ମେଟ୍ରୋ

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି। ମଙ୍ଗଳବାର ଆଉ ଦୁଇଟି ଦୁଆର ବେଢା ଉଠିବା ପରେ ଧ୍ୱଜବତା ଉଠିବ। ଏହାପରେ କଳସ…

ନବଯୌବନ ଲୀଳାରୁ ପାବନ ମଣିଷ

ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରତିବର୍ଷ ଅଣସର ଲୀଳା ପରେ ନବଯୌବନ ରୂପରେ ଦର୍ଶନ ଦିଅନ୍ତି। ଶ୍ରୀଜଗନ୍ନାଥ ଧାମ ବ୍ୟତୀତ ବର୍ଷକୁ ଥରେ ନିଶ୍ଚିତ ଭାବରେ ନବଯୌବନ ରୂପରେ ଦର୍ଶନ ଦେବା ପରମ୍ପରା ଅନ୍ୟତ୍ର ପ୍ରଚଳିତ ନାହିଁ। ତେବେ ଶ୍ରୀଜଗନ୍ନାଥଙ୍କ ଉପାସନାରେ ପ୍ରତ୍ୟେକ ଲୀଳାର…

ଶହୀଦଙ୍କ ପରିବାରକୁ ମିଳିଲା ସହାୟତା

ଭୁବନେଶ୍ୱର,୨।୭(ବ୍ୟୁରୋ) ଶହୀଦ ମନୋଜ କୁମାର ବେହେରା ଏବଂ ପ୍ରସନ୍ନ କୁମାର ସାହୁଙ୍କ ପରିବାରକୁ ସୋମବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଆର୍ଥିକ ସହାୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ପରିମାଣର ଚେକ୍‌ ଦୁଇ ଶହୀଦଙ୍କ ପରିବାରକୁ ପ୍ରଦାନ କରିଛନ୍ତି। ଖରିଆର…

ଶାସକ ଦଳକୁ ବିଷ୍ଣୁ, ସୁରେଶଙ୍କ ସମାଲୋଚନା

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିସାରିଛନ୍ତି। ଏହା ଉପରେ ସୋମବାରଠାରୁ ବିଧାନସଭାରେ ଆଲୋଚନା ଆରମ୍ଭ ହୋଇଛି। ଅଧିବେଶନର ଦ୍ୱିତୀୟାର୍ଦ୍ଧରେ ବିଭିନ୍ନ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ଘୋଷଣା ପରେ ବିରୋଧୀ ଦଳ…

‘ବାତ୍ୟା ଘରଭଙ୍ଗା ସର୍ଭେରେ ଜାଲିଆତି ହୋଇଛି’

ଭୁବନେଶ୍ୱର,୨।୭(ବ୍ୟୁରୋ): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀକୁ ନେଇ ବିଧାନସଭାରେ ବିରୋଧୀ ଶାସକ ଦଳକୁ ହଲାପଟ ା କରିଛନ୍ତି। ପୁରୀ ଜିଲାର ବହୁ ବାତ୍ୟା ବିପନ୍ନଙ୍କ ଘରକୁ ବିଦ୍ୟୁତ୍‌ ପହଞ୍ଚି ପାରିଲାନାହିଁ। ଲୋକମାନଙ୍କ ଧନୀସମ୍ପତି ଉଜୁଡିଯାଇଛି। ଏ ପର୍ଯ୍ୟନ୍ତ…

୮ ଜିଲାରେ ସୁନାର ସନ୍ଧାନ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଭାରତୀୟ ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଦିଆଯାଇଥିବା ସୂଚନାକୁ ଆଧାରକରି ରାଜ୍ୟ ସରକାର ଏହି ତଥ୍ୟ ସୋମବାର ବିଧାନସଭାରେ ରଖିଛନ୍ତି। ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି ଯେ, କେନ୍ଦୁଝର, ମୟୂରଭଞ୍ଜ,…

