ମେଟ୍ରୋ

ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ଅଭିଯୋଗ

ଧର୍ମଶାଳା,୧୨।୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁର (ନାଉପାଳ) ଗ୍ରାମର ଜଣେ ବ୍ୟବସାୟୀ ବୁଧବାର ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ଗାଡି ଡିକି ଭାଙ୍ଗି ଏକ ଲକ୍ଷ ଟଙ୍କା ଲୁଟ୍‌ କରି ନେଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ…

ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର

ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ ପଢୁଛନ୍ତି ମାତ୍ର ୧୧ ଛାତ୍ରୀଛାତ୍ର। ହଷ୍ଟେଲ ସୁବିଧା ନ ଥିବାରୁ ଏଠାରୁ ଅଭିଭାବକମାନେ ମୁହଁ…

ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍‌ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ ତିଆରି ହେଉଥିବା ଜାଲ୍‌ ସାର୍ଟିଫିକେଟ ପାଖରେ। ଖୋଳତାଡ଼ ପରେ ନଜରକୁ ଆସିଲା ପ୍ରକୃତ କେଳେଙ୍କାରୀ।…

ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍‌ କରିବା ଦିଗରେ ଭୁବନେଶ୍ୱରରେ…

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପି.କେ. ମିଶ୍ର ଏହି ଦାୟିତ୍ୱ ନେଇଛନ୍ତି। ସମ୍ବଲପୁର ବାସିନ୍ଦା ପ୍ରମୋଦ ହେଉଛନ୍ତି ୧୯୭୨ ବ୍ୟାଚ୍‌…

ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ୧୨ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ପ୍ରବଳ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୨ଟି ଜିଲାକୁ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଅନୁଗୋଳ, ଢେଙ୍କାନାଳ,…

କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍‌। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍‌ ଓ ବକ୍ସ ଲଗାଇବାକୁ ପୂଜା କମିଟିଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମଙ୍ଗଳବାର କମିଶନରେଟ ପୋଲିସ ମୁଖ୍ୟାଳୟରେ…

କମିଶନ୍‌ରେଟ ପୋଲିସର ଅଭିନବ ଟ୍ରାଫିକ ସଚେତନତା: ଜରିମାନା ନେଲେ, ହେଲ୍‌ମେଟ ଦେଲେ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଜରିମାନାକୁ ନେଇ ଶନିବାର ଭୁବନେଶ୍ୱରରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ପରେ ରାଜ୍ୟ ସରକାର ଟ୍ରାଫିକ ନିୟମକୁ ୩ ମାସ ପାଇଁ କୋହଳ କରିଛନ୍ତି। ବିନା ପୂର୍ବ ପ୍ରସ୍ତୁତି ଓ ଆବଶ୍ୟକ ବ୍ୟବସ୍ଥା ନ ଥାଇ ନୂଆ ମୋଟର ଯାନ ଆଇନ-୨୦୧୯ ଲାଗୁକୁ ରାଜ୍ୟବ୍ୟାପୀ…

ଦୁଇ ରୋଡ୍‌ ରୋମିଓଙ୍କୁ ସାବାଡ୍‌ କରିବା ଘଟଣା: ସାହସୀ ବେବିନାଙ୍କୁ ପୁରସ୍କୃତ କଲେ ପୋଲିସ କମିଶନର

ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍‌ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍‌ଉଠ୍‌ କରି ସାବଡ୍‌ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା ସହ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା…

ଭାରତ ଊର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୯(ବ୍ୟୁରୋ):ଭାରତରେ ଊର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି। ଆବୁଧାବୀଠାରେ ସୋମବାର ଆୟୋଜିତ ଅନ୍ତର୍ଜାତୀୟ ଶକ୍ତି ଫୋରମର ଅଷ୍ଟମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି ା ୟୁଏଇ ଓ…

କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କର: ମନ୍ତ୍ରୀ

ଭୁବନେଶ୍ୱର,୧୧।୯(ବ୍ୟୁରୋ):ସରକାରୀ ଚାକିରିକୁ ଏକ ସେବାଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ସମାନ ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ। ରାଜ୍ୟ ସରକାରଙ୍କ ଦ୍ବାରା ଲୋକାଭିମୁଖୀ ଯୋଜନାର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ବଜାୟ ରଖି ଓ ଏହାର ସୁଫଳ ସମାଜର ସବୁଠାରୁ ତଳସ୍ତର…

ରାଜଧାନୀରେ ଚାଞ୍ଚଲ୍ୟ:ଯୁବକଙ୍କୁ ଗୋଡ଼ାଇ ହାଣି ହତ୍ୟା

ଭୁବନେଶ୍ୱର, ୧୧-୯(ବ୍ୟୁରୋ):ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ମଙ୍ଗଳବାର ରାତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସଭାବେ ହତ୍ୟା କରାଯାଇଛି। ଯୁବକ ଜଣକ ରଙ୍ଗମାଟିଆ ତଳସାହି ମଙ୍ଗଳାମନ୍ଦିର ନିକଟରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ୯ଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?