ମେଟ୍ରୋ

ଛାଡ଼ପତ୍ର ମାମଲାରେ ମହିଳାଙ୍କୁ ମିଳିବ ପେନସନ୍‌: ମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଏଣିକି ଛାଡ଼ପତ୍ର ମାମଲା ଚାଲିଥିବା ବେଳେ ମହିଳାମାନଙ୍କୁ ପେନ୍‌ସନ ମିଳିବ। ଏନେଇ ପ୍ରକ୍ରିୟା ଚାଲିଥିବା ନେଇ ଶନିବାର ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ବାର୍ଷିକ ୪୦ହଜାରରୁ କମ୍‌ ଆୟ ଥିବା ମହିଳାମାନଙ୍କୁ ମଧୁବାବୁ ପେନ୍‌ସନ…

ଜୁଏଲଙ୍କୁ ନୂଆ ଦାୟିତ୍ୱ: ହେଲେ ସଂସଦ ପ୍ରତିରକ୍ଷା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସୁନ୍ଦରଗଡ଼ର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ନୂତନ ଦାୟିତ୍ୱ ମିଳିଛି। ତାଙ୍କୁ ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିବା ନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କମିଟିରେ ଓଡ଼ିଶାରୁ ସମ୍ବଲପୁର ଏମ୍‌ପି…

ଏଏସ୍‌ଆଇର ସୁରକ୍ଷିତ ବଳୟରେ ନିର୍ମାଣ କଟକଣା ବଢିଲା: ଫୋକସ୍‌ରେ ରାଜାରାଣୀ, ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର, ୧୪ା୯ (ଡି.ଏନ.ଏ.): ମନ୍ଦିର ମାଳିନୀ ଏକାମ୍ରକ୍ଷେତ୍ର ସରକାରୀ ଉଦାସୀନତା ଓ ଜବରଦଖଲକାରୀଙ୍କ ଦୌରାମ୍ୟରୁ ନିଜକୁ ରକ୍ଷା କରିପାରିନାହିଁ। ଏହିକ୍ରମରେ ଶୁକ୍ରବାର ଶିଶୁପାଳଗଡ଼ ରାମପାଟ୍‌ ହୋଇଯିବ ନିଶ୍ଚିହ୍ନ ଶୀର୍ଷକ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ…

ଭୁବନେଶ୍ୱରର ପ୍ରତି ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଭୁବନେଶ୍ୱରର ଘରେ ଘରେ ଲାଗିବ ଡିଜିଟାଲ ଠିକଣା ବୋର୍ଡ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଯୋଜନାଟି ମୁଖ୍ୟତଃ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀଙ୍କୁ ଚିହ୍ନଟ କରିବାକୁ କରାଯାଇଥିବାବେଳେ ଏଥିରେ ଭୁବନେଶ୍ୱରରେ ବସବାସ କରୁଥିବା ଲୋକସଂଖ୍ୟାର…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଉଥିବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଓଡ଼ିଶା ପୋଲିସ ସଫଳ କରିବା ପାଇଁ ଜୋରଦାର ପ୍ରୟାସ ଚଳାଇଛି। ଏହି କାର୍ଯ୍ୟକ୍ରମକୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହାକୁ…

୧୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଅପସରି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ନୂଆ ନିୟମ ମାନିବାକୁ କୁନ୍ଥୁକୁନ୍ଥୁ: ରାଜ୍ୟରେ ବଢ଼ିଚାଲିଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସେପ୍ଟେମ୍ବର ୧ ତାରିଖରୁ ସମଗ୍ର ଦେଶରେ ମୋଟର ଯାନ(ସଂଶୋଧିତ) ଆଇନ-୨୦୧୯ ଲାଗୁ କରାଯାଇଛି। ବେଆଇନଗାଡ଼ି ଚାଳକଙ୍କ ଉପରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ। ଜରିମାନା ରାଶି ବହୁଗୁଣା ବୃଦ୍ଧି କରି ସଡ଼କ ଦୁର୍ଘଟଣାକୁ ରୋକିବାକୁ କେନ୍ଦ୍ର ସରକାର ଯେଉଁ ପ୍ରୟାସ ଆରମ୍ଭ…

‘ଗଣତନ୍ତ୍ରରେ ଶିଷ୍ଟାଚାର ଆବଶ୍ୟକ’

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ଗଣତାନ୍ତ୍ରିକ ଶିଷ୍ଟାଚାର ଏକ ଅଧିକାର। ସଂସଦୀୟ କାର୍ଯ୍ୟ କରୁଥିବା ଜଣେ ଜନପ୍ରତିନିଧି ଏହାକୁ ଭୁଲିଯିବା ଉଚିତ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ନବନିର୍ବାଚିତ ବିଧାୟିକାବିଧାୟକଙ୍କ ପାଇଁ ଆରମ୍ଭ ହୋଇଥିବା ଦୁଇଦିନିଆ ପ୍ରଶିକ୍ଷଣ…

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ କାର୍ଯ୍ୟକ୍ରମ: ତଦାରଖ କରିବେ ୫ ଶିକ୍ଷାନବିସ ଆଇଏଏସ୍‌

ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ପୁରୀକୁ ବିଶ୍ୱର ଅନ୍ୟତମ ପ୍ରମୁଖ ଐତିହ୍ୟ ନଗରୀରେ ପରିଣତ କରାଯିବ। ଏଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ ସହ ସମଗ୍ର ପୁରୀ ଜିଲାରେ ପର୍ଯ୍ୟଟନ ଭିତ୍ତିଭୂମି ଉନ୍ନୟନକୁ ଗୁରୁତ୍ୱ ଦିଆଯାଉଛି। ପୁରୀ ଭିତ୍ତିଭୂମିର…

ଦୁର୍ନୀତି ବିରୋଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ: ୧୬ ଜଣଙ୍କୁ ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୯ (ବ୍ୟୁରୋ): ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। ଏ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବଦା ଶୂନ ସହିଷ୍ଣୁତା(ଜିରୋ ଟଲେରାନ୍ସ) ନୀତିକୁ ଗୁରୁତ୍ୱ ଦେଇ ଆସୁଛନ୍ତି। ଦୁର୍ନୀତିରେ ଜଡିତ…

ରଡ ବାନ୍ଧିବା ବେଳେ ଶ୍ରମିକଙ୍କ ମୃତ୍ୟୁ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ନିର୍ମାଣଧୀନ ଏକ ଘର କାମ ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ ଜିଲା ରଣପୁର ଥାନା ଅଧୀନ ଖଇରାପାଲି ଗ୍ରାମର ପଦ୍ମଚରଣ ପଟ୍ଟନାୟକ(୪୨)। ପୋଲିସ ସୂଚନା ଅନୁଯାୟୀ, ପଦ୍ମଲୋଚନ ଜଣେ…

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର କୁଇକ ଆକ୍ସନ ଟିମ ଓ ଲକ୍ଷ୍ମୀସାଗର ପୋଲିସ ରାଜଧାନୀର ବମିଖାଲ ଅଞ୍ଚଳରେ ଚଢ଼ାଉ କରି ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ତଳ ଭୋଇସାହିରେ ରହୁଥିବା ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?