ମେଟ୍ରୋ

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା ଏଆର ଏସିଆ ବିମାନ(ଏଫ୍‌ଡି-୧୧୨)ର ଜଣେ ଯାତ୍ରୀଙ୍କ ସାର୍ଟ କଲର୍‌ରୁ ୧୫୦.୯୨୦ ଗ୍ରାମର ସୁନା ଜବତ…

କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ଭଦ୍ରକ ଜିଲା ତିହିଡ଼ି ଦେଉଳି…

ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ: ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ,୧୦।୭: ଖୋର୍ଦ୍ଧା ସଦର ଥାନା ଅଞ୍ଚଳ ତାପଙ୍ଗ କ୍ରଶରରେ କାର୍ଯ୍ୟରତ ଟ୍ରକ୍‌ ଡ୍ରାଇଭର ଉକ୍ତ ଅଞ୍ଚଳର ଜନୈକା ଭିନ୍ନକ୍ଷମ ଯୁବତୀଙ୍କୁ ଅସଦାଚରଣ କରିଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ…

ହଳଦିପଡ଼ିଆରେ ବ୍ରାଉନ୍‌ସୁଗାର ବିକ୍ରି ଅଭିଯୋଗ: ଦମ୍ପତି ଗିରଫ

କଟକରୋଡ଼,୧୦।୭(ଡି.ଏନ୍‌.ଏ.): ବ୍ରାଉନ୍‌ସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ବୁଧବାର ଏକ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ହଳଦୀପଡ଼ିଆ ବସ୍ତିରେ ରହୁଥିବା ସରିଫ ଖାନ୍‌ ଓ ତାଙ୍କ ସ୍ତ୍ରୀ ଆୟଶା ବିବି। ସେମାନଙ୍କ ନିକଟରୁ ସାଢ଼େ ୧୦ ଗ୍ରାମ୍‌ ବ୍ରାଉନ୍‌ସୁଗାର…

ନାକଚଣା ଦ୍ୱାରରେ ତିନିରଥ

ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ…

ଖଣି ଓ ନିଶା ମାଫିଆଙ୍କୁ ଏନ୍‌କାଉଣ୍ଟର ଭୟ: କୋର୍ଟରେ ଆତ୍ମସମର୍ପଣ କଲେ ଛୋଟା

ଭୁବନେଶ୍ୱର,୧୦ା୭(ବ୍ୟୁରୋ)/ଖୋର୍ଦ୍ଧା ଅଫିସ: ଖୋର୍ଦ୍ଧାରେ ବ୍ରାଉନସୁଗାର ଓ ବେଆଇନ ପଥରଖଣିରେ ଗ୍ୟାଙ୍ଗ୍‌ଷ୍ଟର୍‌ଙ୍କ ସମ୍ପୃକ୍ତି ପଦାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆରମ୍ଭ କରିଛି ‘ଅପରେଶନ କ୍ଲିନ୍‌’। ଖୋଜି ଖୋଜି ଗ୍ୟାଙ୍ଗଷ୍ଟାରମାନଙ୍କୁ ଗିରଫ କରୁଛି ଏସ୍‌ଟିଫ୍‌। ଏନ୍‌କାଉଣ୍ଟର ପରେ ସମ୍ପୃକ୍ତ ଗ୍ୟାଙ୍ଗ୍‌ଷ୍ଟରମାନେ ଭୟଭୀତ ହୋଇପଡିଲେଣି।…

ଭୁଶୁଡ଼ିଲା ଦୁଇ ମହଲା କୋଠା: ଅଳ୍ପକେ ବର୍ତ୍ତିିଲେ ପରିବାର ଲୋକେ

ଜଟଣୀ,୧୦ା୭(ଡି.ଏନ.ଏ.): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ରାଜାବଜାର ଅଞ୍ଚଳରେ ଏକ ବହୁ ପୁରୁଣା ୨ ମହଲା କୋଠାଘରର ଅର୍ଦ୍ଧାଧିକ ଅଂଶ ମଙ୍ଗଳବାର ସନ୍ଧ୍ୟାରେ ଭୁଶୁଡି ପଡ଼ିଥିଲା। ସୌଭାଗ୍ୟକୁ ଏହା ମଧ୍ୟରେ ରହୁଥିବା ପରିବାର ଲୋକେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ହେଲେ ୬ଟି ଛେଳି ପଥର…

ଅସ୍ତ୍ରୋପଚାର ବେଳେ ନବଜାତ ଶିଶୁପୁତ୍ର ମୁଣ୍ଡରେ କ୍ଷତ

ଖୋର୍ଦ୍ଧା ଅଫିସ,୧୦।୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ତରତୁଆର ଜଣେ ପ୍ରସୂତି ମହିଳାଙ୍କର ଅସ୍ତ୍ରୋପଚାର ବେଳେ ନବଜାତ ଶିଶୁପୁତ୍ର ମୁଣ୍ଡରେ କ୍ଷତ ହୋଇଥିଲା। ତେବେ କ୍ଷତକୁ ଲୁକ୍କାୟତ ଭାବେ ଷ୍ଟିଚ କରି ଅସ୍ତ୍ରୋପଚାରରେ ନିୟୋଜିତ ଡାକ୍ତର ଓ କର୍ମଚାରୀ ଗୁରୁତର ଦର୍ଶାଇ…

ଏସ୍‌ସିବିରୁ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି

କଟକ ଅଫିସ,୧୦।୭: ଏସ୍‌ସିବି ମେଡିକାଲ ଅଡିଟୋରିୟମରୁ ପ୍ରାୟ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡ଼ିଛି। କେବେଠୁ ଏହି ଚୋରି ହେଲାଣି ସେ ସମ୍ପର୍କରେ ମେଡିକାଲ ପାଖରେ ଖବର ନାହିଁ। ମଙ୍ଗଳବାର ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ୍‌ ଅଡିଟୋରିୟମରେ ବସି ଦେଖିବା ପାଇଁ…

ଜୀବନ ସହ ସାଂଘାତିକ ଖେଳ: ଫୋନ୍‌ରେ ରକ୍ତ ନାଁରେ ମିଛ ପ୍ରଚାର

ପୁରୁଣା ଭୁବନେଶ୍ୱର, ୧୦। ୭ (ଡି.ଏନ.ଏ.): ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରି ବୁଲୁଛି ଏକ ମିଥ୍ୟା ଖବର। ସରକାର ‘ବ୍ଲଡ୍‌ ଅନ୍‌ କଲ୍‌’ ନାମରେ ଏକ ନୂଆ ଯୋଜନା ଆଣିଛନ୍ତି ବୋଲି ସେଥିରେ ସୂଚନା ଦିଆଯାଇଛି। କୁହାଯାଇଛି ଯେ, ଭାରତର ଯେକୌଣସି ସ୍ଥାନରେ…

କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଯୋଗଦାନ ନିମନ୍ତେ ଅନ୍‌ଲାଇନ ଆବେଦନ ବ୍ୟବସ୍ଥା

ଭୁବନେଶ୍ୱର, ୧୦ା୭ (ବ୍ୟୁରୋ): ରାଜ୍ୟପାଳଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ବ୍ୟବସ୍ଥିତ କରିବା ଲକ୍ଷ୍ୟରେ ପ୍ରସ୍ତୁତ ‘ରାଜଭବନ ପ୍ରୋଗ୍ରାମ ମ୍ୟାନେଜମେଣ୍ଟ’ ସଫ୍ଟୱେର ଆପ୍ଲିକେଶନ ଚଳିତବର୍ଷ ଫେବୃୟାରୀରୁ କାର୍ଯ୍ୟକାରୀ ହୋଇଛି। ଇତି ମଧ୍ୟରେ ଅନେକ ସଂସ୍ଥା ଓ ଅନୁଷ୍ଠାନ ଏହାର ସଫଳ ଉପଯୋଗ କରିଛନ୍ତି।…

ନନ୍ଦନକାନନରେ ବିଦ୍ୟୁତ୍‌ ଚୋରି, ଦେୟ ଭରୁଛନ୍ତି କର୍ତ୍ତୃପକ୍ଷ

ବାରଙ୍ଗ,୯।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ଆର୍ଥିକ ସହଯୋଗ ରହିଛି। ଏହାସହ ସେଠାରୁ ମିଳୁଥିବା ରାଜସ୍ବକୁ ନିଜେ ନନ୍ଦନକାନନ ବିନିଯୋଗ କରିବାର ସୁଯୋଗ ପାଇଛି। ଏଭଳି ସୁବିଧା ସତ୍ତ୍ୱେ ନନ୍ଦନକାନନର ଉନ୍ନତି ନିମନ୍ତେ ବ୍ୟବହୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri