ମେଟ୍ରୋ

ରାଜ୍ୟ ସରକାରଙ୍କ ଘୋଷଣାକୁ ଗଜପତି ମହାରାଜାଙ୍କ ସ୍ବାଗତ: ଐତିହ୍ୟ, ପରମ୍ପରାକୁ ଦୃଷ୍ଟିରେ ରଖାଯାଉ

ପୁରୀ ଅଫିସ, ୨୫।୮: ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସ୍ବାଗତ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତେବେ ଐତିହ୍ୟ ଓ ପରମ୍ପରାକୁ ପ୍ରଥମେ ଦୃଷ୍ଟିରେ ରଖାଯାଉ ବୋଲି…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୮ରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର, ୨୫।୮(ବ୍ୟୁରୋ)/ ତାଳଚେର ଅଫିସ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ଉପକୂଳ ଓ ପଶ୍ଚିମ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି।…

ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର କାର୍ଯ୍ୟଧାରା ବଦଳିବ: ଓଡ଼ିଆରେ ହେବ ନଥି କାର୍ଯ୍ୟ

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମସ୍ତ ସରକାରୀ ନଥି କାର୍ଯ୍ୟ ଶତପ୍ରତିଶତ ଓଡ଼ିଆରେ ହେବ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ମନ୍ତ୍ର ଉପରେ ଗୁରୁତ୍ୱ ଦିଆଯିବା ସହ ସମସ୍ତ କାର୍ଯ୍ୟପ୍ରଣାଳୀକୁ ତ୍ୱରାନ୍ବିତ କରିବା ଲାଗି ଏବେ ତତ୍ପରତା ପ୍ରକାଶ…

ମୁଖ୍ୟମନ୍ତ୍ରୀଙ୍କ ୫-ଟିକୁ ଓପିଟିସିଏଲ୍‌ର ବେଖାତିର: ଅବସରପ୍ରାପ୍ତ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧିରେ ଅନିୟମିତତା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବଚ୍ଛ ଶାସନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରୟାସ କରୁଛନ୍ତି। ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ଓ୍ବାର୍କ, ଟେକ୍ନୋଲୋଜି, ଟାଇମ୍‌ ଆଣ୍ଡ ଟ୍ରାନ୍ସଫରମେଶନ)କୁ କଡ଼ାକଡ଼ି ଲାଗୁ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଉଛନ୍ତି। ହେଲେ ବଡବାବୁମାନେ ଏହି ନିର୍ଦ୍ଦେଶକୁ ଫୁ…

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ କରୁନାହାନ୍ତି। ହେଲେ ସହରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟ ସରକାର…

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା। ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି।…

ଜେଟ୍‌ଲୀଙ୍କ ବିୟୋଗ: ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା ସ୍ଥଗିତ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗ ଯୋଗୁ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ହେବାକୁ ଥିବା କର୍ମଶାଳା ସ୍ଥଗିତ କରାଯାଇଛି। ଦଳୀୟ ସାଙ୍ଗଠନିକ ନିର୍ବାଚନ ପାଇଁ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବାକୁ ଥିଲା।…

ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍‌ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି…

ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ରାଜ୍ୟ ଭାଜପା ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ତଥା ଏମ୍‌ପି ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର…

ଆଜିଠାରୁ ଭୁବନେଶ୍ୱର-ଜୁନାଗଡ଼ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୨୪।୮ (ବ୍ୟୁରୋ): କଳାହାଣ୍ଡିବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ୱରରୁ ଜୁନାଗଡ଼ ପର୍ଯ୍ୟନ୍ତ ସ୍ବତନ୍ତ୍ର ଭାବେ ଚାଲିବ ଟ୍ରେନ୍‌। ଭୁବନେଶ୍ୱର-ଜୁନାଗଡ଼ ରୋଡ୍‌-ଭୁବନେଶ୍ୱର ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଶନିବାରଠାରୁ ଯାତ୍ରା ଆରମ୍ଭ କରିବ। ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ ସହ ଯୋଡ଼ି ହୋଇ ଜୁନାଗଡ଼ ଯାଉଥିଲା…

ଅକ୍ଟୋବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ୭ ଜଣିଆ କମିଟି ଗଠନ କରିଛନ୍ତି।…

ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦ୍ରାପଡା, ମୟୂରଭଞ୍ଜ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?