ମେଟ୍ରୋ

ସରକାରୀ ବିଭାଗ ସହ ନିର୍ଦ୍ଦେଶାଳୟ ମିଶ୍ରଣ ପ୍ରସଙ୍ଗ:ପ୍ରଶାସନିକ ତତ୍ପରତା ଆରମ୍ଭ

ଭୁବନେଶ୍ୱର,୪-୯(ବ୍ୟୁରୋ):ରାଜ୍ୟରେ ଥିବା ସରକାରୀ ବିଭାଗ ଓ ସଂପୃକ୍ତ ନିର୍ଦ୍ଦେଶାଳୟଗୁଡିକର ମିଶ୍ରଣ କରାଯିବ। ଏହି ମିଶ୍ରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ସେହିକ୍ରମରେ ବୁଧବାର ସଚିବାଳୟରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲୁହାଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ

ଭୁବନେଶ୍ୱର,୪-୯(ବ୍ୟୁରୋ)/ କୋଣାର୍କ (ଡି.ଏନ୍‌.ଏ):ଶେଷରେ ଲୌହଭାରାରୁ ମୁକୁଳିବ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର। ଦୀର୍ଘଦିନର ବାଦବିବାଦ ଏବଂ ଦାବି ପରେ କୋଣାର୍କ ମନ୍ଦିରରୁ ହଟିବ ଲୌହଭାରା। କୋଣାର୍କର ସଂରକ୍ଷଣ ପାଇଁ ଲାଗିଥିବା ଏହି ଲୌହଭାରା ମନ୍ଦିରର କଳାକୃତି ନଷ୍ଟ କରିବାରେ ପ୍ରମୁଖ…

୨୪ଘଣ୍ଟା ପ୍ରବଳ ବର୍ଷିବ:ଆଜି ୩ ଜିଲାକୁ ଅରେଞ୍ଜ, ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୪-୯(ବ୍ୟୁରୋ):ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ବୁଧବାର ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ୩ଟି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…

ତୃତୀୟଶ୍ରେଣୀ ସାହିତ୍ୟ ବହିରେ ପଠାଣି ସାମନ୍ତଙ୍କ ସମ୍ପର୍କରେ ଭୁଲ ତଥ୍ୟ

ଖଣ୍ଡପଡା,୪-୯(ସ୍ବ.ପ୍ର.):ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ୩ୟ ଶ୍ରେଣୀ ସାହିତ୍ୟ ବହିରେ ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବିଦ୍‌ ତଥା ସିଦ୍ଧାନ୍ତ ଦର୍ପଣର ରଚୟିତା ମହାମହୋପାଧ୍ୟାୟ ପଠାଣି ସାମନ୍ତଙ୍କ ଜୀବନୀ ସମ୍ପର୍କରେ ଆଧାରିତ ‘ତୁଳସୀ…

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୪-୯ (ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ ୩ କୋଟି ୧୧ ଲକ୍ଷ ୨୧ ହଜାର ୪ ଜଣ ସାମିଲ ହୋଇଛନ୍ତି। ୧୯ ଲକ୍ଷରୁ…

ଓଡ଼ିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ମଧ୍ୟ ଅଭିନନ୍ଦନ ଜଣାଇଲେ

ଭୁବନେଶ୍ୱର,୪-୯(ବ୍ୟୁରୋ):ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଓଡିଆରେ ଟୁଇଟ୍‌ କରି ନୂଆଁଖାଇ ଜୁହାର ଜଣାଇଛନ୍ତି। ଏହି ଅବସରରେ ସମାଜର ସବୁବର୍ଗ…

‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଇଣ୍ଡିଆ ଚାର୍ମିଂ ଫେସ୍‌’:ରାଜେଶ ପ୍ରଥମ ଓଡ଼ିଆ ଆଞ୍ଚଳିକ ନିର୍ଦ୍ଦେଶକ

ଭୁବନେଶ୍ୱର,୪-୯(ବ୍ୟୁରୋ):ବିଶ୍ୱର ଜଣାଶୁଣା ବିଉଟି ପାଜେଣ୍ଟ୍‌ ‘ମିଷ୍ଟର୍‌ ଆଣ୍ଡ୍‌ ମିସ୍‌ ଚାର୍ମିଂ ଫେସ୍‌’ର ୩ୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଥିପାଇଁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ଅକ୍ଟୋବର ୧୩ରେ ଗୋଆରେ ଏହାର ଗ୍ରାଣ୍ଡ୍‌ ଫିନାଲେ ଅନୁଷ୍ଠିତ ହେବ। ତେବେ…

ଚାକିରି ଦେବା ନଁାରେ ଯୁବତୀଙ୍କୁ ବଳାତ୍କାର:ଅର୍ଥ ଲଗାଣକାରୀ ସଂସ୍ଥାର ଓଡ଼ିଶା ମୁଖ୍ୟ ଗିରଫ

କଟକ ରୋଡ,୪-୯(ଡି.ଏନ୍‌.ଏ.): ଜଣେ ଯୁବତୀଙ୍କୁ ଚାକିରି ଦେବା ନଁାରେ ହୋଟେଲରେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଲକ୍ଷ୍ମୀସାଗର ପୋଲିସ ଏକ ମାମଲା(ନଂ.୨୪୦/୧୯)ରୁଜୁ କରିବା ସହ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ସେ ହେଲେ ଉତ୍ତରପ୍ରଦେଶ ଭାପୁର ଜିଲାର…

ଫନୀ ମାଡ଼ରେ ଦୋହଲିଗଲା ବିଦ୍ୟୁତ୍‌ ଭିତ୍ତିଭୂମି; ଖାମଖିଆଲ ଓପିଟିସିଏଲ୍‌: ୧୫କୋଟି ବରବାଦ

ଭୁବନେଶ୍ୱର,୪-୯: ଗତ ମେ’ ୩ରେ ପୁରୀ ଉପକୂଳ ଛୁଇଁଥିବା ବାତ୍ୟା ‘ଫନୀ’ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ବ୍ୟାପକ କ୍ଷତି କରିଥିଲା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା ବିଦ୍ୟୁତ୍‌ ଭିତ୍ତିଭୂମି। ହଜାର ହଜାର ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ନଷ୍ଟ ହୋଇଥିବାବେଳେ…

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ ଘିଅ…

ଗଣେଶ ପୂଜା ପାଇଁ ଟ୍ରାଫିକ କଟକଣା କୋହଳ: ଜରିମାନା ବଦଳରେ ସଚେତନ କଲେ ପୋଲିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ସାରା ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଉଲ୍ଲଂଘନକାରୀଙ୍କଠାରୁ ୧୦ଗୁଣା ପର୍ଯ୍ୟନ୍ତ ଜରିମାନା ଆଦାୟ ଆରମ୍ଭ ହୋଇଛି। ରବିବାର ପ୍ରଥମ ଦିନରେ ଯାଞ୍ଚ କଡାକଡି କରାଯିବାରୁ ନିୟମ ମାନୁ ନ ଥିବା ଲୋକେ ୨ଲକ୍ଷ ୧୩ହଜାର…

ବରମୁଣ୍ଡାରୁ ପଳାଶୁଣୀ ନୋ ଓଭରଟେକିଂ ଜୋନ

ଭୁବନେଶ୍ୱର,୩।୯(ବ୍ୟୁରୋ): ବାଇକ ଓ କାର ଚାଳକଙ୍କ ପରେ କମିଶନରେଟ ପୋଲିସର ନଜର ଏବେ ବସ୍‌ ଉପରେ। ବସ୍‌ ପାଇଁ କଡାକଡି କଟକଣା ଲାଗୁ ହୋଇଛି। ବରମୁଣ୍ଡାରୁ ପଳାଶୁଣୀ ପର୍ଯ୍ୟନ୍ତ ଜାତୀୟ ରାଜପଥକୁ ନୋ ଓଭରଟେକିଂ ଜୋନ୍‌ କରାଯାଇଛି। ସୋମବାର ଅପରାହ୍ନରେ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?