ଦୁର୍ବିପାକ ସତ୍ତ୍ୱେ କୃଷି ଉତ୍ପାଦନ ବଢିଛି: ମନ୍ତ୍ରୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଦୃଢ ପ୍ରତିବଦ୍ଧ। କୃଷକମାନଙ୍କର କଲ୍ୟାଣ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ଆମର ଚିର ସହଚର। ୨୦୦୦-୦୧ରୁ ୨୦୧୮ ମଧ୍ୟରେ ରାଜ୍ୟରେ ୮ଥର ମରୁଡି, ୯ଥର ବନ୍ୟା,…
‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ
ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କାହିଁକି ପ୍ରତ୍ୟକ୍ଷ ନଗଦ ସୁବିଧା ପ୍ରଦାନ ଯୋଜନା ଘୋଷଣା କରାଯାଇଛି…
ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ ରହି ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…
ବଜେଟ ଆଲୋଚନା: ଅର୍ଥ ମନ୍ତ୍ରୀଙ୍କ ଉତ୍ତର: ଗଠନଧର୍ମୀ ମତାମତକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର ବିରୋଧୀ ଦଳର ଗଠନଧର୍ମୀ ପ୍ରସ୍ତାବକୁ ଗ୍ରହଣ କରିବେ। ଉତ୍ତମ ପ୍ରସ୍ତାବକୁ ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରାଯିବ। ସରକାର ସୀମା ଭିତରେ ରହି ଋଣ କରୁଛନ୍ତି। ଏପରି କି ନିୟମିତ ବ୍ୟବଧାନରେ ପରିଶୋଧ ମଧ୍ୟ କରାଯାଉଛି। ତେଣୁ ରାଜ୍ୟର…
୩ ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗର ନୋଟିସ
ଭୁବନେଶ୍ୱର, ୩ା୭(ବ୍ୟୁରୋ): ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନୁଦାନ ଅର୍ଥକୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରୁସା…
ମହାପ୍ରଭୁଙ୍କ ନବଯୌବନ ଦର୍ଶନ
ପୁରୀ ଅଫିସ, ୩ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ…
ସେସୁ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ଜାତୀୟ ଷ୍ଟକ୍ ଏକ୍ସଚେଞ୍ଜରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜମା
କଟକ ଅଫିସ, ୩।୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଯାଞ୍ଚ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ସେଲ୍ ପକ୍ଷରୁ ସାହୁଙ୍କ ପାରାଦୀପଠାରେ…
ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ
ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ ରହିଛି। ଆସନ୍ତା ୬ ତାରିଖ ଯାଏ ଆଉ ବର୍ଷା ହେବାର ସମ୍ଭାବନା ନାହିଁ। କାଁ…
ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ
ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ…
ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା
କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର ଡାକ୍ତର ହିରଣ୍ୟ ମହାନ୍ତିଙ୍କ ନେତୃତ୍ୱରେ ଗଠିତ ଏହି ଟିମ୍ରେ ଶିଶୁ ସର୍ଜରୀ ବିଭାଗର…
ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ
ଗୋପ/କାକଟପୁର, ୨।୭(ଡି.ଏନ୍.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର ଜୀବନରେଖା ପବିତ୍ର ପ୍ରାଚୀ ନଦୀ ଅବବାହିକାରେ ପୂର୍ବପରି ବନାଞ୍ଚଳ ସୃଷ୍ଟି, ମଧୁର ଜଳ…
ରଥଯାତ୍ରା ପାଇଁ ଟ୍ରାଫିକ୍ କଟକଣା: ଏନ୍ଏଚ୍ରେ ୨୪ ଘଣ୍ଟିଆ ପାଟ୍ରୋଲିଂ, ଦୁର୍ଘଟଣା ଗାଡ଼ି ଉଠାଇବା ପାଇଁ ରହିବ କ୍ରେନ୍
କଟକ ଅଫିସ, ୨।୭-ଆସନ୍ତା ୪ ତାରିଖରେ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। କେବଳ ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବାକୁ ଯାଉଛି। କଟକରେ ରଥଯାତ୍ରା ପାଳନ ପାଇଁ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି କରାଯାଇଛି। ଏହା କିପରି…
Archives


