ଆର୍ପିଏଫ୍ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର ସବୁ…
ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ ଏଭଳି…
ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟର୍ସ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ‘ଯୁବସଂସଦ ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
ଲିଟିଲ୍ ମିସ୍ ପ୍ରତିଯୋଗିତା: ଓଡ଼ିଆ ଝିଅ ସରନ୍ୟାଙ୍କ କମାଲ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ଜଣକ ପରେ ଜଣେ ଓଡ଼ିଆ ପ୍ରତିଭା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଆଣୁଛନ୍ତି। ବିଶ୍ୱ ଯୁବ ସମ୍ମିଳନୀରୁ ଆରମ୍ଭକରି ଲିଟିଲ୍ ମିସ୍ ୟୁନିଭର୍ସ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ନିଜ ପ୍ରତିଭା ପ୍ରତିପାଦନ କରୁଛନ୍ତି…
ଇତିହାସ ରଚିଲେ ଓଡ଼ିଆ ଛାତ୍ର ଅଶ୍ୱଥ ନାରାୟଣ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଚଳିତବର୍ଷ ସର୍ବାଧିକ ପଦକ ଜିତି ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛି ଭାରତ। ରୁଷିଆର କାଜାନ୍ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତ ଗୋଟିଏ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ…
ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଭେଳିକି :ଜୀବିକା ଛଡ଼ାଇନେଲେ ରାଜ୍ୟ ବାହାର ଭେଣ୍ଡର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମଗ୍ର ଦେଶରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଗାଡ଼ି କିଣିବା ସମୟରେ ଏହି ନମ୍ବର ପ୍ଲେଟ ଲାଗି କରି ଆସିବ। ବିନା ନମ୍ବରରେ…
‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରାଯିବ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁ ହାର ହ୍ରାସ ଲାଗି କାର୍ଯ୍ୟକାରୀ ହେଉଥିବା ‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରିବାକୁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଏଥିଲାଗି ଆୟୋଜିତ ଏକ…
ନବରଙ୍ଗପୁର ଜିଲା ଚାଷୀଙ୍କ ଉନ୍ନତି ପାଇଁ ନୂତନ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ବିନିଯୋଗ ହେବ ୫.୨୧ କୋଟି
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବୁଧବାର ରାଜ୍ୟ ସରକାର ଏକ ପାଇଲଟ୍ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବିଶେଷକରି ନବରଙ୍ଗପୁର ଜିଲାରେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ଦ୍ୱାରା ଚାଷୀ ଓ ଗରିବ ଲୋକଙ୍କ ସାମାଜିକ…
ବରମୁଣ୍ଡା ବସ୍ଷ୍ଟାଣ୍ଡରେ ଜଳିଗଲା ବସ୍
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍ଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି…
ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ବୁଧବାର ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ…
ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଭାବେ ଏମ୍ପି ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ…
ଆଡ୍ମିନିଷ୍ଟ୍ରେଟିଭ ବ୍ଲକ୍, କ୍ୱାର୍ଟର୍ସ ନିର୍ମାଣରେ ଦୁର୍ନୀତି ଗନ୍ଧ
ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍ମିନିଷ୍ଟ୍ରେଟିଭ ବ୍ଲକ୍ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା ଟେଣ୍ଡର ନ କରି ବିଏସ୍ଏନ୍ଏଲ୍ ସିଭିଲ ଓ୍ବିଙ୍ଗ୍କୁ ମନଇଚ୍ଛା ଠିକା ଦେବା ସହ କାମ…

