ମେଟ୍ରୋ

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।…

ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୨।୪: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶଙ୍କୁ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି। ଦେବ…

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଘଟଣାର ତଦନ୍ତ ପରେ ପୁରୀ ସୁପେରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ୍ (ଏସ୍‌ପି) ଗୁରୁତ୍ୱପୂର୍ଣ୍ଣ ସୂଚନା…

୨୬ ଯାଏ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଥିବା ବେଳେ ତାପମାତ୍ରା ୪୫ ଟପିଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନେଇ ଅରେଞ୍ଜ…

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୨୨।୪ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ…

ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ…

ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି

ଭୁବନେଶ୍ୱର, ୨୨ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି ହେବ ତାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। କିଛିଦିନ ହେବ ନବୀନଙ୍କୁ ଦଳର ଅନେକ…

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର କହିଛନ୍ତି…

ଇସ୍ରାଏଲ୍‌ରେ ଚାକିରି ଦେବା ନାଁରେ ଠକେଇ; ହୋଟେଲରେ ଚାଲିଥିଲା ନକଲି ନିଯୁକ୍ତି ମେଳା

ଭୁବନେଶ୍ୱର,୨୧।୪: କମିଶନରେଟ ପୋଲିସ ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବାବୁଲାହରୀ ଗୌଡ଼, ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ କିରଣ ଶଶୀକାନ୍ତ ଘୁମ୍ରେ ବୋଲି ଚିହ୍ନଟ କରାଯାଇଛି। ବାବୁଲାହରୀ ଓଡ଼ିଶାର…

ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ

ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା…

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ  ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ…

ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ ପ୍ରଥମେ ଏହି ପ୍ରସଙ୍ଗ ଉଠାଇଥିଲି। ଦଳର ବହୁ ଲୋକ ବ୍ୟକ୍ତିଗତ ଆଲୋଚନା କରୁଛନ୍ତି। ଗଣତାନ୍ତ୍ରିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri