ଥୋମାସ କପ୍ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି।...
ଜଳୁଛି ଟିଟିଲାଗଡ଼, ୪୫ ଡିଗ୍ରୀ ଟପିଲା ତାପମାତ୍ରା
ଭୁବନେଶ୍ୱର,୮ା୬(ବ୍ୟୁରୋ): ରାଜ୍ୟରେ ଅଗ୍ନିବର୍ଷା ହେଉଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ବିଶେଷକରି ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ାରେ...
ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରାପିଡ୍ ଆକ୍ସନ ଫୋର୍ସର ମକ୍ଡ୍ରିଲ୍
ପୁରୀ ଅଫିସ,୮ା୬: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍ସୋର୍ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ହଜାର ହଜାର...
ଜୁନ ୧୩ରେ ବାଚସ୍ପତି ନିର୍ବାଚନ
ଭୁବନେଶ୍ୱର,୮।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ। ଏଥିଲାଗି ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ କରାଯିବ। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଖାଲି ପଡ଼ିଛି। ତେବେ ଭଞ୍ଜନଗର ବିଧାୟକ ତଥା ପୂର୍ବତନ...
ଅସହାୟ ପ୍ରାଣୀଙ୍କ ପାଇଁ ଷ୍ଟେଟ ଆନିମଲ ହେଲ୍ପଲାଇନ ନମ୍ବର ଜାରି
ଭୁବନେଶ୍ୱର,୮।୬(ବ୍ୟୁରୋ): ବୁଲା, ଅସହାୟ ଓ ପରିତ୍ୟକ୍ତ ଅବସ୍ଥାରେ ଥିବା ପ୍ରାଣୀମାନଙ୍କୁ ସହାୟତା ଲାଗି ଷ୍ଟେଟ ଆନିମଲ ହେଲ୍ପଲାଇନ ଟୋଲ ଫ୍ରି ନମ୍ବର ଜାରି ହୋଇଛି। ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲପ୍ଲାଇନ ସହ ଅନେକ ନୂଆ...
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର,୮।୬(ବ୍ୟୁରୋ): ନୂତନ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଥମ ଦିନରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ଅଧିକାରୀଙ୍କୁ ଡକାଇ ଉଚ୍ଚଶିକ୍ଷା ବିଭାଗ ପାଇଁ ୫ଟି ଆକ୍ସନ୍ ପ୍ଲାନ୍ ଲାଗୁ...
ଚିଲିକାରେ ଚାଲିବ ଓଡ଼ିଶାର ପ୍ରଥମ କ୍ରୁଜ୍ ‘ଗରୁଡ଼’
ଭୁବନେଶ୍ୱର,୮।୬(ବ୍ୟୁରୋ): ଓଡ଼ିଶାରେ ପର୍ଯ୍ୟଟକମାନେ ପାଇବେ କ୍ରୁଜ୍ର ମଜା। ଚିଲିକା ହ୍ରଦରେ ପ୍ରଥମ ଥର ପାଇଁ କ୍ରୁଜ୍ (ବୋଟ୍) ଚାଲିବ। ଚିଲିକାର ବରକୂଳରେ ଥିବା ବିକାଶ ଇକୋ ରିସଟର୍ସ ପକ୍ଷରୁ ୩ କୋଟି ଟଙ୍କା ବ୍ୟୟରେ ପ୍ରସ୍ତୁତ ଏହି କ୍ରୁଜ୍ର ନାମ...
ଚଳିତବର୍ଷ ୧ ଲକ୍ଷ ହେକ୍ଟରରେ ଅଣଧାନ ଚାଷ
ଭୁବନେଶ୍ୱର,୮।୬(ବ୍ୟୁରୋ): ୨୦୨୨-୨୩ରେ ରାଜ୍ୟରେ ୧ ଲକ୍ଷ ହେକ୍ଟରରେ ଅଣଧାନ ତଥା ପନିପରିବା, ଡାଲିଜାତୀୟ, ତୈଳବୀଜ, ନଡ଼ିଆ, ଫଳଚାଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଚାଷ ପାଇଁ ୫୩୧ କୋଟି ଟଙ୍କାର କ୍ଷୁଦ୍ର ଜଳସେଚନ ଆକ୍ସନ ପ୍ଲାନକୁ ଅନୁମୋଦନ କରାଯାଇଛି। ପ୍ରଧାନମନ୍ତ୍ରୀ...
ପ୍ରାଣୀମାନଙ୍କୁ ସେବା ଦେବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ୍ଲାଇନ ଜରିଆରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍ପଲାଇନ ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ...
ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବିଦ୍ଧ ଦନ୍ତା
ଭୁବନେଶ୍ୱର, ୮।୬(ବ୍ୟୁରୋ): ଆଠଗଡ଼ ଡିଭିଜନରେ ଐତିହ୍ୟ ପ୍ରାଣୀ ହାତୀ ଯେ ସମ୍ପୂର୍ଣ୍ଣ ଭାବେ ଅସୁରକ୍ଷିତ ତାହା ବାରମ୍ବାର ପ୍ରମାଣିତ ହୋଇଆସୁଛି। ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ବଡ଼ମ୍ବା ରେଞ୍ଜରେ ଦୁଇଟି ସ୍ଥାନରେ ଗତ ୨ ଓ ୩ ତାରିଖରେ ଲଗାତର ଦୁଇଦିନରେ...
ଦାୟିତ୍ୱ ନେବାପରେ ଅଧିକାରୀଙ୍କ ସହ ୨ ମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗର ନୂଆ ମନ୍ତ୍ରୀ ଭାବେ ରାଜେନ୍ଦ୍ର ଢୋଲକିଆ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ସର୍ବପ୍ରଥମେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା...
ଡକରା ପାଇ ଦିଲ୍ଲୀରେ ପହଞ୍ଚିଲେ ପିସିସି ସଭାପତି
ଭୁବନେଶ୍ୱର,୮ା୬(ବ୍ୟୁରୋ): ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଡକରା ପାଇ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ରାହୁଲ ଗାନ୍ଧୀ ଏବଂ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା...