ମେଟ୍ରୋ

ଜନ୍ମାଷ୍ଟମୀକୁ ଧୋଇଦେଲା ବର୍ଷା: ରାମମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର,୨୪।୮(ବ୍ୟୁରୋ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁକ୍ରବାର ଉତ୍ସବ ମୁଖର ହୋଇଉଠିଥିଲା ସମଗ୍ର ସହର। ଭଗବାନ ଶ୍ରୀକୃଷ୍ଣଙ୍କ ଦର୍ଶନ କରିବାକୁ ପ୍ରାତଃରୁ ରାଜଧାନୀର ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଲମ୍ବାଧାଡି ଦେଖିବାକୁ ମିଳିଥିଲା। ହେଲେ ପୂର୍ବାହ୍ନରେ ବର୍ଷା ଜନ୍ମାଷ୍ଟମୀର ଉତ୍ସବକୁ ଫିକା କରି ଦେଇଥିଲା।…

ପଦାରେ ପଡ଼ିଲା ବିଫଳତା

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୬୭ ଓ୍ବାର୍ଡରେ ମୋଟ ୬୫୦ କି.ମି. ଆଭ୍ୟନ୍ତରୀଣ ଡ୍ରେନ୍‌ ଓ ୬୦ କି.ମି. ମୁଖ୍ୟ ଡ୍ରେନ୍‌ ରହିଛି। ପ୍ରତିବର୍ଷ ବର୍ଷା ହେଲେ ଜଳବନ୍ଦୀ ସମସ୍ୟାରେ ସ୍ମାର୍ଟସିଟିବାସୀ ଘାଣ୍ଟି ହେଉଛନ୍ତି। ଯୋଜନା ପରେ ଯୋଜନା…

ଇସ୍କନ ମନ୍ଦିର ନିକଟରେ ବିକଳ ଚିତ୍ର

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଇସ୍କନ ମନ୍ଦିର ସମ୍ମୁଖରେ ଶୁକ୍ରବାର ଜଳବନ୍ଦୀ ପାଇଁ ସବୁଠୁ ବିକଳ ପରିସ୍ଥିତି ସୃଷ୍ଟି କରିଥିଲା। ମନ୍ଦିର ପରିସର, ଜାତୀୟ ରାଜପଥ ଓ ଓଭରବ୍ରିଜ୍‌ରେ ବହୁ ସମୟ ଧରି ପାଣି ଜମି ରହିଥିଲା। ମନ୍ଦିରକୁ ଆସିଥିବା ହଜାର ହଜାର ଭକ୍ତ…

ସବୁଠୁ ବଳିଗଲା ସ୍ମାର୍ଟ ଜନପଥର ଦୃଶ୍ୟ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ଼ (ବିଏସ୍‌ସିଏଲ) ପକ୍ଷରୁ ଜନପଥକୁ ସ୍ମାର୍ଟ କରିବା ଲାଗି ପ୍ରଚେଷ୍ଟା ଚାଲିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ପ୍ଲାନିଂ ଦେଉଛି। ହେଲେ ବର୍ଷା ସବୁକିଛି ପଦାରେ ପକାଇ ଦେଉଛି। ଅସରାଏ ବର୍ଷାରେ ସ୍ମାର୍ଟ ରାସ୍ତାର…

କଟକ ରୋଡ୍‌ରେ ଠପ୍‌ ହୋଇଗଲା ଯାତାୟାତ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ବର୍ଷା ପାଣି ଜମି ରହିବା ଯୋଗୁ ସବୁଠୁ ଚଳଚଞ୍ଚଳ କଟକ ରୋଡ୍‌ରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଲକ୍ଷ୍ମୀସାଗର ଛକ, ବମିଖାଲ ଫ୍ଲାଏ ଓଭର ଓ ଏସ୍‌ପ୍ଲାନେଡ଼ ମଲ୍‌ ସାମ୍ନାରେ ପାଣି ବହୁ ସମୟ ଧରି ଜମି ରହିଥିବା…

ରାଜଧାନୀ ପାଣି ପାଣି

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଶୁକ୍ରବାର ଦେଢ଼ଘଣ୍ଟାର ବର୍ଷା ସ୍ମାର୍ଟସିଟିର ଜନଜୀବନକୁ ପୂରା ଅସ୍ତବ୍ୟସ୍ତ କରିଦେଇଥିଲା। ଜନପଥ, ଜାତୀୟ ରାଜପଥଠାରୁ ଆରମ୍ଭ କରି ଚନ୍ଦ୍ରଶେଖରପୁର, ପୁରୁଣା ଭୁବନେଶ୍ୱର, ଇସ୍କନ ମନ୍ଦିର ଅଞ୍ଚଳ, ବେହେରାସାହି, ରସୁଲଗଡ଼, କଟକ ରୋଡ୍‌, ମାଉସୀମା ଛକ, ୟୁନିଟ-୮ ଅଞ୍ଚଳ, ବମିଖାଲ,…

ଗ୍ରାହକଙ୍କୁ ଲୁଟୁଛନ୍ତି ଖୁଚୁରା ବ୍ୟବସାୟୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବଢ଼ିଚାଲିଛି। ଗତ ଦୁଇ ସପ୍ତାହ ମଧ୍ୟରେ ପିଆଜ କିଲୋରେ ୧୦ରୁ ୧୫ ଟଙ୍କା ବୃଦ୍ଧି ହେଲାଣି। ଆଗକୁ ଦର ଆହୁରି ଆକାଶଛୁଆଁ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଗୋଦାମରେ ପିଆଜ କୁଇଣ୍ଟାଲ ୨୫୦୦…

ବର୍ଷାରେ ବେହାଲ ରାଜଧାନୀ: ଇସ୍କନ ମନ୍ଦିର ଆଗରେ ପୁଣି ଭାସିଲା କାର୍‌, ବାଇକ୍‌; ରାସ୍ତାରେ କୃତ୍ରିମ ହ୍ରଦର ଭ୍ରମ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଯୋଜନା ଉପରେ ଯୋଜନା। ବର୍ଷା ଦିନେ ସ୍ମାର୍ଟ ସିଟି ବାସିନ୍ଦାଙ୍କ ଅବସ୍ଥା ସୁଧାରିବା ଲାଗି ସରକାରୀସ୍ତରରେ ଅନେକ ପ୍ରତିଶ୍ରୁତି। ହେଲେ ଫଳାଫଳ ଶୂନ। ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ସ୍ମାର୍ଟସିଟିରେ ସମାନ ଅବସ୍ଥା ଭୋଗୁଛନ୍ତି ରାଜଧାନୀବାସିନ୍ଦା। ଶୁକ୍ରବାର…

ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶାସକ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଜିଲା: କାହାକୁ ମିଳିଲା ଦାୟିତ୍ୱ ନବରଙ୍ଗପୁର : ସଞ୍ଜୟ କୁମାର ଦାସବର୍ମା ରାୟଗଡ଼ା : ସଞ୍ଜୟ କୁମାର ଦାସବର୍ମା…

କାଲିଠୁ ଓଡ଼ିଆରେ ମିଳିବ ରେଳ ଟିକେଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଏଣିକି ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ । ଅଣସଂରକ୍ଷିତ ରେଳ ଟିକେଟ ମଧ୍ୟ ଓଡ଼ିଆ ଭାଷାରେ ମିଳିବ। ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରେଳ ସଦନରେ ଉଦ୍‌ଘାଟନ କରିବା ପରେ ଯାତ୍ରୀମାନଙ୍କୁ ଏହି ସୁବିଧା ଉପଲବ୍ଧ ହେବ…

ଶ୍ରୀମନ୍ଦିରର ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ସୁପାରିଶ କାର୍ଯ୍ୟକାରୀ କରିବା ଜରୁରୀ, ମହାପ୍ରଭୁଙ୍କ ସେବା ଭାବି ସହଯୋଗ କରନ୍ତୁ; କ୍ଷତିଗ୍ରସ୍ତଙ୍କୁ ଥଇଥାନ କରାଯିବ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରୀର ବିକାଶ ପାଇଁ ୫ଶହ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ବାତ୍ୟା ଫନୀରେ ଭୁଷୁଡ଼ି ପଡ଼ିଥିବା ବିଭିନ୍ନ ଭିତ୍ତିଭୂମିର ବିକାଶ ସାଙ୍ଗକୁ ଏହାକୁ…

ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ ଥାକିଆ ରାସ୍ତା, ସେତୁ, ପାର୍କିଂ ସୁବିଧା, ମୁଷା ନଦୀର ପୁନରୁଦ୍ଧାର, ସିକ୍ୟୁରିଟି ଜୋନ୍‌ରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri