ମେଟ୍ରୋ

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ ବଣ୍ଟନକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧୀ ଦଳ ଆସନକୁ ନେଇ ଦଳର ଦୁଇ…

ଦୁଇଦିନରେ ୨୮ ନିଶା ବେପାରୀ ଗିରଫ

ଭୁବନେଶ୍ୱର,୧୩।୭(ବ୍ୟୁରୋ)/ ଜଟଣୀ/ ଯାଁଳା/ ବାରଙ୍ଗ (ଡି.ଏନ୍‌.ଏ.): ରାଜଧାନୀ ଓ ଉପକଣ୍ଠରେ ନିଶାମାଫିଆ ଆଡ୍ଡା ଜମାଇ ବଡ଼ ବଡ଼ ଅପରାଧ ଘଟାଇଚାଲିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ପୋଲିସର ନିଦ ଭାଙ୍ଗିଛି। ନିଶା ମାଫିଆମାନଙ୍କୁ ସାବାଡ୍‌ କରିବା ଲାଗି କମିଶନରେଟ୍‌ ପୋଲିସ ପକ୍ଷରୁ ସ୍ପେଶାଲ୍‌…

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି…

ଏଣିକି ଅନ୍‌ଲାଇନ୍‌ରେ ହେବ ଓଟିଇଟି: ୧୫ରୁ ଫର୍ମ ପୂରଣ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଏଣିକି ଅନ୍‌ଲାଇନ୍‌ରେ ହେବ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)। ପଶ୍ନପତ୍ର ଲିକ୍‌ ଯୋଗୁ ଓଟିଇଟି ବାତିଲ ହେବା ପରେ ବୋର୍ଡ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ସମ୍ପାଦକ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ଗତ…

ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ

ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ ୧୧ ହଜାର ଟଙ୍କା ଓ ଏକ ବୋଲେରୋ ଗାଡ଼ି ଜବତ କରିଛି। ପୁରୀସ୍ଥିତ ସରକାରୀ…

ଅଗଷ୍ଟ ୩କୁ ଘୁଞ୍ଚିଲା ମହାନଦୀ ଶୁଣାଣି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ହୋଇଛି। ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ଆବେଦନ ଉପରେ ଏହି ଶୁଣାଣି ହୋଇଛି। ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୩ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ମୂଳ ମାମଲାରେ ମଧ୍ୟ…

ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେଲା ‘ଦି ଲାଷ୍ଟ କଲର’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ ଓଡ଼ିଶାକୁ ବିଶ୍ୱସ୍ତରରେ ଗୌରବାନ୍ବିତ କରିଛନ୍ତି। ନିକଟରେ ତାଙ୍କ ଦ୍ୱାରା ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ କଲର’ ଶୁକ୍ରବାର ଜାତିସଂଘ ମୁଖ୍ୟାଳୟଠାରେ…

ମାଉସୀ ମା’ ପୋଡ଼ପିଠା ଖାଇଲେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ମହାପ୍ରଭୁ ଶ୍ରୀଜଗନ୍ନାଥ ଭୋଜନ ପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ରୁଚି। ପ୍ରତିଦିନ ତାଙ୍କ…

ବାହୁଡ଼ାରେ ୧୦୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ପୁରୀ ଅଫିସ, ୧୩।୭: ବାହୁଡ଼ା ଯାତ୍ରାରେ ଜନ୍ମବେଦିରୁ ରତ୍ନବେଦିକୁ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଫେରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଏହି ଅପୂର୍ବ ଲୀଳାର ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ପ୍ରବଳ ଜନସମାଗମ ହୋଇଥିଲା। ଅପରାହ୍ନରେ ରଥ ଟାଣିବା ବେଳେ ଭିଡ଼ ମଧ୍ୟରେ…

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି…

ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତିନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ରାଜାଧିରାଜ…

ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ରହି ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ ମା’ ଲକ୍ଷ୍ମୀ ଠାକୁରାଣୀ। ଏହି ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri