହରାଇବାକୁ ମସୁଧା: ପୁଣି ସ୍ଥାପନ କରାଗଲାନି ବୃଷଭ
ପୁରୁଣା ଭୁବନେଶ୍ୱର,୧୮।୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଅନେକ ପ୍ରାଚୀନ ମନ୍ଦିରର କୀର୍ତ୍ତିରାଜି ବିଭିନ୍ନ କାରଣରୁ ସତ୍ତା ହରାଉଛି। ଏହି ପରିପ୍ରେକ୍ଷୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ବ୍ୟତିକ୍ରମରୁ ମନ୍ଦିରର ସୂକ୍ଷ୍ମ କୀର୍ତ୍ତିରାଜିଗୁଡିକୁ ଅବ୍ୟବସ୍ଥିତ କରିବାକୁ ମଧ୍ୟ ପ୍ରଚ୍ଛଦ ପଟରେ ମସୁଧା ଚାଲିଥିବା ଗର୍ଭଗୃହର ଏକ…
ଓଡ଼ିଶୀ-ଭାରତନାଟ୍ୟମ୍ରେ ଦର୍ଶକ ବିଭୋର
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ସୃଜନ ନୃତ୍ୟାନୁଷ୍ଠାନ ପକ୍ଷରୁ ନିୟମିତ ହୋଇ ଆସୁଥିବା ଯୁବ ନୃତ୍ୟଶିଳ୍ପୀ ଉତ୍ସବ ‘ନବପଲ୍ଲବ’ କାର୍ଯ୍ୟକ୍ରମ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗମଞ୍ଚ…
ନନ୍ଦନକାନନରେ ଅଣ୍ଡିରା ଧୂସର ଗଧିଆ ମୃତ
ବାରଙ୍ଗ,୧୮।୮(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ନୀଳଗିରି ବାନର ଛୁଆ ମୃତ୍ୟୁ କରିଥିବାର ଦୁଇଦିନ ନ ପୂରୁଣୁ ଶନିବାର ଭୋରୁ ଏକ ଅଣ୍ଡିରା ଧୂସର ଗଧିଆ ଡାକ୍ତରଖାନାରେ ମୃତ୍ୟୁ କରିବା ଘଟଣା କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ଡାକ୍ତରଖାନାର…
ଆଦିତ୍ୟ ମେମୋରିଆଲ କୁଇଜ୍-୨୦୧୯: ଲୟୋଲା ସ୍କୁଲ୍ ଚାମ୍ପିୟନ; ୟୁନିଟ୍-୮ ଡିଏଭି ପବ୍ଲିକ ସ୍କୁଲ ପ୍ରଥମ ରନର୍ସଅପ୍,ମଦର୍ସ ପବ୍ଲିକ ସ୍କୁଲ ଦ୍ୱିତୀୟ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲୟୋଲା ସ୍କୁଲ ଓ ଆଦିତ୍ୟ ମେମୋରିଆଲ ଫାଉଣ୍ଡେଶନ ପକ୍ଷରୁ ନବମ ଆଦିତ୍ୟ ମେମୋରିଆଲ କୁଇଜ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ଜାଭିୟର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜ୍ମେଣ୍ଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ଛତିଶଗଡ଼, ବିହାରର ୨୫ଟି ସ୍କୁଲ୍ରୁ ୨୧୬ ଛାତ୍ରୀଛାତ୍ର…
ମୁଖ୍ୟ ଶାସନ ସଚିବଙ୍କୁ ବିଦାୟ ସମ୍ବର୍ଦ୍ଧନା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ସରକାରୀ ଅଧିକାରୀ ଜନସାଧାରଣଙ୍କ ବିଶ୍ୱାସର ମାର୍ଫତଦାର। ତେଣୁ ଅଧିକାରୀଟିଏ ସେବା ମନୋଭାବ ରଖି ସହୃଦୟତାର ସହ କାର୍ଯ୍ୟ କରିବା ଉଚିତ ବୋଲି ବିଦାୟୀ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଲୋକସେବା ଭବନରେ ସାଧାରଣ ପ୍ରଶାସନ ଓ…
ଏସ୍ସିବି ଆସିବେ ଜଗା-କାଳିଆ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ ଏହି ଦୁଇଭାଇଙ୍କୁ କଟକ ଏସ୍ସିବି ମେଡିକାଲକୁ ଅଣାଯିବ। ତେବେ କେବେ ଆସିବେ ତାହା ଆସନ୍ତା…
ପପୁଙ୍କ ଫିଲ୍ମ ପୋଷ୍ଟରକୁ ନେଇ ବିବାଦ: ୭ ଯୁବତୀଙ୍କୁ ନେଇ ଆପତ୍ତିଜନକ ପୋଜ୍; ପ୍ରଯୋଜକ ସଂସ୍ଥା ନାଁରେ ମାମଲା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୁଣି ଅଡୁଆରେ ରଙ୍ଗିଲା ଟୋକା ପପୁ ପମ୍ପମ୍। କେତେବେଳେ କାଷ୍ଟିଂ କାଉଚ ତ ଆଉ କେତେବେଳେ ମହିଳାଙ୍କୁ ଅଶାଳୀନ ବ୍ୟବହାର ପାଇଁ ବିବାଦରେ ରହିଥିଲେ ପପୁ। ଏବେ ଏକ ଫିଲ୍ମ ପୋଷ୍ଟରରେ ମହିଳାଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗକୁ ନେଇ ଆଉ…
ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍ସନ୍ ବନ୍ଦ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ…
Archives


