ମେଟ୍ରୋ

ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ କଟିଯାଇଛି,…

ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବାବଦକୁ ୧୬ ହଜାର ୮୫୩…

ଓଡ଼ିଶା ଭାରତର ଇସ୍ପାତ ରାଜଧାନୀ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଫିକି ସହଯୋଗରେ ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରଠାରେ ଶୁକ୍ରବାର ‘ଇଣ୍ଡିଆ ଷ୍ଟିଲ-୨୦୨୫’ ରାଉଣ୍ଡ୍‌ ଟେବୁଲ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ସମୃଦ୍ଧ ଓଡ଼ିଶା…

‘ଘଟଣାର ଜଡ଼ରେ ପହଞ୍ଚିବା ସାମ୍ବାଦିକଙ୍କ ଦାୟିତ୍ୱ’

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା):ସାମ୍ବାଦିକତା ହେଉଛି ସର୍ବପୁରାତନ ଜୀବିକା। କାହିଁ କେଉଁ କାଳରୁ ମଣିଷ ହୁଅନ୍ତୁ ବା ପ୍ରାଣୀ ଜୀବନ ଜୀବିକା ନିର୍ବାହ ପାଇଁ ଖାଦ୍ୟ ସମ୍ପର୍କରେ ସାଥୀଙ୍କୁ ସୂଚନା ଦେଇଥା’ନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସମାଜକୁ ଠିକ୍‌ ସୂଚନା ପହଞ୍ଚାଇବାର ଦାୟିତ୍ୱ ଗଣମାଧ୍ୟମ ବହନ…

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍‌ ପୋଲିସର ସୂଚନା

ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ…

ବଡ଼ ଖବର: ଓଡ଼ିଶାରେ ପାକିସ୍ତାନୀ, ଆକ୍ସନ ମୋଡରେ ସରକାର

ଭୁବନେଶ୍ୱର,୨୫।୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ…

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀଷ୍ମ ପ୍ରବାହକୁ ନେଇ…

ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ…

ଅନ୍ତ୍ୟୋଦୟ ଯୋଜନାରେ ସାମିଲ୍‌ ହେବେ ଆଉ ଲକ୍ଷେ ହିତାଧିକାରୀ, ମେ’ ଶେଷ ଯାଏ ଚାଲିବ ଆବାସ ସର୍ଭେ

ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି ଶୁକ୍ରବାର ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ରାଜ୍ୟର ଅର୍ଥନୈତିକ ଦୁର୍ବଳ…

ରାଜ୍ୟରେ ଗଠିତ ହେଲା ୪୬ ସିଭିଲ ଜଜ୍‌ କୋର୍ଟ

ଭୁବନେଶ୍ୱର,୨୫ା୪: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟଗୁଡ଼ିକ ବାଲେଶ୍ୱର ଜିଲାର ବାଲିଆପାଳ, ସିମୁଳିଆ, ସୋର, ବାହାନଗା ଓ ଜଳେଶ୍ୱର, ସମ୍ବଲପୁର ଜିଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା, ପୁରୀ…

ଭୁବନେଶ୍ୱର: ଦୁଇ ଷ୍ଟେସନ ନିକଟରୁ ୨ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା…

ଭୁବନେଶ୍ୱର, ୨୫।୪: ଏକ ଆଶ୍ଚର୍ଯ୍ୟକର ଘଟଣାରେ, ଶୁକ୍ରବାର ଭୁବନେଶ୍ୱରର ବାଣୀ ବିହାର ଏବଂ ଲିଙ୍ଗରାଜ ରେଲୱେ ଷ୍ଟେସନରୁ ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ସୂତ୍ରରୁ ପ୍ରକାଶ, ରାଜଧାନୀ ସହରର ଏହି ଦୁଇଟି ପ୍ରମୁଖ ରେଲୱେ ଷ୍ଟେସନରୁ ଗୋଟିଏ ଲେଖାଏଁ ମୃତଦେହ ଉଦ୍ଧାର…

ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri