କେସିଆଇର ଅଲ୍ ବ୍ରିଡ୍ ଜଜ୍ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ
ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍ ଇଣ୍ଡିଆ(କେସିଆଇ)ର ଅଲ୍ ବ୍ରିଡ୍ ଜଜ୍ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍ ବ୍ରିଡ୍ ଜଜ୍ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍ ସଞ୍ଜିତ ଜର୍ମାନ ସେଫର୍ଡ...
୧୮ ବର୍ଷରେ ଫିଲ୍ମ ମେକର – ଅନ୍ତର୍ଜାତୀୟ ସ୍ତରରେ ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ
ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର ରାଜକିଶୋର ମହାପାତ୍ର। ସମାଜ ପାଇଁ କିଛି କରିବାର ଇଚ୍ଛା ତାଙ୍କୁ ଦେଇଛି...
ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା
କଣ୍ଟାପଡା, ୧୮।୪(ଡି.ଏନ୍.ଏ.): କଟକର କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ...
ଓଡ଼ଗାଁ ଶ୍ରୀରାମନବମୀ ଯାତ୍ରାର ପଞ୍ଚମ ସନ୍ଧ୍ୟା : ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ସୀତା ବିବାହ
ଓଡ଼ଗାଁ,୧୮ା୪(ସ୍ବ.ପ୍ର.): ଓଡ଼ଗାଁରେ ବିଜେ ପ୍ରଭୁ ଶ୍ରୀରଘୁନାଥଜୀଉଙ୍କ ନବ ଦିନ ବ୍ୟାପୀ ଶ୍ରୀରାମନବମୀ ଯାତ୍ରା ଅନୁଷ୍ଠିତ ହେଉଛି। ଉତ୍ସବର ପଞ୍ଚମ ସନ୍ଧ୍ୟା ଅବସରରେ ଚୈତ୍ର ଶୁକ୍ଳ ଅନଙ୍ଗ ତ୍ରୟୋଦଶୀ ତିଥି, ବୁଧବାର ପ୍ରଭୁ ଶ୍ରୀରାମଙ୍କ ଶିବଧନୁ ଭଗ୍ନ, ଜନକନନ୍ଦିନୀ ସୀତାଙ୍କ ସହିତ...
ତାତିରେ ସିଝୁଛି ସାରା ଓଡ଼ିଶା: ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୧.୭ ଡିଗ୍ରୀ
ଭୁବନେଶ୍ୱର,(ବ୍ୟୁରୋ)/ଧାମନଗର,୧୮।୪(ଡି.ଏନ୍.ଏ.): ଡହଡହ ଖରାରେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ବେଳୁ ଖରାର ପ୍ରଭାବ ଦେଖିବାକୁ ମିଳୁଛି। ଲୋକେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ତାତିରେ ଛଟପଟ ହେଉଛନ୍ତି। ଅଧା ଓଡ଼ିଶାର ସ୍ଥିତି ଅଳ୍ପ ବହୁତେ ଏହିଭଳି ରହୁଛି।...
ଆଜିଠୁ ସ୍କୁଲ ବନ୍ଦ: ଖୋଲା ରହିବ କାର୍ଯ୍ୟାଳୟ, ଉପସ୍ଥିତ ରହିବେ ଶିକ୍ଷକ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗୁରୁବାରଠାରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ବନ୍ଦ କରିଛନ୍ତି। ଏପ୍ରିଲ ୧୮ରୁ ମେ ୪ ପର୍ଯ୍ୟନ୍ତ ସ୍କୁଲ ଛୁଟି କରିଦିଆଯାଇଛି। ଏହି ସମୟରେ କେବଳ...
ସରିଲା ଚିନ୍ତା ଓ ଚେତନାର ୪୦ତମ ବୈଶାଖୀ ମହୋତ୍ସବ: ଶେଷଦିନରେ ଯାଦୁ କଲା ମନଛୁଅଁ। ସଙ୍ଗୀତ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସନ୍ଧ୍ୟାରେ ଅତିଥି ଭାବେ ସଙ୍ଗୀତଜ୍ଞ ତଥା କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ଚିନ୍ତା ଓ...
ଆଜି ବିଶ୍ୱ ଐତିହ୍ୟ ଦିବସ: ଐତିହ୍ୟର ସଂରକ୍ଷଣ ସୃଷ୍ଟିକରିଛି ଚ୍ୟାଲେଞ୍ଜ
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଐତିହ୍ୟର ଗନ୍ତାଘର ଓଡ଼ିଶା। କୋଣାର୍କର ସୂର୍ଯ୍ୟମନ୍ଦିର ହେଉ କି ରାଜ୍ୟରେ ରହିଥିବା ବହୁ ପୁରାତନ ରାଜପ୍ରାସାଦ, ସବୁଠି ଦେଖିବାକୁ ମିଳିଥାଏ ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀର ପ୍ରତିଛବି। ଐତିହ୍ୟ ଓ ସଂସ୍କୃତି ପାଇଁ ଓଡ଼ିଶା ସମଗ୍ର ବିଶ୍ୱରେ...
ରାଜଧାନୀରେ ଏସ୍ଏଚ୍ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଡହଳବିକଳ ସ୍ଥିତି। ପାଣିପାଇଁ ଚାରିଆଡେ ହାହାକାର ପଡ଼ିଥିବାବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)...
ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ
ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ...
ବନ୍ଦ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର
ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)।...
ଖରାରେ ସିଝୁଛନ୍ତି ଶ୍ରମିକ: ସରକାରୀ ନିର୍ଦ୍ଦେଶକୁ ବେଖାତିର
ନିରାକାରପୁର,୧୭ା୪(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଗେଟ୍ ବଜାରରେ ଗୋଟିଏ ମଲ୍ ଉପରେ ଶ୍ରମିକମାନେ ଖରାରେ କାମ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ସରକାରଙ୍କ ପକ୍ଷରୁ ଏପ୍ରିଲ ପହିଲାରୁ ଶ୍ରମିକମାନଙ୍କୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୩ଟାରୁ...
Archives


