ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍ ନୋଟ ଜାରି
ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ…
ଲାଭ ନେଇଗଲା କଂଗ୍ରେସ
ଭୁବନେଶ୍ୱର,୧୮।୨(ସୁନିତ୍ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ ସବୁ ଦଳର ପ୍ରାୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ବିରୋଧୀ ସଦସ୍ୟମାନଙ୍କ ଭିତରେ…
ରୋଜଗାରିଆ ଝିଅ ଓ ବେକାର ପୁଅ
ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…
ଆଜିଠାରୁ +୨ ପରୀକ୍ଷା: ୨୫ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ…
ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ
ଭୁବନେଶ୍ବର,୧୭।୨: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ…
ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…
ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର, ଆଟ୍ଲାଣ୍ଟିକ ଓ ଭାରତ ମହାସାଗରର କିଛି ଅଞ୍ଚଳରେ ଆଂଶିକ ସୂର୍ଯ୍ୟୋପରାଗ ଦେଖିବାକୁ ମିଳିବ।…
ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଆଗତ କରିବେ। ଏହି ଦୃଷ୍ଟିରୁ ଦେଖିଲେ ଶାସକ ଦଳ ପାଇଁ ଏହି…
ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୨(ସୁନିତ୍ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ। ବିଧାନସଭାର ପ୍ରଥମ ଦିନ ରାଜ୍ୟପାଳ ହରିବାବୁ କମ୍ଭମପାଟି ତାଙ୍କ ଅଭିଭାଷଣ…
ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର
ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧ (ବିଇ/ବିଟେକ) ପରୀକ୍ଷାରେ ୧୨ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ମାର୍କ ରଖିଛନ୍ତି। ଏମାନଙ୍କ ମଧ୍ୟରେ…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା
କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରାଯିବ । ସରକାର ଏକାଥରେ କୋଟିଏ ମହିଳାଙ୍କ ଖାତାକୁ ୫ ହଜାର…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ସ୍ଥିତ ବାସଭବନରେ ରାତି ୮ଟା ୫୦ ମିନିଟ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ…
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…
Archives


