ମେଟ୍ରୋ

ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗର ଆଉ ୪ ଗିରଫ: ୬ କାର, ୬ ମୋବାଇଲ ଜବତ

କଟକ ଅଫିସ,୫।୭- ବମ୍ଫକୁଦ କାର ଲୁଟ୍‌ ଘଟଣାର ତଦନ୍ତ କରି କଟକ ସଦର ପୋଲିସ ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗ୍‌ର ଆଉ ୪ ଜଣ ସଦସ୍ୟଙ୍କୁ ଶୁକ୍ରବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ହାଉଡା ଜିଲାର ଶ୍ରୀକାନ୍ତ…

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ (୭)ଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ଏ ନେଇ ଶୁକ୍ରବାର ରଥ କମିଟି ଓ ପୋଲିସ…

ଛାତରୁ ପଡ଼ି ରୋଷେୟା ମୃତ: ପୋଲିସର ତଦନ୍ତ ଆରମ୍ଭ

କଟକ ରୋଡ଼, ୫।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଜଣେ ରୋଷେୟାଙ୍କର ଗୁରୁବାର ବିଳମ୍ବିତ ରାତିରେ ଛାତରୁ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା ନରସିଂହପୁର ଅଞ୍ଚଳର ସଞ୍ଜୟ ନାୟକ(୨୩)। ପ୍ରକାଶ ଯେ, ନରସିଂହ ବମିଖାଲ ଅଞ୍ଚଳର ଏକ…

ଅପହରଣ ପରେ ଯୁବକଙ୍କୁ ଟାୟାର ଜାଳି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ଓ ଉଗ୍ରତାରା ଛକ ନିକଟସ୍ଥ ଏକ ଜଙ୍ଗଲରୁ ଶୁକ୍ରବାର ସକାଳେ ହାଡ଼କଙ୍କାଳ ଜବତ ହୋଇଛି। ଏହା ନୟାଗଡ଼ ଜିଲା ଶରଣକୁଳ ଥାନା ଅନ୍ତର୍ଗତ କଲ୍ୟାଣପୁର ଗଁାର ରବି ପ୍ରଧାନ(୨୦)ଙ୍କର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ନିରାକାରପୁର…

ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ ନାହିଁ।…

ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ ଅଙ୍ଗନୱାଡି…

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌ ଛକ…

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ ଦର୍ଶନ ପାଇ ଭାବରେ ଭିଜିଲେ ଭକ୍ତ। ପରେ ଭଉଣୀ ଭାଇଙ୍କୁ ସାଥିରେ ଧରି…

ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ। ମହାରାଜ ସୁକଦେବ ଜେନାମଣି ଛେରାପହଁରା କରିଥିଲେ। ମନ୍ତ୍ରୀ ଗୁରୁପ୍ରସାଦ ମିଶ୍ର ପହଣ୍ଡିରେ ସାମିଲ…

ଜନ୍ମବେଦିରେ ପହଞ୍ଚିଲେ ଶ୍ରୀଜୀଉ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ନିକଟସ୍ଥ ଗୁରୁଜଙ୍ଗ, ମକୁନ୍ଦପ୍ରସାଦ, ଉଇଲକିଶନନଗର ଓ ଦଧିମାଛଗାଡିଆଠାରେ ରଥଯାତ୍ରା ଅନୁରୂପ ଭାବେ ଅନୁଷ୍ଠିତ ହୋଇଯାଇଛି। ଗୁରୁଜଙ୍ଗର ବିଶ୍ୱନାଥ ମନ୍ଦିରରୁ ଏକକ ଜଗନ୍ନାଥ ରଥାରୂଢ ହୋଇ ଟାଙ୍ଗିସାହିସ୍ଥିତ ମାଉସୀ ମା’ ମନ୍ଦିରକୁ ଯାଇଥିଲେ। ଧର୍ମ ପ୍ରକାଶ ମହାନ୍ତି ଛେରା…

ସୁରକ୍ଷା ଦାବିରେ ଆନ୍ଦୋଳନ କରିବ ବିଏଡ୍‌ ଶିକ୍ଷକ ସଂଘ

ଭୁବନେଶ୍ୱର,୫।୭(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଉପରେ ଆକ୍ରମଣ ବଢ଼ିଚାଲିଛି। କଟକ ଜିଲା ନିଆଳି ବ୍ଲକ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଚିସ୍ମିତା ମୁଦୁଲିଙ୍କୁ ଆକ୍ରମଣ ହୋଇଛି। ଶିକ୍ଷୟିତ୍ରୀ ଜଣକ ଏବେ ମରଣ ସହ ଲଢେଇ କରୁଛନ୍ତି। ରାଜ୍ୟ ବିଏଡ୍‌…

କଡ଼ା ସୁରକ୍ଷା ସତ୍ତ୍ୱେ ମାତିଲେ ଲୁଟେରା

ଭୁବନେଶ୍ୱର, ୫।୭(ବ୍ୟୁରୋ) : ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହାସତ୍ତ୍ୱେ ରଥଯାତ୍ରା ସମୟରେ ବିଭିନ୍ନ ସ୍ଥାନରେ ଲୁଟେରା ସକ୍ରିୟ ହୋଇଥିଲେ। କେବଳ ଇସ୍କନ ମନ୍ଦିର ରଥଯାତ୍ରାରେ ୨୦ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌, ପର୍ସ, ଭ୍ୟାନିଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri