ମେଟ୍ରୋ

ଶ୍ରୀଲିଙ୍ଗରାଜଙ୍କ ଜମିରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପ୍ରସଙ୍ଗ: ୩୫ ଘଣ୍ଟା ଉପବାସ ରହିଲେ ଶ୍ରୀଜୀଉ

ପୁରୁଣା ଭୁବନେଶ୍ୱର, ୫।୯ (ଡି.ଏନ.ଏ.): ନୂଆଗଁ। ମୌଜାରେ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜମିରେ ବଡୁ ନିଯୋଗ ପକ୍ଷରୁ ବେଆଇନ ଭାବେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଚାଲିଛି। ଏହାକୁ ବ୍ରାହ୍ମଣ ଓ ପୂଜା ପଣ୍ଡା ନିଯୋଗ ବିରୋଧ କରି ମଙ୍ଗଳବାର ସକାଳଠାରୁ ଶ୍ରୀଜୀଉଙ୍କ…

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବି.ପି. ଦାସ

ଭୁବନେଶ୍ୱର, ୫।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିମଲ ପ୍ରସାଦ ଦାସ। ସେହିଭଳି କମିଶନ ସଦସ୍ୟ ବିଶିଷ୍ଟ ଆଇନଜୀବୀ ଅସୀମ ଅମିତାଭ ଦାସ ମଧ୍ୟ କାର୍ଯ୍ୟରେ ଯୋଗଦେଇଛନ୍ତି। ଗତ…

ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କଲା ଭଳି କରୁଛନ୍ତି: ବିଜୟ

ଭୁବନେଶ୍ୱର, ୫।୯(ବ୍ୟୁରୋ): ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଭାଜପା ବରିଷ୍ଠ ନେତା ବିଜୟ ମହାପାତ୍ର। ଶ୍ରୀକ୍ଷେତ୍ର ବର୍ତ୍ତମାନ କୁରୁକ୍ଷେତ୍ରରେ ପରିଣତ ହୋଇଥିବା ବିଜୟ କହିଛନ୍ତି। ସେ ସରକାରଙ୍କୁ ଟାର୍ଗେଟ କରି ଆହୁରି କହିଛନ୍ତି ଯେ, ଗତ…

ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ପୁରୀ ଜିଲା ସଦର ଥାନା ଅଧୀନ ବାସେଳି…

ଧଳସାମନ୍ତ ଭ୍ରାତାଙ୍କ ଘରୁ ଜାଲ୍‌ ନୋଟ୍‌ ଜବତ ମାମଲା ତତ୍କାଳୀନ ଏଏସ୍‌ଆଇଙ୍କୁ ଜେରା

କଟକ ଅଫିସ,୫|୯: ଧଳ ସାମନ୍ତ ଭ୍ରାତାଙ୍କ ପୋଖରୀପୁଟ୍‌ସ୍ଥିତ ଆନନ୍ଦବିହାର ବାସଭବନ ଓ ମର୍କତନଗର ଘରୁ ଜବତ ଜାଲ୍‌ ନୋଟ୍‌ ସମ୍ପର୍କିତ ମାମଲାକୁ ନେଇ ବୁଧବାର ଚାଉଳିଆଗଞ୍ଜ ଥାନାର ତତ୍କାଳିନ ଏଏସ୍‌ଆଇ ମନୋରଞ୍ଜନ ମହାପାତ୍ରଙ୍କୁ ଜେରା କରାଯାଇଛି। ୨୦୧୬ ଜାନୁୟାରୀ ୧୮ରେ ପୋଲିସ…

ନୟାପଲ୍ଲୀରେ ଏଥର, ‘ପଦ୍ମାବତୀ ପ୍ୟାଲେସ୍‌

ଭୁବନେଶ୍ୱର,୫|୯(ବ୍ୟୁରୋ) – ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତ ହେଉଛି ରାଜଧାନୀ। ଧୂମ୍‌ଧାମରେ ମା’ଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପୂଜା ମଣ୍ଡପରେ ଆରମ୍ଭ ହୋଇଯାଇଛି ସଜବାଜ। ଏଥିପାଇଁ ପ୍ରତିଦ୍ବନ୍ଦୀତା ମଧ୍ୟ ଜୋର ଧରିଛି। ମଣ୍ଡପଗୁଡିକରେ ତୋରଣ ଓ ମୂର୍ତ୍ତି ନିର୍ମାଣ କାମ…

ଇସ୍‌…କି…ସ୍ମାର୍ଟ ସିଟି

ଭୁବନେଶ୍ୱର, ୫|୯ (ବ୍ୟୁରୋ) – ଶନିବାର ସ୍ବାୟତ୍ତଶାସନ ଦିବସ ପାଳନ କରିଛି ବିଏମ୍‌ସି। ଭୁବନେଶ୍ୱରକୁ ସ୍ବଚ୍ଛ, ସୁନ୍ଦର ଓ ସବୁଜିମାଭରା ସହର କରିବା ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଛନ୍ତି। ହେଲେ ବାସ୍ତବତା କ’ଣ ସହରର ରାସ୍ତାପାର୍ଶ୍ୱରୁ ବାରିହୋଇପଡୁଛି। କେଉଁଠି ରାସ୍ତା ମଝିରେ…

ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହିବା ମହଙ୍ଗା ପଡ଼ିଲା

କଟକ ଅଫିସ, ୫।୯: ଭୁବନେଶ୍ୱର ରୁପାଲି ଛକରେ ଡ୍ୟୁଟିବେଳେ ଟ୍ରାଫିକ ପୋଷ୍ଟରେ ଅନୁପସ୍ଥିତ ରହି ନିଲମ୍ବିତ ହୋଇଥିବା ୨ଜଣ କନଷ୍ଟେବଳଙ୍କୁ ବୁଧବାର ଜିଲାପାର ବଦଳି କରାଯାଇଛି। ଡିଜିପି ବିଜୟ କୁମାର ଶର୍ମା ନିଲମ୍ବିତ ଟ୍ରାଫିକ କନଷ୍ଟେବଳ କାଳିଆସୁନା ବେହେରାଙ୍କୁ ସହରାଞ୍ଚଳ ପୋଲିସ…

ଭଙ୍ଗା ଗଢ଼ାରେ ଜବରଦଖଲ ଉଚ୍ଛେଦ

ସ୍ଥିତପ୍ରଜ୍ଞ ମିଶ୍ର ଭୁବନେଶ୍ୱର, ୫।୯(ବ୍ୟୁରୋ): ମୁଖ୍ୟ ଡ୍ରେନ ହେଉ ଅବା ସ୍କୁଲ ଆଗ ସବୁଠି ଜବରଦଖଲକାରୀଙ୍କ ରାଜ। ରାସ୍ତାପାଖ ଦୋକାନୀମାନେ ନିଜ ଇଚ୍ଛା ମୁତାବକ ସେମାନଙ୍କ ଦୋକାନ ଆଗକୁ ବଢ଼ାଇବାରେ ଲାଗିଛନ୍ତି। ଫଳରେ ସେହି ରସ୍ତାରେ ଯିବା ଆସିବା କରିବା କଷ୍ଟକର…

ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏମ୍‌ପି ଅମର ପଟ୍ଟନାୟକ। ସେ କହିଛନ୍ତି, ସୁଚିନ୍ତିତ ଯୋଜନାନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…

ଦାୟିତ୍ୱ ନେଲେ ଓଏଚ୍‌ଆରସି ଅଧ୍ୟକ୍ଷ

ଭୁବନେଶ୍ୱର, ୪।୯(ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ବୁଧବାର ଜଷ୍ଟିସ ବିମଳ ପ୍ରସାଦ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, ସ୍ବଚ୍ଛତାକୁ ପ୍ରାଧାନ୍ୟ ଦିଆଯିବ। ପଡ଼ି ରହିଥିବା ମାମଲାର ଶୀଘ୍ର ଶୁଣାଣି ଉପରେ ଗୁରୁତ୍ୱ…

ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?