ମେଟ୍ରୋ

ଚାକିରି ନାଁରେ ଠକେଇ: ଜଣେ ଗିରଫ

କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍‌ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଗିରଫ କରିଛି। ତାଙ୍କ ଘର ଚଣ୍ଡିଖୋଲ ଅଞ୍ଚଳରେ ହୋଇଥିବାବେଳେ ସେ ଦୀର୍ଘଦିନ ଧରି…

ଅଢ଼େଇ ବର୍ଷ ପରେ ବି ନିୟମ ମାନିଲେନି ସ୍କୁଲ କର୍ତ୍ତୃପକ୍ଷ

କଟକ ରୋଡ,୯ା୯(ଡି.ଏନ୍‌.ଏ.) : ଜନସାଧାରଣଙ୍କ ସୁରକ୍ଷା ପାଇଁ ପରିବହନ ବିଭାଗ ଓ କମିଶନରେଟ ପୋଲିସ ଟ୍ରାଫିକ ନିୟମକୁ କଡ଼ାକଡ଼ି କରିଛି। ଏ ନେଇ ଦୈନନ୍ଦିନ ନିୟମ ଉଲ୍ଲଂଘନ କରୁଥିବା ଗାଡି ମାଲିକଙ୍କୁ ଜରିମାନା କରାଯାଉଛି। କିନ୍ତୁ ଦୀର୍ଘ ଅଢେଇ ବର୍ଷ ପୂର୍ବେ…

ନୂଆ ମୋଟର ଯାନ ଆଇନ ଲାଗୁ ପରେ ବଢୁଛି ଜାଲିଆତି

ଭୁବନେଶ୍ୱର,୯ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁହେବା ପରେ ପୋଲିସ୍‌ ଏବଂ ଆରଟିଓ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଯେଉଁମାନଙ୍କର ଡ୍ରାଇଭିଂ ଲାଇସେନ୍ସ, ଗାଡ଼ିର ଫିଟ୍‌ନେସ୍‌, ପଲ୍ୟୁଶନ୍‌ ସାର୍ଟିଫିକେଟ, ପର୍‌ମିଟ୍‌ ଏବଂ ଇନ୍ସୁରାନ୍ସ ନାହିଁ ସେମାନଙ୍କୁ ମୋଟା…

ଦୁର୍ବଳ ଅର୍ଥନୀତି ମୁକାବିଲା : ଖଣି ରାଜସ୍ବ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର

ଭୁବନେଶ୍ୱର,୯ା୯(ବ୍ୟୁରୋ): ଦେଶର ଆର୍ଥିକ ସ୍ଥିତିକୁ ଦେଖି ବିଭିନ୍ନ ରାଜ୍ୟ ପଦକ୍ଷେପ ନେବାକୁ ଆରମ୍ଭ କଲେଣି। ଜାତୀୟସ୍ତରରେ ଅଟୋମୋବାଇଲ, ହସ୍ତତନ୍ତ କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି। ବର୍ତ୍ତମାନ ସିମେଣ୍ଟ ଶିଳ୍ପ ମଧ୍ୟ ଦୁର୍ବଳ ଅର୍ଥନୀତି ଦ୍ୱାରା ପ୍ରଭାବିତ ହେବା ଆରମ୍ଭ କରିଛି। ଓଡ଼ିଶାରେ ଏସବୁ…

ତ୍ରିନିଦାଦ ଆଣ୍ଡ୍‌ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ

ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍‌ଏସ୍‌ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ…

ଭୁବନେଶ୍ୱରକୁ ଶ୍ରେଷ୍ଠ ବିମାନବନ୍ଦର ପୁରସ୍କାର : ଖରାପ ସେବାକୁ ନେଇ ଟୁଇଟରରେ ପ୍ରତିକ୍ରିୟା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଏସିଆ-ପାସିଫିକ୍‌ ରିଜିଅନର ୨ରୁ ୫ ମିଲିୟନ ବର୍ଗରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଶ୍ରେଷ୍ଠ ବିମାନ ବନ୍ଦର -୨୦୧୮ ପୁରସ୍କାର ମିଳିଛି। ଅନ୍ତର୍ଜାତୀୟ ବିମାନ ବନ୍ଦର ପରିଷଦ ଓ ଏଏସ୍‌କ୍ୟୁ (ଆମେରିକାନ ସୋସାଇଟି ଫର୍‌ କ୍ୱାଲିଟି) ପକ୍ଷରୁ…

ଥମୁନି ଟ୍ରାଫିକ କଡ଼ା ନିୟମ ବିବାଦ

ଭୁବନେଶ୍ୱର,୯ା୯(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂଆ ମୋଟର ଯାନ ଆଇନ ଗତ ୧ତାରିଖରୁ କଡ଼ାକଡ଼ି ଭାବେ ରାଜ୍ୟରେ ଲାଗୁ ହୋଇଛି। ପୋଲିସ ଓ ଆରଟିଓ ଯାଞ୍ଚକୁ କଡ଼ାକଡ଼ି କରିବା ସହିତ ୧୦ଗୁଣା ଜରିମାନା ଆଦାୟ କରୁଛନ୍ତି। ଯାହାକୁ ନେଇ ସାଧାରଣରେ ତୀବ୍ର…

ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରିରେ ସର୍ବାଧିକ ୭୦.୨ ମିଲିମିଟର ବର୍ଷା ହୋଇଥିବାବେଳେ…

ପଶ୍ଚିମ ଓଡ଼ିଶା ଜଳାର୍ଣ୍ଣବ

ଭୁବନେଶ୍ୱର, ୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ରବିବାର ସକାଳ ସାଢ଼େ ୮ଟା ସୁଦ୍ଧା ସମ୍ବଲପୁର ଜିଲାରେ ହାରାହାରି ୧୧୩.୨ମିମି ବର୍ଷା ହୋଇଥିବାବେଳେ…

ବିଷାକ୍ତ ହେଉଛି ଚାଷଜମି

ଭୁବନେଶ୍ୱର,୯ା୯(ବ୍ୟୁରୋ): ମାଟି ପ୍ରକୃତିର ଏକ ଅମୂଲ୍ୟ ସମ୍ପଦ। ମାତ୍ର ଚାଷ ପାଇଁ ଖେତରେ ବ୍ୟବହାର ହେଉଥିବା ଅତ୍ୟଧିକ ରାସାୟନିକ ସାର ଏବଂ ମାରାତ୍ମକ କୀଟନାଶକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଫଳରେ ଆସନ୍ତା କିଛି ବର୍ଷ ମଧ୍ୟରେ ଚାଷଜମିରୁ ଉତ୍ପାଦନ ଅତିମାତ୍ରାରେ…

ବିମାନର ଜରୁରୀ ଅବତରଣ ସତ୍ତ୍ୱେ ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ): ଚେନ୍ନାଇରୁ କୋଲକାତା ଯାଉଥିବା ସ୍ପାଇସ-୬୨୩ ଜେଟ୍‌ ବିମାନ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ଜଣେ ଯାତ୍ରୀଙ୍କ ଅସୁସ୍ଥତା ଯୋଗୁ ବିମାନଟିକୁ ଜରୁରୀ ଅବତରଣ କରାଯାଇଥିବା ସୂଚନା ମିଳିଛି। ସେ ହେଲେ ଅଶୋକ ଶର୍ମା(୪୮)। ସୂଚନାନୁଯାୟୀ, ବିମାନରେ…

ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ରବିବାର ଏହି ଜରିମାନାରୁ ବାଦ୍‌ ପଡିନାହାନ୍ତି ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?