ମେଟ୍ରୋ

କେନ୍ଦ୍ର ଦ୍ୱିତୀୟ ପାଳି ସରକାରର ୧୦୦ଦିନ ପୂରଣ: ଓଡ଼ିଶା ଆସି ରିପୋର୍ଟ କାର୍ଡ ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): କେନ୍ଦ୍ରରେ ଭାଜପାର ଦ୍ୱିତୀୟ ପାଳି ସରକାରର ୧୦୦ ଦିନ ପୂରଣ ହୋଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଜାହାଜ ଚଳାଚଳ (ସ୍ବାଧୀନ ଦାୟିତ୍ୱ) ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟା ୧୦୦ ଦିନର…

ଫୁଲୁଛି ନଦୀଜଳ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ ବନ୍ୟାପାଣି ବଢ଼ି ଚାଲିଛି। ଦିନେ ଦୁଇଦିନରେ ବର୍ଷା ପରିମାଣ ବୃଦ୍ଧି ହେଲେ ବନ୍ୟା…

ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍‌ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି…

ନୂଆ ମୋଟରଯାନ ଆଇନ ଲାଗୁ ପ୍ରସଙ୍ଗ: ୩ମାସ କୋହଳ ହେଲା ନିୟମ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୧ତାରିଖରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି ପାଳନ କରାଯିବାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ମୋଟର ଯାନ ଆଇନ…

ବଦଳି ପରେ ତଦନ୍ତ ଚେପା

ଭୁବନେଶ୍ୱର,୧୦।୯: ଥାନାକୁ ଯାଉଥିବା ଅଭିଯୋଗକୁ କେଉଁ ଅଫିସର ବୁଝିବେ ତାହା ସ୍ଥିର କରିଥାନ୍ତି ଆଇଆଇସି। ଏପରିକି ଚୋରି ଓ ଦୁର୍ଘଟଣା ଭଳି ଛୋଟଛୋଟ ମାମଲା ଏଏସ୍‌ଆଇଙ୍କୁ ଦିଆଯାଉଥିବା ବେଳେ ବଳାତ୍କାର ଓ ଅନ୍ୟ ମାମଲାଗୁଡିକର ତଦନ୍ତ ଭାର ଏସ୍‌ଆଇ ନେଇଥାନ୍ତି। କିନ୍ତୁ…

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର ଯାନ…

ରାଜଧାନୀରେ ରୋଡ୍‌ ରୋମିଓଙ୍କୁ ଛେଚିଲେ ଯୁବତୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜଧାନୀର ରସୁଲଗଡ଼ ଜିଜିପି କଲୋନୀରେ ଜଣେ ଯୁବତୀ ୨ଜଣ ରୋଡ ରୋମିଓଙ୍କୁ ମାଡ଼ ମାରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ଜିଜିପି କଲୋନୀ ଅଞ୍ଚଳର ଜନୈକା ଯୁବତୀଙ୍କୁ…

ବରିଷ୍ଠ ସାମ୍ବାଦିକ ଦିଲୀପଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୯।୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଏନ୍‌ଏଚ୍‌ଆର୍‌ସିରେ କିଡ୍‌ନୀ କାଢିନେବା ମାମଲା : ୨ଲକ୍ଷ କ୍ଷତିପୂରଣ ସହ ଆପୋଲୋ ହସ୍ପିଟାଲ ପଞ୍ଜୀକରଣ ରଦ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ବରଗଡ଼ ଜିଲାର ଅନିଲ ସ୍ବାମୀଙ୍କ କିଡ୍‌ନୀ କାଢି ନେବା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି) ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମାମଲାର ବିଚାର କରି କମିଶନ ପୀଡିତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆପୋଲୋ ହସ୍ପିଟାଲର ପଞ୍ଜୀକରଣ ରଦ୍ଦ…

ଓଡ଼ିଆ ଫିଲ୍ମର ହିନ୍ଦୀ, ଇଂଲିଶ ନାମକରଣ : ବିବାଦ ଉଠୁଥିଲେ ବି ମିଳୁଛି ସ୍ବୀକୃତି

ଭୁବନେଶ୍ୱର,୯ା୯ : ଓଡ଼ିଆ ଫିଲ୍ମର ନାମ ଓ ଗୀତରେ ହିନ୍ଦୀ, ଇଂଲିଶ ବ୍ୟବହାରକୁ ନେଇ ବିବାଦ ନୂଆ କଥା ନୁହେଁ। ବିଗତ କିଛିବର୍ଷ ମଧ୍ୟରେ ନକଲ ଚଳଚ୍ଚିତ୍ର ତଥା ତେଲୁଗୁ, ତାମିଲରୁ ଡବିଂ ଯୋଗୁ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀ ବଦନାମର ବୋଝ…

ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର,୯ା୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍‌ରେ ପରଲୋକ ଘଟିଛି। ତାଙ୍କୁ ୫୬ବର୍ଷ ହୋଇଥିଲା। ସେ ଗତ କିଛି ମାସ ହେବ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିବାର ହଠାତ୍‌…

କୋହଳ ହେଲା ନିୟମ : ପୋଲିସ ଗାଡ଼ିର ତଥ୍ୟ ଓ୍ବେବ୍‌ସାଇଟ୍‌ରେ ରହିବ

ଭୁବନେଶ୍ୱର,୯ା୯(ବ୍ୟୁରୋ) : ପୋଲିସ ଗାଡ଼ିର କାଗଜପତ୍ର ଠିକ୍‌ ନ ଥାଇ ଲୋକଙ୍କଠାରୁ ୧୦ଗୁଣା ଜରିମାନା ଆଦାୟ କରାଯାଉଛି। ଏହାକୁ ଲୋକେ ସହଜରେ ଗ୍ରହଣ କରୁ ନ ଥିବାବେଳେ ଶନିବାର ରାଜମହଲ ଛକରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା। ଲୋକେ ଥାନା ଭ୍ୟାନକୁ ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?