ପ୍ରଦୀପ୍ତ, ଭେନୁଗୋପାଳଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟା

ଭୁବନେଶ୍ୱର,୧।୭(ବ୍ୟୁରୋ)- ରାଜ୍ୟରେ କାର୍ଯ୍ୟରତ ୧୯୮୮ ବ୍ୟାଚ୍‌ର ଦୁଇଜଣ ଆଇଏଏସ୍‌ ଅଫିସର  ପ୍ରଦୀପ୍ତ ମହାପାତ୍ର ଏବଂ ସି.ଜେ. ଭେନୁଗୋପାଳମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ସେମାନେ ନିଜ ପୂର୍ବ ଦାୟିତ୍ୱର କାର୍ଯ୍ୟ ଜାରି ରଖିବେ। ପଦୋନ୍ନତି ହୋଇଥିବାରୁ ଏହି ଦୁଇ ପ୍ରଶାସନିକ ଅଧିକାରୀ…

ରାଜ୍ୟରେ ୨୮୫୧ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯ ଡାକ୍ତର ପଦବୀ ଖାଲି ପଡ଼ିଥିବାବେଳେ ସୁନ୍ଦରଗଡରେ ୧୫୭, କଳାହାଣ୍ଡି ଓ ବାଲେଶ୍ୱରେ ୧୩୨, କୋରାପୁଟରେ…

ରାଜ୍ୟର ଅଧା ଜିଲା ମାଓବାଦୀ ପ୍ରଭାବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ଅଧା ଜିଲା ମାଓବାଦୀ କାର୍ଯ୍ୟକଳାପ ଦ୍ୱାରା ପ୍ରଭାବିତ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଶ୍ରେଣୀ ବିଭାଗ ଅନୁଯାୟୀ କୋରାପୁଟ ଏବଂ ମାଲକାନଗିରି ଅତ୍ୟନ୍ତ ବାମପନ୍ଥୀ ଉଗ୍ରବାଦ ପ୍ରଭାବିତ ଜିଲା। ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ବିଧାନସଭାରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି…

୯ ଜିଲାର ଚାଷୀ ଫସଲ ବୀମା ପାଇନାହାନ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ) କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ୨୦୧୭ରୁ ଏପର୍ଯ୍ୟନ୍ତ ୯ଟି ଜିଲାର ଚାଷୀ ଫସଲ ବୀମା ପାଇ ନ ଥିବା ବିଷୟ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ କହିଥିଲେ ଯେ, ମରୁଡ଼ି ପରେ ଚାଷୀଙ୍କ ଅବସ୍ଥା ଭଲ ନାହିଁ।…

ବିଧାନସଭା ସ୍ଥାୟୀ କମିଟି ଅଧ୍ୟକ୍ଷ, ସଦସ୍ୟଙ୍କ ନାଁ ଘୋଷିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭାର ୧୦ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ଗୃହରେ ଘୋଷଣା କରିଛନ୍ତି। ଏହି ଅଧ୍ୟକ୍ଷମାନେ ହେଉଛନ୍ତି- କିଶୋର ମହାନ୍ତି, ନୃସିଂହ ସାହୁ, ପ୍ରଫୁଲ୍ଲ ସାମଲ, ଭୂପିନ୍ଦର ସିଂ, ଅଶ୍ୱିନୀ ପାତ୍ର, ନରସିଂହ…

ମୁଲତବୀ ପ୍ରସ୍ତାବକୁ ନେଇ ହଟ୍ଟଗୋଳ: ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧।୭(ବ୍ୟୁରୋ) କୃଷି ଓ କୃଷକଙ୍କ ମୁଲତବୀ ପ୍ରସ୍ତାବ କାହିଁକି ଗ୍ରହଣ କରାଗଲାନାହିଁ, ଏହାର ଜବାବ ଦିଆଯାଉ ତା’ପରେ ଗୃହ ଚାଲିବ। ସୋମବାର ପ୍ରଶ୍ନୋତ୍ତର ଆରମ୍ଭରୁ କଂଗ୍ରେସ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅଚଳ ହୋଇଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri