ମେଟ୍ରୋ

୩ରେ ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ: ଭିନ୍ନ ଭିନ୍ନ କ୍ଷେତ୍ରରୁ ୧୧ ଜଣଙ୍କୁ ଦିଆଯିବ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ‘ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ-୨୦୧୯’ ଆସନ୍ତା ୩ ତାରିଖରେ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହେବ। ଅନୁଷ୍ଠାନର ପ୍ରତିଷ୍ଠା ଦିବସ ଅବସରରେ ଏହି ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ଏହି ଅବସରରେ…

ରେଳ ଷ୍ଟେଶନରେ ‘ରେଲ ନିର’ ବାଧ୍ୟତାମୂଳକ: ଭୁବନେଶ୍ୱରରେ ହେବ ପ୍ଲାଣ୍ଟ, ୨୦୨୦ ସୁଦ୍ଧା ଖୋଲିବ ଆହୁରି ୬ ପ୍ଲାଣ୍ଟ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଭାରତୀୟ ରେଳପଥର ନିଜସ୍ବ ବୋତଲ ପିଇବା ପାଣି ‘ରେଲ ନିର’ ସମସ୍ତ ରେଳ ଷ୍ଟେଶନରେ ବାଧ୍ୟତାମୂଳକ କରାଯାଇଛି। ଟ୍ରେନରେ ଓ ଷ୍ଟେଶନରେ ପିଇବା ପାଣିର ଆବଶ୍ୟକତା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆହୁରି ଅଧିକ ରେଲ ନିର ପ୍ଲାଣ୍ଟ ତିଆରି…

ଉଦ୍ଧାର ଗାଡ଼ି ଛାଡ଼ିବାକୁ ଲାଞ୍ଚ ଦାବି: ନୟାପଲ୍ଲୀ ଥାନା ଏସ୍‌ଆଇ ନିଲମ୍ବିତ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉଦ୍ଧାର ହୋଇଥିବା ଚୋରି ଗାଡ଼ି ଦେବା ପାଇଁ ମାଲିକଠାରୁ ୭ହଜାର ଟଙ୍କା ଲାଞ୍ଚ ଦାବି କରି ନିଲମ୍ବିତ ହୋଇଛନ୍ତି ନୟାପଲ୍ଲୀ ଥାନାର ଏସ୍‌ଆଇ ସୁଧାଂଶୁ ଶେଖର ପରିଡ଼ା। ଏନେଇ ଶନିବାର କମିଶନରେଟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକରୋଡ,୧ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ ଗଉଡ…

ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ ୧୦…

ଏଣିକି ଛୋଟ ଜାଗା ପାଇଁ ବିଲ୍ଡିଂ ପ୍ଲାନ୍‌: ୪୮ ଘଣ୍ଟାରେ ଅନ୍‌ଲାଇନରେ ମିଳିବ ଅନୁମୋଦନ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ସହରବାସୀଙ୍କ ପାଇଁ ଖୁସି ଖବର। ଛୋଟ ଜାଗା (୫୦୦ ବର୍ଗ ମିଟରରୁ କମ୍‌)ରେ ଘର କରିବାକୁ ଚାହୁଁଥିଲେ ବିଡିଏ ପକ୍ଷରୁ ଆବେଦନର ୪୮ ଘଣ୍ଟା ମଧ୍ୟରେ ଅନ୍‌ଲାଇନ୍‌ରେ ବିଲ୍ଡିଂ ପ୍ଲାନ୍‌ ମିଳିଯିବ। ମୁଖ୍ୟମନ୍ତ୍ରୀ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବା…

ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା

ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ ଛୋଟିଆ…

୪ ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହା ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ…

ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ ଅମରଜିତ…

ରାଜ୍ୟରେ ତିନିମାସରେ ୯୧୨.୪ମିମି ବର୍ଷା: ସ୍ବାଭାବିକଠାରୁ ୧.୨% କମ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ରହିଛି। ଅଗଷ୍ଟରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ଆଉ କିଛି ସ୍ଥାନରେ ବର୍ଷାର ନଁା ଗନ୍ଧ ନାହିଁ। ଏବେ ବି ରାଜ୍ୟରେ ୧.୨% କମ୍‌ ବର୍ଷା ହୋଇଛି। ଜୁନ୍‌…

ଦୁର୍ନୀତିଗ୍ରସ୍ତଙ୍କ ଉପରେ ପୁଣି କାର୍ଯ୍ୟାନୁଷ୍ଠାନ: ୬ ଅଫିସର ବିଦା; ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ ବନ୍ଦ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଏହିକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିବା ସହ ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ୍‌ ସୁବିଧା ସମ୍ପୂର୍ଣ୍ଣ ବନ୍ଦ…

ଆଜିଠୁ ନୂଆ ମୋଟର ଯାନ ଆଇନ: ବହୁଗୁଣା ହେଲା ଜରିମାନା ରାଶି

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନ-୨୦୧୯ ରବିବାରଠାରୁ ଲାଗୁ କରାଯିବ। ମୋଟର ଯାନ ଆଇନ ୧୯୮୮କୁ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଡ଼କ ପରିବହନ ବିଭାଗ ଦ୍ୱାରା ଲୋକମାନଙ୍କୁ ଉତ୍ତମ ସୁବିଧା ଯୋଗାଇଦେବାକୁ ଏଥିରେ ବ୍ୟବସ୍ଥା କରାଯାଇଛି। ଦୁର୍ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?