ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାରର ନୂଆଖାଇଁ ଭେଟ୍ଘାଟ୍
ଭୁବନେଶ୍ୱର, ୧୭-୯(ବ୍ୟୁରୋ):ମୁମ୍ବାଇ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ରବିବାର ମୁମ୍ବାଇର ସ୍ବତନ୍ତ୍ରବୀର ସାବରକର ଅଡିଟୋରିୟମଠାରେ ୧୩ତମ ନୂଆଖାଇଁ ଭେଟ୍ଘାଟ୍ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ପରିଚାଳନା କମିଟିର ସଦସ୍ୟ ଚମ୍ପକ ତ୍ରିପାଠୀଙ୍କ କଣ୍ଠରୁ ଦେବୀଙ୍କ ମନ୍ତ୍ର ସହ ବରିଷ୍ଠ ମହିଳା ସଦସ୍ୟଙ୍କ ଦ୍ୱାରା…
୧୬୦୦ କୀର୍ତ୍ତିରାଜି ଫଟୋରେ ନିର୍ମିତ ବିଶ୍ୱକର୍ମା
ପୁରୁଣା ଭୁବନେଶ୍ୱର,୧୭-୯(ଡି.ଏନ.ଏ);ମଙ୍ଗଳବାର ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା। ଏଥିପାଇଁ ପ୍ରସ୍ତୁତି ସରିଥିବାବେଳେ ସହରଠୁ ଗାଁ ସବୁଠି ଉତ୍ସାହ ଆଉ ଉତ୍କଣ୍ଠା। ବିଶେଷକରି ବିଭିନ୍ନ ସହର ଓ ବଜାରରେ ନିଆରା ମୂର୍ତ୍ତି ନିର୍ମାଣ ସହ ସୁଉଚ୍ଚ ତୋରଣ, ଆଲୋକସଜ୍ଜାକୁ ନେଇ ବିଭିନ୍ନ ପୂଜା ମଣ୍ଡପ…
କପ୍ତିପଦା ଥାନା ଏଏସ୍ଆଇଙ୍କ ନାମରେ ବଳାତ୍କାର ଉଦ୍ୟମ ଅଭିଯୋଗ
ଭୁବନେଶ୍ୱର,୧୭-୯ (ବ୍ୟୁରୋ):ମୟୂରଭଞ୍ଜ ଜିଲା କପ୍ତିପଦା ପୋଲିସ ନ୍ୟାୟ ଦେଉନି। ପୂର୍ବରାଗ ରଖି ବିଭିନ୍ନ ସମୟରେ ହଇରାଣ ହରକତ କରୁଛି। ଥାନାର ଜଣେ ଏଏସ୍ଆଇ ମିଛ ମାମଲାରେ ଫସାଇ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ସହ ପରିବାର ସଦସ୍ୟଙ୍କୁ ଜେଲ୍ ପଠାଇଛନ୍ତି। ପରିବାର…
କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ କରି ଆତ୍ମପ୍ରଚାର କରୁଛି ବିଜେଡି: ଭାଜପା
ଭୁବନେଶ୍ୱର,୧୭-୯(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଲୋଗୋ ଓ ନାଁ ଦେଇ ସାଧାରଣ ଲୋକଙ୍କୁ ଭ୍ରମିତ କରୁଛନ୍ତି। ମୋଦି ସରକାର…
ସମବାୟ ମନ୍ତ୍ରୀଙ୍କ ଅଚାନକ ଗସ୍ତ:କୋଅପରେଟିଭ ୟୁନିୟନ, ଓପୋଲଫେଡ୍ କାର୍ଯ୍ୟାଳୟରେ ଅଧା କର୍ମଚାରୀ ଅନୁପସ୍ଥିତ
ଭୁବନେଶ୍ୱର,୧୭-୯(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନରେ ଓଡ଼ିଶା ରାଜ୍ୟ କୋଅପରେଟିଭି ୟୁନିୟନକୁ ଅଚାନକ ପରିଦର୍ଶନ କରିଥିଲେ। ମନ୍ତ୍ରୀ କାର୍ଯ୍ୟାଳୟ ବୁଲି ଦେଖିବା ସହ ଉପସ୍ଥାନ ଯାଞ୍ଚ କରିଥିଲେ। ଗସ୍ତ ସମୟରେ…
୨ ବିଶ୍ବବିଦ୍ୟାଳୟ ହେବ ଅନୁବନ୍ଧିତ ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର, ୧୭-୯(ବ୍ୟୁରୋ):ବଲାଙ୍ଗୀରର ରାଜେନ୍ଦ୍ର ଏକକ ବିଶ୍ବବିଦ୍ୟାଳୟ ଏବଂ ଭବାନୀପାଟଣା ଏକକ ବିଶ୍ବବିଦ୍ୟାଳୟ ଅନୁବନ୍ଧିତ(ଆଫିଲିଏଟେଡ୍) ବିଶ୍ବବିଦ୍ୟାଳୟ ହେବ। ରାଜ୍ୟରେ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ଦୁଇଟି ବିଶ୍ୱବିଦ୍ୟାଳୟକୁ ଏକକ ବିଶ୍ବବିଦ୍ୟାଳୟ କରିବା ପାଇଁ…
