ମେଟ୍ରୋ

ଓଡ଼ିଶା ଅଭିମୁଖେ ଜଗା-କାଳିଆ

ଭୁବନେଶ୍ୱର, ୬-୯(ବ୍ୟୁରୋ): କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଜଣ ଡାକ୍ତର ଗୁରୁବାର ଦିଲ୍ଲୀରେ ପହଞ୍ଚି ଜଗା-କାଳିଆଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ ହୋଇଛନ୍ତି। ଡାକ୍ତର ଶିବଶଙ୍କର ବରିହା ଏବଂ ଡାକ୍ତର ବିଭୁ ପ୍ରସାଦ ନାୟକ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା…

ସରକାରୀ ସ୍କୁଲ, ଅଙ୍ଗନଓ୍ବାଡି ଗୃହ ମରାମତି କରିବ ପଞ୍ଚାୟତ

ଭୁବନେଶ୍ୱର,୬-୯(ବ୍ୟୁରୋ):ଗ୍ରାମାଞ୍ଚଳରେ ଥିବା ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ ସ୍କୁଲ ଏବଂ ଅଙ୍ଗନଓ୍ବାଡି ଗୃହ ମରାମତି ଓ ରକ୍ଷଣାବେକ୍ଷଣ କରିବ ଗ୍ରାମପଞ୍ଚାୟତ। ଏ ନେଇ ଏକ ନିର୍ଦ୍ଦେଶନାମା ପ୍ରତ୍ୟେକ ଜିଲାପାଳଙ୍କୁ ଦିଆଯାଇଛି। ଚତୁର୍ଦ୍ଦଶ ଏବଂ ଚତୁର୍ଥ ଅର୍ଥ କମିଶନରେ ଯୋଗାଇ ଦିଆଯାଇଥିବା ଅର୍ଥରେ…

ଜେଟ୍‌ଲୀଙ୍କ ଶ୍ରଦ୍ଧାଞ୍ଜଳି ସଭା:ଦକ୍ଷତା କଥା ବଖାଣିଲେ ନେତୃବୃନ୍ଦ

ଭୁବନେଶ୍ୱର,୬-୯(ବ୍ୟୁରୋ):ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପା ବରିଷ୍ଠ ନେତା ଅରୁଣ ଜେଟ୍‌ଲୀଙ୍କ ସ୍ମରଣରେ ଗୁରୁବାର ସ୍ଥାନୀୟ ଏକ ଘରୋଇ ହୋଟେଲରେ ସାର୍ବଜନୀନ ଏବଂ ସର୍ବଦଳୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି ା ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,…

୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରରେ ଭୟଙ୍କର ବର୍ଷା ହେବ । କେତେକ ସ୍ଥାନରେ ପ୍ରବଳରୁ…

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦ ବର୍ଷରେ ଅବସର ନେବେ। ସେହିପରି ରାଜ୍ୟରେ ନିୟମିତ ଭିତ୍ତିରେ ଡାକ୍ତର ନିଯୁକ୍ତି ହେବା ପର୍ଯ୍ୟନ୍ତ…

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନୂତନ କରି ୩ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଶ୍ରୀମନ୍ଦିର ଚାରିପାଖରେ ଜାରି ରହିିଥିବା…

ଫେରସ୍ତ ମିଳିବ ଜରିମାନା ଟଙ୍କା, ମୋବାଇଲରେ ରଖି ପାରିବେ ଗାଡ଼ି କାଗଜପତ୍ରର କପି

ଭୁବନେଶ୍ୱର,୫।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପି ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରଠାରୁ ଚାଲିଛି ଧରପଗଡ଼। ନିୟମ ଉଲ୍ଲଂଘନକାରୀ ଗଣୁଛନ୍ତି ତଣ୍ଡ। ତେବେ ଏହି ଆଇନ ଯୋଗୁ ବର୍ଦ୍ଧିତ ଜରିମାନା ଆଦାୟକୁ ନେଇ ନୂତନ ସୂଚନା ମିଳିଛି। ତାହା ହେଲା…

ବିଜୁଳି ଚୋରି ଧରାଇଲେ ମିଳିବ ପୁରସ୍କାର, ନାମ ଗୋପନ ରହିବ

ଭୁବନେଶ୍ୱର,୫।୯(ବ୍ୟୁରୋ): ଏଣିକି ବିଜୁଳି ଚୋରି ସମ୍ପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ମିଳିବ ଆର୍ଥିକ ପୁରସ୍କାର। ଯେଉଁମାନେ ବିଜୁଳି ଚୋରି କରୁଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ଆଦାୟ ଜରିମାନା ରାଶିର ୧୦% ସୂଚନାଦାତା ପାଇବେ। ତେବେ ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ।…

ତଣ୍ଡ ଗଣୁଛନ୍ତି ନିୟମ ଉଲ୍ଲଂଘନକାରୀ, ସରକାରୀ ଗାଡ଼ିରୁ ୧୫ହଜାର ଜରିମାନା ଆଦାୟ

ଭୁବନେଶ୍ୱର,୫।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଦେଶବ୍ୟାପୀ ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ୍‌ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ବୁଧବାର ଜଣେ ଅଟୋ…

ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକସଭା, ସ୍ମୃତିଚାରଣ କଲେ ନେତା

ଭୁବନେଶ୍ୱର,୫।୯(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ମୃତିରେ ଗୁରୁବାର ଭୁବନେଶ୍ୱରରେ ଏକ ସର୍ବଦଳୀୟ ଶୋକସଭା ଅନୁଷ୍ଠିତ ହେଉଛି। ଏଥିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ସମସ୍ତ ଦଳର ନେତାମାନେ ଉପସ୍ଥିତ ଅଛନ୍ତି। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ନବୀନ…

ଶୁକ୍ରବାର ଓଡ଼ିଶା ଆସିବେ ଆମିକସ୍‌ କ୍ୟୁରୀ, ଅନୁଧ୍ୟାନ କରିବେ ପୁରୀ ସ୍ଥିତି

ପୁରୀ ଅଫିସ,୫।୯: ଶୁକ୍ରବାର ଆମିକସ୍‌ କ୍ୟୁରୀ ଓ ସଲିସିଟର ଜେନେରାଲ ଓଡ଼ିଶା ଆସିବେ। ପୂର୍ବରୁ ୭ ତାରିଖରେ ଆସିବାକୁ ସ୍ଥିର ହୋଇଥିବା ବେଳେ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏନେଇ ଗୁରୁବାର ପୁରୀ ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ତେବେ ପୁରୀରେ…

ସୈନିକ ସ୍କୁଲ ଭୁବନେଶ୍ୱରରେ ବଢ଼ିଲା ଛାତ୍ରବୃତ୍ତି

ଭୁବନେଶ୍ୱର, ୫।୯(ବ୍ୟୁରୋ): ସୈନିକ ସ୍କୁଲରେ ପଢୁଥିବା ଓଡ଼ିଶାର ଶିକ୍ଷାର୍ଥୀମାନଙ୍କ ପାଇଁ ସ୍କଲାରଶିପ୍‌ ସ୍କିମ୍‌ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ଥିବା ଅଭିଭାବକମାନେ ରାଜ୍ୟ ସରକାର ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବାର୍ଷିକ ୯୫,୭୭୬ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?