ମେଟ୍ରୋ

ବିଏସ୍‌ଏଫ୍‌ ଆଇଜି ହେଲେ ହର୍‌ମିନ୍ଦର ପାଲ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ବିଏସ୍‌ଏଫ୍‌ ଓଡିଶା ଫ୍ରଣ୍ଟିୟର କମାଣ୍ଡର(ଆଇଜି) ଭାବେ ନୂଆ ନିଯୁକ୍ତି ପାଇଛନ୍ତି ୧୯୮୪ ବ୍ୟାଚ୍‌ ବିଏସ୍‌ଏଫ୍‌ କ୍ୟାଡର ଅଫିସର ହର୍‌ମିନ୍ଦର ପାଲ। ଖୋର୍ଦ୍ଧାସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ଗୁରୁବାର ପୂର୍ବତନ ଆଇଜି ଅଶ୍ୱିନୀ କୁମାର ସିଂହଙ୍କଠାରୁ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ…

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାଛଡା ଝାଡଖଣ୍ଡ ଏବଂ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, ଦେବଗଡ…

ସମ୍ବଲପୁର ରେଳ ଡିଭିଜନର ଗୁରୁତ୍ୱପୂର୍ଣ୍ଣ ବୈଠକ : କଣ୍ଟାବାଞ୍ଜିରେ ଓ୍ବାଗନ ଫ୍ୟାକ୍ଟ୍ରି ପ୍ରସ୍ତାବ, ସମ୍ବଲପୁର-ପୁରୀ ଇଣ୍ଟରସିଟି ବରଗଡ଼କୁ ଚଳାଚଳ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ପୂର୍ବତଟ ରେଳପଥର ସମ୍ବଲପୁର ଡିଭିଜନର ଉନ୍ନତି ପାଇଁ ଗୁରୁବାର ସମ୍ବଲପୁର ହୋଟେଲ ଗ୍ରାଣ୍ଡ ଶିବାଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡିଭିଜନର ଆଭ୍ୟନ୍ତରୀଣ ଓ ବାହ୍ୟ ବିକାଶ କରିବା ସହ ଅନ୍ୟ ସହରଗୁଡିକୁ ରେଳ ସଂଯୋଗ ନେଇ ବିଭିନ୍ନ…

ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)।…

ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ…

ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ମାମଲା : ପକ୍ଷ ଶୁଣିବାକୁ ଏନ୍‌ଏଚ୍‌ଆର୍‌ସିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୩ା୯: ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଲାଇସେନ୍ସ ରଦ୍ଦ ପାଇଁ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ଏନ୍‌ଏଚ୍‌ଆର୍‌ସିଙ୍କ ଏହି ନିର୍ଦ୍ଦେଶକୁ ବର୍ତ୍ତମାନ କାର୍ଯ୍ୟକାରୀ ନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ଓରେରାକୁ ଚକମା ଦେଉଛନ୍ତି ଅସାଧୁ ବିଲ୍‌ଡର

ଭୁବନେଶ୍ୱର,୧୩-୯(ବ୍ୟୁରୋ):ଘର କିମ୍ବା ଜମି କିଣୁଥିବା ବ୍ୟକ୍ତି ଅନେକ ସମୟରେ ଅସାଧୁ ପ୍ରମୋଟର ଓ ରିୟଲ ଇଷ୍ଟେଟ ମାଲିକଙ୍କର ଶୋଷଣର ଶିକାର ହେଉଥିଲେ। ଗ୍ରାହକମାନଙ୍କୁ ସେମାନଙ୍କଠାରୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ରିୟଲ ଇଷ୍ଟେଟ୍‌ (ରେଗୁଲେଶନ ଆଣ୍ଡ ଡେଭଲପମେଣ୍ଟ) ଆଇନ-୨୦୧୬ କାର୍ଯ୍ୟକାରୀ…

ଗାନ୍ଧୀ ଜୟନ୍ତୀ: ସ୍କୁଲଗୁଡ଼ିକରେ କରାଯିବ ଅହିଂସା ସମ୍ପର୍କିତ ପ୍ରତିଯୋଗିତା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ଗାନ୍ଧିଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବ। ରାଜ୍ୟ ସରକାର ଏଥିପାଇଁ ବିଦ୍ୟାଳୟସ୍ତରରେ ପିଲାଙ୍କୁ ଜାତିର ପିତାଙ୍କ ସମ୍ପର୍କରେ ଶିକ୍ଷା ଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି। ଏହି କ୍ରମରେ ସ୍କୁଲରେ ଅହିଂସା ସମ୍ପର୍କିତ ପ୍ରତିଯୋଗିତା…

ଝାରସୁଗୁଡ଼ା ଡାକ୍ତରଖାନାରେ ମୃତବ୍ୟକ୍ତିଙ୍କୁ ସାଲାଇନ୍‌, ଇଞ୍ଜେକ୍‌ଶନ ଲଗାଇବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀଙ୍କ ମୃତ୍ୟୁ ହେବା ପରେ ଜଣେ ନର୍ସ ମୃତଦେହରେ ସାଲାଇନ୍‌ ଲଗାଇବା ସହ ଇଞ୍ଜେକ୍‌ଶନ ଦେବାର ଭିଡିଓ ଭାଇରାଲ ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗୁରୁବାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।…

ବନ୍ୟାସ୍ଥିତି ନିୟନ୍ତ୍ରଣାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ବନ୍ୟାସ୍ଥିତି ନିୟନ୍ତ୍ରଣରେ ଥିବା ଗୁରୁବାର ବିପର୍ଯ୍ୟୟ ଓ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି କହିଛନ୍ତି। ସେ କହିଛନ୍ତି, କୋରାପୁଟ, ମାଲକାନଗିରି, ବଲାଙ୍ଗୀର, ବୌଦ୍ଧ ଓ ଫୁଲବାଣୀରେ…

ଦିଲ୍ଲୀରୁ ଫେରିବା ପରେ ନିରଞ୍ଜନଙ୍କୁ ରାଜ୍ୟରେ ପୂରାଇ ଦିଆଯିବ ନାହିଁ: ଇତୀଶ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ଥମିବାର ନାଁ ନେଉନାହିଁ। ଗତ ସାଧାରଣ ନିର୍ବାଚନରେ ଦଳ ଶୋଚନୀୟ ପରାସ୍ତ ହୋଇ ବିରୋଧୀ ଦଳ ଆଖ୍ୟା ପାଇବାରୁ ବଞ୍ଚିତ ହୋଇଛି। ଏଭଳିସ୍ଥଳେ ଦଳର ନେତାମାନେ ପରସ୍ପରକୁ ଟାର୍ଗେଟ କରିବା ସହ ଜଣେ ଅନ୍ୟକୁ…

ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?