ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ
ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ ପ୍ରଥମେ ଏହି ପ୍ରସଙ୍ଗ ଉଠାଇଥିଲି। ଦଳର ବହୁ ଲୋକ ବ୍ୟକ୍ତିଗତ ଆଲୋଚନା କରୁଛନ୍ତି। ଗଣତାନ୍ତ୍ରିକ…
୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ
ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ…
ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଲ
ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ ୨ଟା…
ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାରେ କହିଲେ…
ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ ଆଗରେ ସୋମବାର ପ୍ରକାଶ କରିଛନ୍ତି। ନବୀନ ନିବାସକୁ ଆସିବା ନେଇ ରଘୁ ନନ୍ଦନ ନିଜ…
ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା
ଭୁବନେଶ୍ୱର,୨୧।୪: ୱକଫ୍ ବିଲ୍କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି। ଶନିବାର ଦଳୀୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ରେ ଅନୁଷ୍ଠିତ ସାଙ୍ଗଠନିକ ନିର୍ବାଚନ ୨୦୨୫ରେ ନବୀନ ସଭାପତି…
ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍
ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ ଏବେ କଶ୍ମୀର ସହ କନ୍ୟାକୁମାରୀକୁ ଯୋଡ଼ିବାରେ ସକ୍ଷମ ହେବାକୁ ଯାଉଛି। କାରଣ ପୂର୍ବରୁ ଦୁର୍ଗମ…
ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ
ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକଙ୍କୁ ସୁପ୍ରିମୋଙ୍କ…
ଫେରିଲା ତାତି: ପୁଣି ପାରଦ ଉପରମୁହାଁ
ଭୁବନେଶ୍ୱର,୨୧ା୪(ଅନୁରାଧା ମହାରଣା): କାଳବୈଶାଖୀ ବର୍ଷା ପାଇଁ କିଛିଦିନ ହେବ ରାଜ୍ୟରେ ତାପମାତ୍ରା କମିଥିଲା। ଗରମ, ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ଅନୁଭବ କରୁଥିବାବେଳେ ଏବେ ପାରଦ ପୁଣି ଉପରମୁହାଁ ହୋଇଛି। ରବିବାର ହଠାତ୍ ୩ ଡିଗ୍ରୀରୁ ଅଧିକ ତାପମାତ୍ରା ବଢ଼ିଯିବା ସହ ଗୁଳୁଗୁଳି…
ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣିକୁ ସଫଳତାର ସହିତ ସମ୍ପନ୍ନ କରିବାକୁ ପ୍ରାଥମିକତା ଦିଆଯାଉଛି।…
୭-ଦଫା ଦାବି କରି ଗଣ ଇସ୍ତଫା ଦେବାକୁ ଧମକ ଦେଲେ ଓଡ଼ିଶା ଡାକ୍ତର ସଂଘ
ଭୁବନେଶ୍ୱର, ୨୦।୪: ଓଡ଼ିଶା ମେଡିକାଲ ଆସୋସିଏସନ (ଓଏମଏସଏ) ରାଜ୍ୟ ସରକାରଙ୍କୁ ଏକ ମାସ ମଧ୍ୟରେ ସାତ-ଦଫା ଦାବିପତ୍ର ପୂରଣ ନକଲେ କାର୍ଯ୍ୟ ବର୍ଜନ ଏବଂ ଗଣ ଇସ୍ତଫା ଦେବାକୁ ଧମକ ଦେଇଛି। ଓଏମଏସଏ ରବିବାର ରାଜଧାନୀରେ ଏହାର ସାଧାରଣ ସଭା ଅନୁଷ୍ଠିତ…
୪୩.୫° ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର, ୪୦ ଟପିଲା ୧୧ସହର ରେ ତାପମାତ୍ରା
ଭୁବନେଶ୍ୱର,୨୦ା୪: କିଛିଦିନ ବ୍ୟବଧାନ ପରେ ରାଜ୍ୟକୁ ଫେରିଛି ତାତି। ୪୦ ଡ଼ିଗ୍ରୀ ଉପରେ ୧୧ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଏହା ପଛକୁ ବଲାଙ୍ଗିର ୪୨.୪, ଟିଟିଲାଗଡ଼ ୪୨, ସମ୍ବଲପୁର ୪୧.୯,…
ଟ୍ୱିନ୍ ସିଟି ମୁହାଁ କାଳବୈଶାଖୀ: ପ୍ରବଳ ବର୍ଷା, ପବନ ସହିତ ବିଜୁଳି ଘଡଘଡି ସମ୍ଭାବନା
ଭୁବନେଶ୍ୱର,୨୦।୪: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି। ରବିବାର ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସମେତ କଟକରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଭୁବନେଶ୍ୱରରେ ଶନିବାର…
Archives


