ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ ଘରୋଇ ମେଡିକାଲରେ ଉତ୍ତେଜନା ଦେଖିବାକୁ ମିିଳିଛି। ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମୃତ୍ୟୁ...
୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି
ଭୁବନେଶ୍ୱର, ୨୭।୫(ବ୍ୟୁରୋ: ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ। ଏଥିପାଇଁ ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆ...
ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି
ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ ଜିଲାପାର ବଦଳି କରାଯାଇଥିବାବେଳେ ଅଧିକାଂଶ ଏସିପି ଓ ଇନ୍ସପେକ୍ଟରଙ୍କୁ ଭୁବନେଶ୍ୱର ଓ କଟକ...
ଆଜି ଜେଇଇ ଆଡ୍ଭାନ୍ସ : ଓଡ଼ିଶାରୁ ପରୀକ୍ଷା ଦେବେ ୩,୨୬୧ ପରୀକ୍ଷାର୍ଥୀ
ଭୁବନେଶ୍ୱର,୨୭।୫(ବ୍ୟୁରୋ) : ସୋମବାର ସମଗ୍ର ଦେଶରେ ଅନୁଷ୍ଠିତ ହେବ ଜେଇଇ ଆଡ୍ଭାନ୍ସ ପରୀକ୍ଷା। ଦେଶର ସମସ୍ତ ଆଇଆଇଟି ସହ ଆଇଆଇଟି ଧାନବାଦ ତଥା ଇଣ୍ଡିଆନ୍ ସ୍କୁଲ ଅଫ୍ ମାଇନ୍ସ(ଆଇଏସ୍ଏମ୍)ରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥର...
ମୌସୁମୀ ପୂର୍ବରୁ ସଫା ହେବ ସମସ୍ତ ଡ୍ରେନ୍ : ୨୩୦ ଶ୍ରମିକ ନିୟୋଜିତ, ୬୭ ଓ୍ବାର୍ଡରେ ବିଏମ୍ସି ପକ୍ଷରୁ ୨୫ ଘରୋଇ ଠିକା ସଂସ୍ଥାକୁ ଦାୟିତ୍ୱ
ଭୁବନେଶ୍ୱର,୨୭।୫(ବ୍ୟୁରୋ) : ଚଳିତବର୍ଷ ମୌସୁମୀ ଆସିବା ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ମୁଖ୍ୟ ଓ ସବ୍ ଡ୍ରେନ୍ ସଫା କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗତ ୨୪ତାରିଖରୁ ମୁଖ୍ୟ ୧୦ ଡ୍ରେନ୍ର...
ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ...
କାଠଯୋଡିରେ ବୁଡି ଘରୋଇ ଇଞ୍ଜିନିୟରିଂ ଛାତ୍ର ନିଖୋଜ
ବାରଙ୍ଗ,୨୬ା୫(ଡି.ଏନ୍.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)। ସୂଚନାଯୋଗ୍ୟ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ...
ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଦଳର ବରିଷ୍ଠ ନେତା ବିକ୍ରମ...
ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ
ବ୍ରହ୍ମଗିରି,୨୬ା୫(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର...
ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ
ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର...
ଭାଜପା ସଂଖ୍ୟାଗରିଷ୍ଠତା ହାସଲ ପରେ ମୋଦି ଫ୍ୟାନଙ୍କ ୨୪୦ କି.ମି.ସାଇକେଲ ଯାତ୍ରା: ମହାପ୍ରଭୁଙ୍କ ଦର୍ଶନ କରିି ପୂରଣ କଲେ ମାନସିକ
ପୁରୀ ଅଫିସ,୨୬।୫: ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ବିପୁଳ ଜନ ସମର୍ଥନ ହାସଲ କରିଛନ୍ତି । ଦ୍ୱିତୀୟ ଥରଲାଗି ସେ ଦେଶର ପ୍ରଧାନମନ୍ତ୍ରୀ ହେବେ। ଏନେଇ ଦେଶସାରା ଉତ୍ସାହର ମାହୋଲ ରହିଛି । କିଏ ବାଣ ଫୁଟାଇ ବିଜୟ...
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା: ୧୦ ଗୋରୁ ମୃତ
ଖୋର୍ଦ୍ଧା ଅଫିସ,୨୬।୫: ଖୋର୍ଦ୍ଧା ଟାଉନ ଅଧୀନ ତରତୁଆ ନିକଟତବର୍ତ୍ତୀ ଚିଙ୍ଗୁଡ଼ି ଝରଠାରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଟି ଗାଡିର ଡ୍ରାଇଭର ଗୁରୁତର ହୋଇଥିବା ସହ ୧୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିl ସୂଚନା ଅନୁଯାୟୀ ରବିବାର...
Archives


