ମେଟ୍ରୋ

ଅନଫିଟ୍‌ ଗାଡ଼ିରେ ଛାତ୍ରୀଛାତ୍ର ପରିବହନ; କଟକଣା ମାନୁନାହାନ୍ତି କର୍ତ୍ତୃପକ୍ଷ

କଟକ ଅଫିସ, ୧୧।୭: ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସମୟରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଉଛି। ପାଠ ପଢିବାକୁ ଆସିଥିବା ପିଲାଙ୍କ ଜୀବନ ରାସ୍ତାରେ ଅକାଳରେ ଚାଲିଯାଉଛି। ମାତ୍ର ଏଭଳି ଅଘଟଣକୁ ରୋକିବା ପାଇଁ ସରକାରଙ୍କ…

ଲୁଟେରା ଗ୍ୟାଙ୍ଗ୍‌ଠାବ: ୬ ଗିରଫ

କଟକ ଅଫିସ, ୧୧।୭: ସିଡିଏ ଫେଜ-୨ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗକୁ ଠାବ କରିଛି। ଏଥିସହ ଗ୍ୟାଙ୍ଗର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ବିଡ଼ାନାସୀ ଥାନା ଅନ୍ତର୍ଗତ ଖ୍ରୀଷ୍ଟିୟାନ ସାହି ଅଞ୍ଚଳର ଜିତେନ୍ଦ୍ର ବସ୍ତିଆ, ପ୍ରଶାନ୍ତ…

ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚକୁ ନେଇ ବେଟିଂ

କଟକ ଅଫିସ, ୧୧।୭: ଇଂଲଣ୍ଡର ମାଞ୍ଚେଷ୍ଟର ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବୁଧବାର ଖେଳାଯାଉଥିବା ବିଶ୍ୱକପ୍‌ କ୍ରିକେଟ୍‌ର ସେମିଫାଇନାଲ ମ୍ୟାଚ୍‌କୁ ନେଇ କଟକରେ ବେଟିଂ କାରବାର ଚାଲିଥିଲା। ଏଥିରେ ବହୁ ଲୋକ ଟଙ୍କା ଲଗାଇଥିବା ବେଳେ ଲକ୍ଷାଧିକ ଟଙ୍କାର କାରବାର ହୋଇଥିବା…

ମିଳିଲାନି ଆଇସିୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ; ମହିଳା କର୍ମଚାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ) କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ହସ୍ପିଟାଲରେ ଆଇସିୟୁ ବେଡ୍‌ ଫାଙ୍କା ନ ଥିବାରୁ ତାଙ୍କୁ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଇଥିଲା। ହେଲେ ଆବଶ୍ୟକ ଚିକିତ୍ସା ନ ମିଳିବାରୁ ମହିଳାଙ୍କର ମୃତ୍ୟୁ ଘଟିଥିଲା। ଏହି…

ବିଏମ୍‌ସି ପକ୍ଷରୁ ପଲିଥିନ ଚଢ଼ାଉ; ୯୦ କେଜି ଜବତ

ଭୁବନେଶ୍ୱର,୧୧।୭(ବ୍ୟୁରୋ) ବାରଣ କରାଯାଇଥିବା ପଲିଥିନ୍‌ ଓ ପ୍ଲାଷ୍ଟିକ୍‌ ବ୍ୟବହାରକାରୀଙ୍କ ଉପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲଗାତାର ଚଢାଉ ଜାରି ରଖିଛି। ଚଳିତ ସପ୍ତାହରେ ୯୦ କେଜି ପଲିଥିନ ଜବତ କରିବା ସହ ୧୧ ହଜାର ୯ ଶହ ଟଙ୍କାର ଜରିମାନା…

ଗୋଟିଏ ରାତିରେ ୨ ଘରୁ ଚୋରି; ଦୁର୍ବୃତ୍ତ ଲୁଟି ନେଲେ ସୁନା, ଟଙ୍କା

ପାତ୍ରପଡା, ୧୧।୭ (ଡି.ଏନ.ଏ.)  ତମାଣ୍ଡୋ ଥାନା ବିଜିପୁର ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ୨ ଘର ଗ୍ରୀଲ ତାଡି ସୁନା ଅଳଙ୍କାର ସହ ୩୫ ହଜାର ଟଙ୍କା ଓ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଛନ୍ତି। ଏ ନେଇ ବୁଧବାର…

କମିଶନରେଟ ପୋଲିସର ସ୍ବତନ୍ତ୍ର ଚଢ଼ାଉ; ୮ ଥାନା ଅଞ୍ଚଳର ୧୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/କଟକରୋଡ/ବାରଙ୍ଗ(ଡି.ଏନ୍‌.ଏ.),୧୧।୭:  ରାଜଧାନୀରେ ଚୋରା ନିଶା କାରବାର ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଲୁଟପାଟ, ଛିନ୍‌ତାଇ ଘଟଣା ବଢି ଚାଲିବା ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରାଉନସୁଗାର ଓ ଗଞ୍ଜେଇ ନିଶା କବଳରେ ଯୁବପିଢି ପଡି ଅନେକ ଆପରାଧିକ କାର୍ଯ୍ୟକଳାପ ଘଟାଉଛନ୍ତି।…

ରେଲଓ୍ବେ ପାଇଁ ଓଡ଼ିଶାକୁ ୫୯୯୩ କୋଟି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ବଜେଟରେ ଓଡିଶାରେ ରେଲଓ୍ବେ ଭିତ୍ତିଭୂମି ବିକାଶ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ମୋଟ ୫୯୯୩ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ୫୯୪୦ କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ।…

‘ଓଡ଼ିଶା ହେବ ୧ ଟ୍ରିଲିୟନ ଡଲାରର ଅର୍ଥନୀତି’

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୫୦ ସୁଦ୍ଧା ଓଡ଼ିଶା ୧ ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତି ହେବ। ଭିଜନ୍‌ ଡକ୍ୟୁମେଣ୍ଟରେ ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଏମିତି ସ୍ବପ୍ନ ଦେଖାଇଛନ୍ତି। ଜେଏସଡବ୍ଲ୍ୟୁ ଓ ପିଡବ୍ଲ୍ୟୁସି ଇଣ୍ଡିଆ ପକ୍ଷରୁ ଏମିତି ଏକ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀ…

ଗୁରୁବାର ସନ୍ଧ୍ୟା ୭ଟାରୁ ଦର୍ଶନ ବନ୍ଦ

ପୁରୀ ଅଫିସ,୧୦ା୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପହଞ୍ଚତ୍ଛନ୍ତି ତିନିରଥ। ମଙ୍ଗଳବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ଅଣାଯାଇଥିଲା। ତେବେ ସନ୍ଧ୍ୟା ହୋଇଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର…

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ବିଭିନ୍ନ ନୂତନ ପ୍ରକଳ୍ପ ସହ ଓଭରବ୍ରିଜ୍‌ ନିର୍ମାଣ କରାଯିବ। ବଜେଟ୍‌ରେ…

୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍‌ ଶୋ’

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ ଭାଜପା ଏବଂ କଂଗ୍ରେସ ଏବେଠୁ ଅଣ୍ଟା ଭିଡିସାରିଲେଣି। କିଏ ଏହି ସିଟ୍‌କୁ ସ୍ବାଭିମାନ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri