ଆଜି ବାହୁଡ଼ିବେ ମହାପ୍ରଭୁ
ପୁରୀ ଅଫିସ,୧୨।୭:ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର। ଏଥିପାଇଁ…
ରେଳ ବଜେଟ ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ଯେତିକି ନଉଛ, ସେତିକି ଦିଅ: ଶ୍ରୀକାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ଓଡ଼ିଶା ପାଇଁ ରେଳ ବଜେଟରେ ଚଳିତବର୍ଷ ମାତ୍ର ୫, ୦୦ କୋଟି ବ୍ୟୟ ଅଟକଳ ରଖାଯାଇଛି। ପ୍ରକୃତରେ ଦେଖିବାକୁ ଗଲେ ଓଡ଼ିଶାକୁ ମାତ୍ର ୩୧ ହଜାର କୋଟି ଟଙ୍କା ଦେବାକୁ ଅଟକଳ କରାଯାଇଛି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା…
ପାଟକୁରା ନିର୍ବାଚନ: ପ୍ରକାଶ ପାଇଲା ୩ ଦଳର ଷ୍ଟାର ପ୍ରଚାରକ ତାଲିକା
ଭୁବନେଶ୍ୱର,୧୧।୭(ବ୍ୟୁରୋ): ପାଟକୁରା ବିଧାନସଭା ଆସନ ଦଖଲ କରିବା ଲାଗି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ମଧ୍ୟରେ ଲଢେଇ ଜୋର୍ଦାର ହେବାରେ ଲାଗିଛି। ଆସନ୍ତା ୨୦ରେ ଏହି ଆସନରେ ନିର୍ବାଚନ ହେବାକୁ ଥିବାବେଳେ ଗୁରୁବାର ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା…
ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ବ୍ରହ୍ମାନନ୍ଦ
ପୁରୀ ଅଫିସ, ୧୧ା୭: ଘୋଷଯାତ୍ରା ଏବଂ ବାହୁଡ଼ାଯାତ୍ରା ସମୟରେ ଅନେକ ସାମାଜିକ ଅନୁଷ୍ଠାନ ସଚେତନତା ବାର୍ତ୍ତ ପ୍ରଦାନ କରିଥାନ୍ତି। ଶରଧାବାଲିରେ ଗୁରୁବାର ପରିବେଶ ଓ ଘରଚଟିଆର ସୁରକ୍ଷା ବାର୍ତ୍ତା ଦେଇଥିଲେ ଗଞ୍ଜାମ ଜିଲା କବିସୂର୍ଯ୍ୟନଗରରୁ ଆସିଥିବା ଏ. ବ୍ରହ୍ମାନନ୍ଦ ଆଚାରୀ। ବାତ୍ୟା…
ଶିଳ୍ପୀଙ୍କ ରଙ୍ଗ, ତୂଳୀ ବଖାଣିଲା ମହାପ୍ରଭୁଙ୍କ ଗାଥା
ପୁରୀ ଅଫିସ,୧୧ା୭: ଶିଳ୍ପୀର ପରିକଳ୍ପନା ବାସ୍ତବିକ ନିଆରା। କେତେବେଳେ କାନ୍ଭାସ ଉପରେ ତା’ ମନର ଭାବକୁ ଫୁଟାଇଥାଏ ତ ପୁଣି କେତେବେଳେ ତୋଳି ଧରେ ଅନ୍ୟର କଥା ଓ ଭାଷାକୁ। ତା’ ହାତର ସ୍ପର୍ଶରେ ଏଠି ରଙ୍ଗ, ତୂଳୀ କଥା କୁହନ୍ତି।…
ଶୁକ୍ରବାର ବାହୁଡ଼ିବେ ମହାପ୍ରଭୁ: ଅପରାହ୍ନ ୪ଟାରେ ରଥଟଣା
ପୁରୀ ଅଫିସ,୧୧ା୭: ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର।…
ବସ ଭଡ଼ା ବୃଦ୍ଧିକୁ ସମାଜବାଦୀ ପାର୍ଟିର ବିରୋଧ
ଭୁବନେଶ୍ୱର, ୧୧ା୭(ବ୍ୟୁରୋ)- ଡିଜେଲ ଦର ବୃଦ୍ଧି ହେଉ ହେଉ ରାଜ୍ୟ ସରକାର ବସ୍ ଭଡା ବୃଦ୍ଧି କରିଛନ୍ତି। ଯାହାକୁ ସମାଜବାଦୀ ପାର୍ଟି ବିରୋଧ କରିବା ସହ ଏହାକୁ ଅବିଳମ୍ବ ପ୍ରତ୍ୟାହାର କରିବା ଲାଗି ସଭାପତି ରବି ବେହେରା ଏକ ପ୍ରେସ ବିବୃତ୍ତିରେ…
ଜନସଂଖ୍ୟା ସ୍ଥିରିକରଣ ପକ୍ଷ ପାଳନ: ବାହାରିଲା ସଚେତନତା ରଥ
ରଘୁନାଥପୁର, ୧୧। ୭ (ଡି.ଏନ.ଏ.)- ଜାତୀୟ ସ୍ବାସ୍ଥ୍ୟମିଶନ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜୁଲାଇ ୧୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଜନସଂଖ୍ୟା ସ୍ଥିରିକରଣ ପକ୍ଷ ପାଳନ ଅବସରରେ ଏକ ସଚେତନତା ରଥର ଶୁଭାରମ୍ଭ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ି ଜଣେ ମୃତ
ସାକ୍ଷୀଗୋପାଳ,୧୧।୭(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ରେଳଷ୍ଟେଶନରେ ନୟାଗଡ଼ – ପୁରୀ ପାସେଞ୍ଜର ଟ୍ରେନରୁ ଖସିପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଥାନା ବେଗୁନିଆ ପାଟଣା ଗ୍ରାମର ଗାଣ୍ଡୁ ବାରିକ। ମୃତ ଗାଣ୍ଡୁ ପୁରୀରେ ରହୁଥିବାରୁ ଗାଁକୁ ଯାଇ…
ବଢ଼ିଲା ବସ୍ ଭଡ଼ା: କିମି ପିଛା ୧, ୨ ପଇସା, ଯାତ୍ରୀ ଅସନ୍ତୋଷ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ପୁଣି ବସ୍ ଭଡ଼ା ବଢ଼ିଲା। ଡିଜେଲ ଦର ବୃଦ୍ଧି ଯୋଗୁ ରାଜ୍ୟ ସରକାର ଏହି ବସ୍ ଭଡ଼ା ବୃଦ୍ଧି କରିଥିବା କୁହାଯାଉଛି। ଡିଜେଲ ଦର ବୃଦ୍ଧି ପାଇବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା ଅନୁଯାୟୀ ଭଡ଼ା ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ…
୧୯ ଯାଏ ସ୍ବଳ୍ପ ବର୍ଷା
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆବଶ୍ୟକତା ଅନୁଯାୟୀ ବର୍ଷା ହେଉ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ଜୁନ୍ ପହିଲାରୁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୧୯ ପ୍ରତିଶତ ବର୍ଷା କମ୍ ହୋଇଛି। ଆସନ୍ତା…
ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ
ଭୁବନେଶ୍ୱର,୧୧।୭(ବ୍ୟୁରୋ) : ପାଟକୁରା ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ପ୍ରକାଶ ପାଇଛି। ଏହି ତାଲିକାରେ ୪୦ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ସେମାନେ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଅରୁଣ ସିଂ, ଜୁଏଲ ଓରାମ,…
Archives