ଓଡ଼ିଶା ବିଧାନସଭାର ହେବ ନବକଳେବର
ଭୁବନେଶ୍ୱର,୧୭-୯(ବ୍ୟୁରୋ):ଓଡ଼ିଶା ବିଧାନସଭା ହେବ ଦେଶର ମଡେଲ ବିଧାନ ସଭା। ଏହାକୁ ଅଧିକ ଆକର୍ଷଣୀୟ କରିବାକୁ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ ବିଲ୍ଡିଂ କମିଟି ଗଠନ କରିଛନ୍ତି। ପୂର୍ତ୍ତ ବିଭାଗର ସଚିବ ଏହି କମିଟିର ଅଧ୍ୟକ୍ଷ ରହିବେ। ଏହି କମିଟି ଦେଶର…
ବିନା ପଞ୍ଜୀକରଣରେ ସ୍କୁଟି ବିକ୍ରି:ଡିଲରଙ୍କ ଉପରେ ୧ ଲକ୍ଷ ଜରିମାନା
କଟକ ଅଫିସ,୧୭-୯:କଟକ ଜିଲା ବାରଙ୍ଗ ଥାନା ସମ୍ମୁଖରେ ଗତ ୧୨ରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗାଡି ଚେକିଂ ଚାଲିଥିବାବେଳେ ଜବତ ହୋଇଥିବା ସ୍କୁଟିକୁ ନେଇ କଟକ ଆର୍ଟିଓ ଭୁବନେଶ୍ୱରର ଏକ ଗାଡ଼ି ଡିଲରଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି।…
କନ୍ଦଳକୁ ନେଇ ଚର୍ଚ୍ଚାରେ କଂଗ୍ରେସ
ଭୁବନେଶ୍ୱର,୧୭-୯(ବ୍ୟୁରୋ): କିଛିଦିନ ହେବା ନିଷ୍କ୍ରିୟ ହୋଇପଡିଥିବା କଂଗ୍ରେସ ପୁଣିଥରେ ଦଳୀୟ କନ୍ଦଳକୁ ନେଇ ଚର୍ଚ୍ଚାକୁ ଆସିଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ମନ୍ତବ୍ୟ ରଖିବା ଯୋଗୁ ରବିବାର ଇତିଶ ପ୍ରଧାନଙ୍କୁ ଏନ୍ଏସୟୁଆଇ ଓଡିଶା ଇନ୍ଚାର୍ଜ ମୋଥା ରୋହିତ…
୨୦ ଯାଏ ହାଲୁକା ବର୍ଷା
ଭୁବନେଶ୍ୱର,୧୭-୯(ବ୍ୟୁରୋ):ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଏଥିଯୋଗୁ ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ହାଲକା ବର୍ଷା ରହିବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।…
ଆଧାର ଲିଙ୍କ୍ ସତ୍ତ୍ୱେ ମିଳୁନି ଗ୍ୟାସ୍ ସବ୍ସିଡି
ଭୁବନେଶ୍ୱର,୧୭-୯(ବ୍ୟୁରୋ):୨୦୧୪ରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ଆସିବା ପରେ ପ୍ରତ୍ୟେକ ଘରେ ଗ୍ୟାସ୍ ସଂଯୋଗ କରାଇବା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲା। ସବୁଘରେ ସ୍ବଚ୍ଛ ଇନ୍ଧନ ପହଞ୍ଚାଇବା ଲକ୍ଷ୍ୟ ରଖି କେନ୍ଦ୍ର ସରକାର ୨୦୧୬ ମେ ୧ରେ ପ୍ରଧାନମନ୍ତ୍ରୀ ଉଜ୍ୱଳା…
ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ:ଗୋଟିଏ ଦିନରେ ୧୪୧ ମଦ୍ୟପ ଗାଡ଼ିଚାଳକ ଗିରଫ
କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ତଦନୁଯାୟୀ ରବିବାର…

