ମେଟ୍ରୋ

ଘଡଘଡି ସହ ବର୍ଷା ସମ୍ଭାବନା, ୧୧ ଜିଲାକୁ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ସୋମବାର ଘଡିଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲା ପାଇଁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣ ୧ଟା ୩୦ ଯାଏ ସତର୍କ ରହିବାକୁ…

କାର୍ଯ୍ୟକାରୀ ହେଲା ସଂଶୋଧିତ ଗାଇଡ୍‌ଲାଇନ୍‌:ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବଣ୍ଟା ହେଲା ଛତୁଆ

ଭୁବନେଶ୍ୱର, ୨ା୯(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁ, ଗର୍ଭବତୀ ଓ ପ୍ରସୂତି ମା’ମାନଙ୍କୁ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଉନ୍ନତମାନର ଛତୁଆ ଯୋଗାଇଦେବା ଉଦ୍ଦେଶ୍ୟରେ ସଂଶୋଧିତ ଗାଇଡ୍‌ ଲାଇନ୍‌ କାର୍ଯ୍ୟକାରୀ ହୋଇଛି। ଏହି କ୍ରମରେ ରବିବାର ରାଜ୍ୟର…

ମୋ’ବସ୍‌ରେ ମାଗଣା ଖବରକାଗଜ : ଆଗାମୀ ଦିନରେ ମିଳିବ ଦୂରଭାଷ ପାଠାଗାର ସୁବିଧା

ଭୁବନେଶ୍ୱର,୨ା୯(ବ୍ୟୁରୋ) : କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବାରେ ନୂଆ ବ୍ୟବସ୍ଥା ଯୋଡିହୋଇଛି। ବ୍ୟସ୍ତ ଜୀବନଶୈଳୀ ଭିତରେ ଲୋକେ ଖବରକାଗଜ ପଢ଼ିପାରୁନାହାନ୍ତି। ତେବେ ମୋ ବସ୍‌ ଯାତ୍ରାବେଳେ ଦୈନିକ ଲୋକଙ୍କୁ ମାଗଣା ଖବରକାଗଜ ପଢ଼ିବାର…

ଆରମ୍ଭ ହେଲା ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍‌ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ରବିବାରଠାରୁ ଲାଗୁ କରାଯାଇଛି। ଏହି ନୂଆ ବ୍ୟବସ୍ଥା ଅନୁଯାୟୀ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ…

୫ ପର୍ଯ୍ୟନ୍ତ ବର୍ଷା : ଆଜି ୫ ଜିଲାକୁ ଅରେଞ୍ଜ, ୧୫କୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆଜି ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବା ସହ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ।…

ପ୍ରଥମ ଦିନରେ ଗାଡ଼ି ଯାଞ୍ଚ କଡ଼ାକଡ଼ି : ୧୦ ଗୁଣା ଜରିମାନା ଗଣିଲେ ଉଲ୍ଲଂଘନକାରୀ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ସାରା ଦେଶରେ ନୂଆ ମୋଟର ଆଇନ ରବିବାରଠାରୁ ଲାଗୁ ହୋଇଛି। ଏହି ଆଇନ ଅନୁସାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୧୦ ଗୁଣା ଜରିମାନା ଆଦାୟ କରାଯାଉଛି। ପ୍ରଥମ ଦିନରେ ରାଜ୍ୟର ବିଭିନ୍ନ ଜିଲାର ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ବିଶେଷକରି…

ସଙ୍କଟରେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’

ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି। ଦୁର୍ଗମ…

ସ୍ବାଧୀନ ତିଆରି କଲେ ସୁବଠାରୁ କ୍ଷୁଦ୍ରତମ ଗଣେଶ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର, ୧। ୯ (ଡି.ଏନ.ଏ.)- ବିଘ୍ନରାଜ ଗଣପତିଙ୍କ ପୂଜାକୁ ନେଇ ମନ୍ଦିରଠାରୁ ମଣ୍ଡପ ଯାଏ ଚଳଚଞ୍ଚଳ ହୋଇ ଉଠିଛି। ଅଧା ଇଞ୍ଚରୁ ଟିକେ ଅଧିକ ଉଚ୍ଚତା ବିଶିଷ୍ଟ ଗଜାନନଙ୍କ କ୍ଷୁଦ୍ରତମ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଭୁବନେଶ୍ୱରର ଜଣେ…

ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ କରିବ ବିଜେଡି : ପ୍ରତି ସଦସ୍ୟଙ୍କ ହେବ ଆଧାର ଲିଙ୍କ୍‌

ଭୁବନେଶ୍ୱର,୧।୯(ବ୍ୟୁରୋ) : ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳ ପକ୍ଷରୁ ସଭ୍ୟ ସଂଗ୍ରହ ଅଭଯାନକୁ ଜୋରଦାର୍‌ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୨ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ କରାଯିବ। ତେବେ ପ୍ରଥମ…

୬ରୁ କଂଗ୍ରେସର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧।୯(ବ୍ୟୁରୋ) : ଭାଜପା ଏବଂ ବିଜେଡି ପରେ କଂଗ୍ରେସ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୬ ତାରିଖରୁ କଂଗ୍ରେସ ଏହି ଅଭିଯାନ ଆରମ୍ଭ କରିବ। ତେବେ ରାଜ୍ୟରୁ ୬୦ ଲକ୍ଷ ସଭ୍ୟ ସଂଗ୍ରହ ଲାଗି ଦଳ ଲକ୍ଷ୍ୟ…

ନିରାଡ଼ମ୍ବରରେ ପ୍ରତିଷ୍ଠା ଦିବସ ପାଳିବ ବିଡିଏ: ଉଦ୍‌ଘାଟନ ପାଇଁ କୌଣସି ପ୍ରକଳ୍ପ ନାହିଁ

ଭୁବନେଶ୍ୱର,୧ା୯(ବ୍ୟୁରୋ):ଲୋକଙ୍କ ଉନ୍ନତ ଜୀବନଶୈଳୀକୁ ଦୃଷ୍ଟିରେ ରଖି ସହରର ବିକାଶ ଓ ସୌନ୍ଦର୍ଯ୍ୟକରଣ କରିବା ସହ ସବୁଜିମାକୁ ବଜାୟ ରଖିବା ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦାୟିତ୍ୱ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଧ୍ୟ ବିଗତ ବର୍ଷଗୁଡ଼ିକରେ ଏନେଇ ବହୁ ପ୍ରତିଶ୍ରୁତି ଦେଇଛି। କିନ୍ତୁ ପ୍ରତିଶ୍ରୁତିକୁ…

ବାଲୁଖଣ୍ଡ ଅଭୟାରଣ୍ୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ନଭେମ୍ବର ସୁଦ୍ଧା ପ୍ରକୃତି ନିବାସକୁ କାର୍ଯ୍ୟକ୍ଷମ କର

ଭୁବନେଶ୍ୱର, ୧ା୯(ବ୍ୟୁରୋ): ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ନୂଆନଈଠାରେ ଅବସ୍ଥିତ ପ୍ରକୃତି ନିବାସ ବାତ୍ୟା ‘ଫନୀ’ ରେ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ ଏହାର ମରାମତି, ପୁନରୁଦ୍ଧାର ଓ ନବୀକରଣ କରାଯିବ। ନଭେମ୍ବର ସୁଦ୍ଧା ଏହାର କାର୍ଯ୍ୟ ସାରିବା ସହ ପର୍ଯ୍ୟଟକଙ୍କ ନିମନ୍ତେ କାର୍ଯ୍ୟକ୍ଷମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?