ମାନସିକ ରୋଗୀଙ୍କୁ ଏକ୍ସପାଏରି ମେଡିସିନ
କଟକ ଅଫିସ, ୩।୭: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ମେଡିସିନ। ଏହି ମେଡିସିନ ଖାଇ ଜଣେ ରୋଗୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମାନସିକ ରୋଗ ଚିକିତ୍ସା ପ୍ରତିଷ୍ଠାନରେ ଘଟିଛି। ଗୁରୁତର…
ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ
ତିହିଡି,୩।୭(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ, ଶାନ୍ତିଶୃଙ୍ଖଳା…
ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି କଟକ ଓ ଭୁବନେଶ୍ୱରରେ ମଧ୍ୟ ରଥଯାତ୍ରାରେ ଏକାଧିକ ଭିଡ ରହିବ। ଏହାକୁ ଦୃଷ୍ଟିରେ ରଖି…
ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର
ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି। ତିନିରଥ, ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ପର୍ଯ୍ୟାପ୍ତ ପରିମାଣ ଫୁଲରେ ସଜାଇବେ ବୋଲି ଆଗ୍ରହ…
ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍,୨ ବାଇକ୍, ବନ୍ଧୁକ ଜବତ
ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍ ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍ ସହ ଅପହରଣ କରି ନେଉଥିବାବେଳେ ଦୁର୍ଘଟଣା ଯୋଗୁ ସଫଳ ହୋଇପାରି ନ ଥିଲେ। ଏହି ଘଟଣାରେ…
ରଥତ୍ରୟ ଦାରୁବ୍ରହ୍ମଙ୍କର ଆସନ ବିଗ୍ରହ
ପୁରୀ ଅଫିସ,୩ା୭: ଦିନକ ପରେ ଅର୍ଥାତ୍ ଆସନ୍ତା ୪ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ରଥ କେବଳ କାଷ୍ଠର ରଥ ବା ସାଧାରଣ ରଥ ନୁହଁନ୍ତି। ଏହି ରଥତ୍ରୟ ସ୍ବୟଂ ଦାରୁବ୍ରହ୍ମଙ୍କର…
ଐତିହ୍ୟ ପୃଷ୍ଠାରୁ…: ସରସ୍ବତୀଙ୍କ ପ୍ରତୀକ ରୂପେ ପୂଜା ପାଏ ମାଦଳାପାଞ୍ଜି
ଶ୍ରୀମନ୍ଦିର ସ୍ବତ୍ୱଲିପିରେ ଅଛି-ତଢାଉକରଣ ରୂପେ ମାଦଳାପାଞ୍ଜି ଦିନକୁ ଦିନ ଗଡ଼ାଇ ଲେଖିବେ। ପୁରୁଣା ପାଞ୍ଜିଗୁଡ଼ିକୁ ହଳଦୀ କେଶର ଲଗାଇ ଅବିକଳ ଅବସ୍ଥାରେ ରଖିବେ। ଯେଉଁଦିନ ଯେଉଁ ଯାତ୍ରା ହୋଇବ ସେହିଦିନ ପୁରୁଣା ମାଦଳାପାଞ୍ଜି ପଢି ପାଇକ, ଲେଙ୍କା, ମହାଜନ ଓଗେରଙ୍କୁ ଦେଉଳକରଣଙ୍କ…
କଳସ ଉଠିଲା, ଓଲଟ ଶୁଆ ଲାଗିଲା
ପୁରୀ ଅଫିସ,୩ା୭: ଆଉ ଦିନକ ପରେ ରଥଯାତ୍ରା। ଶ୍ରୀନହର ସମ୍ମୁଖ ରଥଖଳାରେ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମଙ୍ଗଳବାର ତିନିରଥର ଦ୍ୱାର ବେଢା ଉଠିବା କାର୍ଯ୍ୟ ଶେଷ ହୋଇଛି। ଏହାସହିତ କଳସ ସ୍ଥାପନ କରାଯାଇଛି। କଳସର ଦୁଇ…
ଶ୍ରୀମନ୍ଦିରର ନୂତନ ୱେବ୍ସାଇଟ୍ ଉନ୍ମୋଚିତ : ଇଣ୍ଟରନେଟ୍ରେ ମହାପ୍ରଭୁଙ୍କ କଥା
ପୁରୀ ଅଫିସ,୩ା୭: ମହାପ୍ରଭୁଙ୍କ ସମ୍ପର୍କରେ ଏଣିକି ଟିକିନିକି କଥା ସହଜରେ ଜାଣି ହେବ। ମାଉସ୍ କ୍ଲିକ କରିବା ମାତ୍ରେ ବାହାରିବ ସବୁକିଛି ତଥ୍ୟ। ଏଥିପାଇଁ ମଙ୍ଗଳବାର ଶ୍ରୀମନ୍ଦିରର ନୂତନ ଅଫିସିଆଲ ୱେବ୍ସାଇଟ୍ www.shreejagannatha.in ଉନ୍ମୋଚିତ ହୋଇଛି। ଶ୍ରୀନହର ପରିସରରେ ଗଜପତି ମହାରାଜା…
ବାଘଛାଲ ର଼୍ୟାକେଟରେ ପୋଲିସ
ଭୁୁବନେଶ୍ୱର, ୩ା୭(ବ୍ୟୁରୋ): ଦେବଗଡ଼ ଜିଲା ବାରକୋଟ ଅଞ୍ଚଳରୁ କଲରାପତରିଆ ବାଘଛାଲ ଜବତ ଘଟଣାରେ ସମ୍ପୃକ୍ତ ର଼୍ୟାକେଟର ପର୍ଦ୍ଦାଫାଶ ହେବାରେ ଲାଗିଛି। ଏହି ର଼୍ୟାକେଟରେ କେତେଜଣ ପୋଲିସ ସମ୍ପୃକ୍ତ ଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ତଦନ୍ତରୁ ଜାଣିବା ପରେ ପଦକ୍ଷେପ ଆରମ୍ଭ କରିଛି।…
କାଳିନ୍ଦୀଚରଣ ପାଣିଗ୍ରାହୀଙ୍କ ଜୟନ୍ତୀ ସମାରୋହ: ଓଡ଼ିଆରେ ‘ପଠନ ଆନ୍ଦୋଳନ’ ଆଜିର ଆବଶ୍ୟକତା
ଭୁବନେଶ୍ୱର,୩ା୭(ବ୍ୟୁରୋ): ‘ହ୍ୟାରି ପଟର୍’ ସିରିଜର ଲେଖିକା ଜେ.କେ. ରାଓଲିଂ ନିଜ ଲେଖା ମାଧ୍ୟମରେ ଯୁବ ପାଠକମାନଙ୍କୁ ଆକୃଷ୍ଟ କରି ସେମାନଙ୍କ ମଧ୍ୟରେ ପୁଣିଥରେ ବହି ପଢିବା ପାଇଁ ଯେପରି ଆଗ୍ରହ ସୃଷ୍ଟି କରିପାରିଛନ୍ତି, ଓଡ଼ିଆ ଭାଷାରେ ମଧ୍ୟ ସେହିପରି ପାଠକ ସୃଷ୍ଟିର…
ଦୁର୍ବିପାକ ସତ୍ତ୍ୱେ କୃଷି ଉତ୍ପାଦନ ବଢିଛି: ମନ୍ତ୍ରୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଦୃଢ ପ୍ରତିବଦ୍ଧ। କୃଷକମାନଙ୍କର କଲ୍ୟାଣ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ଆମର ଚିର ସହଚର। ୨୦୦୦-୦୧ରୁ ୨୦୧୮ ମଧ୍ୟରେ ରାଜ୍ୟରେ ୮ଥର ମରୁଡି, ୯ଥର ବନ୍ୟା,…
Archives


