ମେଟ୍ରୋ

ସଭାପତି ପଦରେ ରହିଲେ ନିରଞ୍ଜନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ, ୨୦୧୯ ସାଧାରଣ ନିର୍ବାଚନ ପାଇଁ ଗଠନ କରାଯାଇଥିବା ସମସ୍ତ କମିଟିକୁ ଭାଙ୍ଗି…

ସପ୍ତମ ଅର୍ଥନୈତିକ ଗଣନା ଆରମ୍ଭ:ଅଣକୃଷି ଅର୍ଥନୈତିକ କାର୍ଯ୍ୟକଳାପ ଜାଣିବାକୁ ବ୍ୟାପକ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ସପ୍ତମ ଅର୍ଥନୈତିକ ଗଣନା ସୋମବାରଠାରୁ ଆରମ୍ଭ କରାଯାଇଛି। ଲୋକସେବା ଭବନଠାରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଏହି ଗଣନାର ଶୁଭାରମ୍ଭ କରିଛନ୍ତି। ଏହାସହ ଅର୍ଥନୈତିକ ଗଣନା ନିମନ୍ତେ ସ୍ବତନ୍ତ୍ର ଭାବେ ଏକ ସ୍ବତନ୍ତ୍ର ମୋବାଇଲ୍‌ ଆପ୍‌ ଲୋକାର୍ପିତ ହୋଇଛି।…

ଆସୁଛି ୨ଟି ଲଘୁଚାପ:୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଆସନ୍ତା ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ତେବେ ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ…

ଲଲାଟ ଇନ୍ଦୁ ପରିଜାଙ୍କ ଦେହାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଲଲାଟ ଇନ୍ଦୁ ପରିଜାଙ୍କର ସୋମବାର କଟକସ୍ଥିତ ଏକ ଘରୋଇ ନର୍ସିଂହୋମରେ ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ପରିଜା ତାଙ୍କ କାର୍ଯ୍ୟକାଳ ମଧ୍ୟରେ…

ତଦନ୍ତ ଆଳରେ ରାଜକୋଷ ବରବାଦ: ୨୦ ବର୍ଷରେ ୨୭ ତଦନ୍ତ କମିଶନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଘଟୁଥିବା ଗୁଳିକାଣ୍ଡ, ହତ୍ୟା, ବଳାତ୍କାର, ମଦ ମୃତ୍ୟୁ, ପୋଲିସ ନିର୍ଯାତନା, ସାମ୍ପ୍ରଦାୟିକ ହିଂସା ଆଦି ବିଭିନ୍ନ ସତ୍ୟାସତ୍ୟ ଜାଣିବା ଘଟଣା ପାଇଁ ରାଜ୍ୟ ସରକାର ବସାଉଛନ୍ତି ତଦନ୍ତ କମିଶନ। ବର୍ଷ ପରେ ବର୍ଷ ଗଡ଼ି ଚାଲିଛି। ଶେଷ ହେଉନି…

ଦାୟିତ୍ୱ ଗ୍ରହଣ କଲେ ଅଗ୍ନିଶମ, ହୋମ୍‌ଗାର୍ଡ ଆଇଜି ଅସିତ୍‌ ପାଣିଗ୍ରାହୀ

କଟକ ଅଫିସ, ୨୭।୮: ଅଗ୍ନିଶମ ଓ ହୋମ୍‌ଗାର୍ଡ ନୁତନ ଆଇଜି ଭାବେ ଅସିତ୍‌ ପାଣିଗ୍ରାହୀ ସୋମବାର ଅଗ୍ନିଶମ ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଏହି ପଦବୀରେ କାର୍ଯ୍ୟରତ ଥିବା ରାଜେଶ କୁମାର ତାଙ୍କୁ ବିଧିବଦ୍ଧ ଭାବେ ଦାୟିତ୍ୱ ହସ୍ତାନ୍ତର…

ରବୀନ୍ଦ୍ରମଣ୍ଡପ-ବିମାନବନ୍ଦର ରାସ୍ତା ହେଲା ନୋ ଓଭରଟେକିଂ ଜୋନ୍‌: ଉଲ୍ଲଂଘନକାରୀଙ୍କୁ ଧରାଇବ ଡ୍ରୋନ୍‌

ଭୁବନେଶ୍ୱର, ୨୭।୮(ବ୍ୟୁରୋ):ରାଜଧାନୀରେ ବେପରୁଆ ଗାଡ଼ି ଚାଳକମାନେ ସାବାଡ଼ ହେବେ। ସାପ ଗଲା ଭଳି ଗାଡି ଚଲାଇ ଓଭରଟେକିଂ କରୁଥିଲେ ଚାଳକଙ୍କୁ ଧରିବ ଡ୍ରୋନ୍‍ କ୍ୟାମେରା। ଏହାପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ରବୀନ୍ଦ୍ରମଣ୍ଡପ ଛକରୁ ବିମାନବନ୍ଦର ରାସ୍ତାକୁ…

ରେଳ, ଟେଲିକମ୍‌, ବ୍ୟାଙ୍କିଙ୍ଗ ସୁବିଧା ଦିଅ: ନବୀନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମାଓବାଦୀ ପ୍ରଭାବିତ ଜିଲାଗୁଡିକରେ ପର୍ଯ୍ୟାପ୍ତ ରେଳ, ଟେଲି ଯୋଗାଯୋଗ ଏବଂ ବ୍ୟାଙ୍କ ସୁବିଧା ଯୋଗାଇ ଦିଆଯାଉ। ସୋମବାର ନୂଆଦିଲ୍ଲୀଠାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ମାଓବାଦୀପ୍ରବଣ ରାଜ୍ୟଗୁଡିକୁ ନେଇ ଅନୁଷ୍ଠିତ ଆନ୍ତଃରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ…

ହୀରାକୁଦ ଡ୍ୟାମ୍‌ରୁ ୩ ଗେଟ୍‌ ଦେଇ ଜଳ ନିଷ୍କାସିତ

ସମ୍ବଲପୁର, ୨୬ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ସୋମବାର ଅପରାହ୍ନ ସାଢ଼େ ୩ଟାରୁ ୩ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ପ୍ରତି ସେକେଣ୍ଡରେ ୭୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିବା ବେଳେ ୧ଲକ୍ଷ ୪୯ ହଜାର କ୍ୟୁସେକ ଜଳ…

ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୧୯

ଭୁବନେଶ୍ୱର,୨୬।୮(ବ୍ୟୁରୋ): ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପତ୍ର ପୁରସ୍କାର ଉତ୍ସବ-୨୦୧୯ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟେକ ବର୍ଷ ଉକ୍ତ ସମାରୋହ ୫ ଦିନ ଅନୁଷ୍ଠିତ…

ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିବ ଡ୍ରୋନ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଣିକି ଟ୍ରାଫିକ୍‌ ଜଗିବ ଡ୍ରୋନ୍‌ । ରବୀନ୍ଦ୍ରମଣ୍ଡପରୁ ଏୟାରପୋର୍ଟ ଛକଯାଏ ‘ନୋ ଓଭରଟେକିଂ’ ଜୋନ୍‌ ହେବ। ଏହା ସହ ଲେନ୍‌ ଡ୍ରାଇଭିଂ ପାଇଁ ମଧ୍ୟ ଚାଳକଙ୍କୁ କଡ଼ା ତାଗିଦ୍‌ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଡ୍ରୋନ୍‌ କ୍ୟାମେରା…

ଛାତ୍ର ସଂସଦ ନିର୍ବାଚନ ବନ୍ଦ ପ୍ରତିବାଦ: ରମାଦେବୀ ବିଶ୍ୱବିଦ୍ୟାଳୟ ଗେଟ୍‌ରେ ତାଲା, ଅରୁଣଙ୍କ ଫଟୋରେ କଳା ବୋଳିଲେ ଛାତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନକୁ ରାଜ୍ୟ ସରକାର ବନ୍ଦ କରିବା ପ୍ରତିବାଦରେ ସୋମବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗେଟ୍‌ରେ ଛାତ୍ରୀମାନେ ତାଲା ପକାଇଛନ୍ତି। ଏଥିସହ କଲେଜ ଗେଟ୍‌ ସମ୍ମୁଖରେ ବିକ୍ଷୋଭ କରିବା ସହ ଛାତ୍ରୀମାନେ ଧାରଣାରେ ବସିଛନ୍ତି। ନିର୍ବାଚନ ବନ୍ଦ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?