ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା
କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି ଖାତୁନ ନିଜ ୩ କୁନି ଛୁଆଙ୍କୁ ଆଶ୍ରୟ ଦେବା ପାଇଁ ନିବେଦନ କରୁଥିଲେ। ମୋ…
କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ ପୂର୍ବରୁ…
ସରୋଦରେ ଶରତ…
ଭୁବନେଶ୍ୱର ୧୦।୯(ବ୍ୟୁରୋ): ସରୋଦରେ ଲୁଚିଥିଲା ଶରତର କଥା। ସରୋଦ ବାଦନରେ ଶରତର ସୌନ୍ଦର୍ଯ୍ୟକୁ ଉପସ୍ଥାପନା କରିଥିଲେ ଶିଳ୍ପୀ। ମା’ ଦୁର୍ଗତିନାଶିନୀଙ୍କ ଆଗମନ ଏହି ଋତୁକୁ ସ୍ବତନ୍ତ୍ର କରୁଥିବାବେଳେ ଧରିତ୍ରୀ ମା’ର ସୌନ୍ଦର୍ଯ୍ୟକୁ ଯନ୍ତ୍ର ସଙ୍ଗୀତ ମାଧ୍ୟମରେ ଶ୍ରୋତାଙ୍କ ନିକଟରେ ପରଷିଥିଲେ ବିଶିଷ୍ଟ…
ଖୋଲିଲା ସ୍ବତନ୍ତ୍ର ଜନଜାତି ଷ୍ଟୋର୍ ‘ଆଦିଶା’
ଭୁବନେଶ୍ୱର ୧୦।୯(ବ୍ୟୁରୋ): ଆଦିବାସୀମାନଙ୍କ ବିଭିନ୍ନ ସାମଗ୍ରୀର ବ୍ୟାପକ ବ୍ୟବସାୟ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଓଡ଼ିଶା ଆଦିବାସୀ ଉନ୍ନୟନ ସମବାୟ ନିଗମ ଲିମିଟେଡ୍(ଟିଡିସିସିଓଏଲ୍) ମୁଖ୍ୟାଳୟରେ ଏକ…
ବଢ଼ିପାରେ ଓମ୍ଫେଡ ଦୁଗ୍ଧ ମୂଲ୍ୟ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଓଡ଼ିଶାରେ ଚାଷ ସହିତ ଗୋପାଳନ ଏକ ପ୍ରମୁଖ ବେଉସା। ଗୋପାଳନ କରୁଥିବା ସର୍ବାଧିକ ଚାଷୀ ଓମ୍ଫେଡକୁ କ୍ଷୀର ବିକ୍ରି କରିଥାଆନ୍ତି। କିନ୍ତୁ ଏବେ ଏହି ଚାଷୀମାନେ କ୍ଷତି ସହୁଥିବା କଥା ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ପୂର୍ବ ଅପେକ୍ଷା ଗୋଖାଦ୍ୟର ଦର…
କଂଗ୍ରେସ ଗଢ଼ିବ କ୍ୟାଡର ବେସ୍ ସଙ୍ଗଠନ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଲା। ଦଳକୁ ରାଜ୍ୟ ରାଜନୀତିରେ ଦ୍ୱିତୀୟ ସ୍ଥାନରୁ ଖସି ତୃତୀୟ ସ୍ଥାନରେ ରହିବାକୁ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ
ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା ୩…
ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି। ଦୁଇ…
ଘରୋଇ ହସ୍ପିଟାଲରେ ଉତ୍ତେଜନା, ଭଙ୍ଗାରୁଜା ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଯଦୁପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭଙ୍ଗାରୁଜା କରିବା ଘଟଣାରେ ଖଣ୍ଡଗିରି ପୋଲିସ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ସୟିଦ ଫଶରୁକ୍ ଅଲ୍ଲୀ(୨୫),ଏସ୍.କେ ସର୍ବିର(୨୩) ଓ ସୟିଦ ସଫିକ୍ ଅଲ୍ଲୀ(୨୬)। ସେମାନଙ୍କ ବିରୋଧରେ…
ନୀତି ଆୟୋଗ ର଼୍ୟାଙ୍କିଙ୍ଗ ଉପରେ ଗୁରୁତ୍ୱ ପାଇଁ ପ୍ରସ୍ତାବ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି, ସେଗୁଡିକର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ନୀତି ଆୟୋଗକୁ…
ଟ୍ରେନ୍କୁ ପଥରମାଡ଼: ଦୁଇବର୍ଷରେ ୨୮ଥର
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଟ୍ରେନ୍ ଉପରକୁ ବିଭିନ୍ନ ସମୟରେ ପଥର ମାଡ଼ ହେଉଛି। ଏଥିଯୋଗୁ ଟ୍ରେନ୍ କ୍ଷତିଗ୍ରସ୍ତ ହେଉଥିବାବେଳେ ଯାତ୍ରୀ ଆହତ ହେଉଛନ୍ତି। ଗତ ଦୁଇବର୍ଷ ମଧ୍ୟରେ ପୂର୍ବତଟ ରେଳପଥରେ ଟ୍ରେନ୍ ଉପରକୁ ପ୍ରାୟ ୨୮ଥର ପଥର ମାଡ଼ ହୋଇଥିବା ଜଣାପଡିଛି। ଅଧିକାଂଶ ଘଟଣାରେ…
ଚାଷୀ ପଞ୍ଜୀକରଣ ଦେଖିବେ ୧୬ ଅଧିକାରୀ
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଧାନ ପଞ୍ଜୀକରଣ କିଭଳି ଚାଲିଛି, ଚାଷୀମାନେ ହଇରାଣ ହରକତ ହେଉଛନ୍ତି କି, ପଞ୍ଜୀକରଣ ତାଲିକାର ଅଗ୍ରଗତି, ତ୍ରୁଟି ଆଦି କାର୍ଯ୍ୟର ତଦାରଖ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗର ୧୬ ଜଣ ଅଧିକାରୀଙ୍କ…

