ଯୁବକଙ୍କ ଗୋଡ଼ରେ ମାଡ଼ିଗଲା ରଥ ବ୍ରେକ୍
ବାରଙ୍ଗ,୧୩।୭(ଡି.ଏନ୍.ଏ.):ବାରଙ୍ଗ ଅଞ୍ଚଳରେ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଚାଲୁଥିବା ବେଳେ ରଘୁନାଥପୁର ଗ୍ରାମମୁଣ୍ଡରେ ଏକ ଅଘଟଣ ଦେଖିବାକୁ ମିଳିଛି। ନନ୍ଦନକାନନ ଛକସ୍ଥିତ ଜଗନ୍ନାଥ ମନ୍ଦିରରୁ ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତି ବିଜେମାନ ହୋଇ ରଘୁନାଥପୁର ଗ୍ରାମମୁଣ୍ଡ ମାଉସୀ ମା’ ମନ୍ଦିରକୁ ଆସିଥାନ୍ତି। ଶୁକ୍ରବାର ବାହୁଡ଼ା…
ବିମାନବନ୍ଦର ପାର୍ଶ୍ୱରୁ ହଟିବ ଦୁଇ ବସ୍ତି
ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସୀମାକୁ ଆହୁରି ବୃଦ୍ଧି କରାଯିବ। ହେଲେ ଏଥିପାଇଁ ବିମାନବନ୍ଦର ପାର୍ଶ୍ୱରେ ଥିବା ବସ୍ତି ବାଧକ ସାଜିଛି। ତେଣୁ ଉକ୍ତ ବସ୍ତିକୁ ଉଚ୍ଛେଦ କରାଯିବାକୁ ନିଷ୍ପତ୍ତି ହୋଇଥିବାବେଳେ ଏନେଇ ବିମାନବନ୍ଦର କର୍ତ୍ତୃପକ୍ଷ ସାଧାରଣ…
ଆନନ୍ଦ ବଜାରରେ ପଲିଥିନ୍ରେ ପ୍ରସାଦ
ପୁରୁଣା ଭୁବନେଶ୍ୱର,୧୩।୭(ଡି.ଏନ.ଏ.): ଭୁବନେଶ୍ୱରର ବିଭିନ୍ନ ଦୋକାନ ବଜାରରେ ବିଏମ୍ସି ପକ୍ଷରୁ ପଲିଥିନ ବ୍ୟବହାର ରେକିବାକୁ ଚଢାଉ ଜାରି ରହିଛି। ବହୁ ପରିମାଣରେ ପ୍ଲାଷ୍ଟିକ ଗ୍ଲାସ, ପଲିଥିନ ମଧ୍ୟ ଜବତ କରିଥିବା ଖବର ରହିଛି। ପ୍ଲାଷ୍ଟିକ ବ୍ୟବହାର ଯୋଗୁ ରାସାୟନିକ ପ୍ରଭାବରେ ବିଭିନ୍ନ…
ତାରାତାରିଣୀ ହୋଟେଲରେ ଅଗ୍ନିକାଣ୍ଡ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ନିକଟରେ ଥିବା ତାରାତାରିଣୀ ହୋଟେଲରେ ଶୁକ୍ରବାର ହଠାତ୍ ନିଆଁ ଲାଗିଯାଇଥିଲା। ତେବେ ଅଗ୍ନିଶମ ବିଭାଗ ଆସିବା ପୂର୍ବରୁ ପୋଲିସ ଓ ହୋଟେଲ କର୍ମଚାରୀଙ୍କ ମିଳିତ ଉଦ୍ୟମ ଯୋଗୁ ଏକ ବଡ଼ ବିପଦ ଟଳିଯାଇଥିଲା। ସୂଚନା ମୁତବାକ, ସନ୍ଧ୍ୟା…
ରାଜଧାନୀରେ ବାହୁଡ଼ାଯାତ୍ରା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ପୁରୀ ଶ୍ରୀମନ୍ଦିରର ରୀତିନୀତି ଅନୁଯାୟୀ ଶେଷ ହୋଇଛି ରାଜଧାନୀ ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା। ଆନନ୍ଦ ଉଲ୍ଲାସ ମଧ୍ୟରେ ଲକ୍ଷାଧିକ ଭକ୍ତ ଶ୍ରୀଜୀଉଙ୍କୁ ରଥରେ ବସାଇ ସ୍ବମନ୍ଦିରକୁ ନେଇଆସିଛନ୍ତି। ସକାଳ ପ୍ରାୟ ୪ଟା ୧୫ରେ ମଙ୍ଗଳଆଳତି ପରେ ୧୦ଟାରେ ରଥ…
ବଡଦାଣ୍ଡରେ ଆକର୍ଷଣ ସାଜିଲେ ବିଭିନ୍ନ ବେଶଧାରୀ
ପୁରୀ ଅଫିସ, ୧୨ା୭: ବାହୁଡା ଯାତ୍ରାରେ କାଳିଆ ସାଆନ୍ତ ଭାଇଭଉଣୀଙ୍କୁ ସାଙ୍ଗରେ ଘେନି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ପବିତ୍ର ଯାତ୍ରା ଲାଗି ଲୋକାରଣ୍ୟ ହୋଇଉଠିଥିଲା ବଡଦାଣ୍ଡ। ଭକ୍ତଙ୍କ ପ୍ରବଳ ସମାଗମ ହୋଇଥିଲା। ରଥ ସମ୍ମୁଖରେ ବିଭିନ୍ନ ବେଶଧାରୀମାନେ ନୃତ୍ୟ ପରିବେଶଣ…
କଣାସରେ ୭୦ ଦିନ ଧରି ଡାକ ସେବା ଅଚଳ
କଣାସ, ୧୨।୭(ସ୍ବ.ପ୍ର.): କଣାସ ମୁଖ୍ୟ ପୋଷ୍ଟଅଫିସ୍ ୭୦ଦିନ ଧରି ଅଚଳ ହୋଇ ପଡିଛି। ଫଳରେ ପୋଷ୍ଟଅଫିସ୍ରେ ଟଙ୍କା ଜମା କରିବା, ଟଙ୍କା ଉଠାଇବା, ରେଜେଷ୍ଟ୍ରି ଚିଠି, ମନି ଅର୍ଡର ଆଦି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବାରୁ ଦିନକୁ ଦିନ ଜନ ଅସନ୍ତୋଷ ବଢ଼ିବାରେ…
‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ: ଗଣଶିକ୍ଷା ବିଭାଗ ଓ ଅକ୍ଷରା ଫାଉଣ୍ଡେଶନ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅକ୍ଷରା ଫାଉଣ୍ଡେଶନ ସହଯୋଗରେ ‘ଗଣିତ କଳିକା’ କାର୍ଯ୍ୟକ୍ରମ ଆଉ ୨୮ଜିଲାକୁ ସମ୍ପ୍ରସାରିତ ହେବ। ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଗଣିତ ପାଠ୍ୟକ୍ରମରେ ଶ୍ରେଣୀ ଉପଯୋଗୀ ଦକ୍ଷତା ହାସଲ ପାଇଁ ପ୍ରଥମରୁ ପଞ୍ଚମ ଶ୍ରେଣୀ…
ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ
ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ ଏଥିରେ ପୀଡ଼ିତ। ଶିଶୁଙ୍କ ଶରୀରରୁ କୃମି ନାଶ ପାଇଁ ଅଗଷ୍ଟ ୮ କୃମିନାଶକ…
ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର…
ଆଇକନିକ୍ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍ବେଗ
ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ ଏଥିରେ…
ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁର…
Archives


