ମାନ୍ଦା ଅର୍ଥନୀତି:ରାଜସ୍ବ ବୃଦ୍ଧି ଉପରେ ଅର୍ଥମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର,୨୮-୮(ବ୍ୟୁରୋ):ଜାତୀୟସ୍ତରରେ ଅର୍ଥନୈତିକ ଅବସ୍ଥା ଭଲ ନାହିଁ। ଏହାର ପ୍ରଭାବ ରାଜ୍ୟଗୁଡିକ ଅର୍ଥନୀତି ଉପରେ ପଡ଼ିବାର ଆଶଙ୍କା କରାଯାଉଛି। ତେଣୁ ରାଜ୍ୟ ଏହାକୁ କିପରି ମୁକାବିଲା କରିବ, ସେନେଇ ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତର ଦେଇ ଅର୍ଥମନ୍ତ୍ରୀ…
ସରକାରୀ ଚକ୍ରବୂ୍ୟହରେ ଫସିଛି ୧୪୦ ଗ୍ରାମାଞ୍ଚଳ ଆବାସିକ ପ୍ରକଳ୍ପ
ଭୁବନେଶ୍ୱର,୨୮-୮(ବ୍ୟୁରୋ):ନିଜର ଘର ଖଣ୍ଡେ ହେବ। ଜୀବନର ଶେଷ ଯାଏ ସେହି ଘରେ ଆନନ୍ଦରେ କଟିବ। ଏମିତି ଆଶା ରଖି ଲୋକମାନେ ଜୀବନର ସମସ୍ତ ରୋଜଗାର ଘର କିମ୍ବା ଜାଗା କିଣାରେ ଲଗାଇଥାନ୍ତି। ଅନେକ ସମୟରେ ନିଜର ଅଜ୍ଞତା କିମ୍ବା ସରକାରୀ କଟକଣା…
ଧର୍ମେନ୍ଦ୍ର ଓ ଜାପାନ ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମାତସୁଙ୍କ ଆଲୋଚନା:ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୮-୮(ବ୍ୟୁରୋ)କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନ ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଭୟ ଇସ୍ପାତ ଉପତ୍ାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ…
ଆଜିଠୁ ଖଡଗପୁର-କେନ୍ଦୁଝର ରୋଡରେ ନୂଆ ମେମୁ ଟ୍ରେନ
ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଖଡଗପୁର-ଯାଜପୁର କେନ୍ଦୁଝର ରୋଡରେ ଖଡଗପୁର ପାସେଞ୍ଜର ପରିବେର୍ତ୍ତ ନୂଆ ମେମୁ ଟ୍ରେନ ଗଡିବ। ଏନେଇ ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ବୁଧବାରଠାରୁ ଏହି ଟ୍ରେନ ଚଳାଚଳ ଆରମ୍ଭ କରିବ। ଖଡଗପୁର-ଯାଜପୁର କେନ୍ଦୁଝର ରୋଡ-ଖଡଗପୁର ମେମୁ (୬୮୧୦୯-୬୮୧୧୦) ଟ୍ରେନ…
ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ
ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ବିଶାଖାପାଟଣା-ଅମୃତସର-ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ(୧୮୫୦୭-୧୮୫୦୮) ବିଶାଖାପାଟଣାରୁ ସେପ୍ଟେମ୍ବର ୫ ଓ ୬ ଏବଂ ଅମୃତସରଠାରୁ ସେପ୍ଟେମ୍ବର…
ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରଣାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ା ଉକ୍ତ ପ୍ଲାଣ୍ଟ କାର୍ଯ୍ୟକ୍ଷମ…
ଖରାପ ପରୀକ୍ଷା ଫଳକୁ ନେଇ ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ:ଶୂନ, ୫୦%ରୁ କମ୍ ଫଳ କରିଥିବା ହାଇସ୍କୁଲ ଶିକ୍ଷକଙ୍କ ଦରମା ବନ୍ଦ ହେବ
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲର ଖରାପ ପରୀକ୍ଷା ଫଳକୁ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ୨୦୧୯ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ କୌଣସି ଛାତ୍ରୀଛାତ୍ର ପାସ୍ କରି ନ ଥିବା ଅର୍ଥାତ୍ ଶୂନ ଫଳ କରିଥିବା…
୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ…
ଜେଲ୍ ଗଲେ ସ୍ତ୍ରୀ ହତ୍ୟାକାରୀ ଗଣେଶ, ହତ୍ୟା ପରେ କଟା ମୁଣ୍ଡକୁ ଧରି ଆତ୍ମସମର୍ପଣ କରିଥିଲେ
କାକଟପୁର, ୨୭।୮(ଡି.ଏନ୍.ଏ.)-ଚରିତ୍ର ଉପରେ ସନ୍ଦେହ କରି ନିଜ ସ୍ତ୍ରୀଙ୍କୁ ନୃଶଂସ ଭାବେ ପିଟିପିଟି ହତ୍ୟା କରି ମୁଣ୍ଡଗଣ୍ଡି ଅଲଗା କରି କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ କରିଥିବା ଅସ୍ତରଙ୍ଗ ବ୍ଲକ ରାଇବେରୁଆଁ ଗ୍ରାମର ଗଣେଶ ବେହୁରାଙ୍କୁ ଜେଲ୍ ଯିବାକୁ ପଡ଼ିଛି।…
ସଦାଚାର ଗୃହ କମିଟିର ପ୍ରଥମ ବୈଠକ
ଭୁବନେଶ୍ୱର,୨୭।୮(ବ୍ୟୁରୋ)- ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସଦାଚାର ଗୃହ କମିଟିର ପ୍ରଥମ ବୈଠକ ବିଧାନସଭାର ୫୩ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅଧ୍ୟକ୍ଷ ସମସ୍ତ ସଦସ୍ୟମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ କମିଟିର ଭବିଷ୍ୟତ କାର୍ଯ୍ୟପନ୍ଥା ଓ…
ଆଦିମ ଜନଜାତି ମହିଳାଙ୍କ ପାଇଁ ‘ମମତା ଯୋଜନା’ ନିୟମ କୋହଳ: ଅବଧି ୫ ବର୍ଷ ବୃଦ୍ଧି
ଭୁବନେଶ୍ୱର,୨୭।୮(ବ୍ୟୁରୋ)- ରାଜ୍ୟ ସରକାରଙ୍କ ଦ୍ୱାରା ୨୦୧୧ ମସିହାରୁ ଆରମ୍ଭ କରାଯାଇଥିବା ‘ମମତା ଯୋଜନା’ରେ ଆଦିମ ଜନଜାତି ବର୍ଗ(ପିଭିଟିଜି)ର ମହିଳାମାନଙ୍କୁ ସାମିଲ କରାଯାଇଛି। ସେମାନଙ୍କ କ୍ଷେତ୍ରରେ ୨୦୧୪ ରୁ ୨୦୧୯ ଜୁଲାଇ ପର୍ଯ୍ୟନ୍ତ ଲାଗୁ ହୋଇଥିବା ଏହି ଯୋଜନାର ଅବଧିକୁ ଆଗାମୀ ପାଞ୍ଚ…
ଓଡ଼ିଶା ଆସିବେ ଜଗା କାଳିଆ, ସପ୍ତାହେ ଭିତରେ ହେବ ତାରିଖ ଘୋଷଣା
ଭୁବନେଶ୍ୱର, ୨୭ା୮(ବ୍ୟୁରୋ)- ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହୋଇ ଚିକିତ୍ସାଧୀନ ଥିବା ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଆସିବେ। ସେମାନଙ୍କର ପରବର୍ତ୍ତୀ ଚିକିତ୍ସା ଓ ରହଣି ପାଇଁ କଟକ ଏସ୍ସିବିରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ…

