ମେଟ୍ରୋ

ବିଧାନସଭା ସ୍ଥାୟୀ କମିଟି ଅଧ୍ୟକ୍ଷ, ସଦସ୍ୟଙ୍କ ନାଁ ଘୋଷିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭାର ୧୦ ସ୍ଥାୟୀ କମିଟି ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ନାମ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୋମବାର ଗୃହରେ ଘୋଷଣା କରିଛନ୍ତି। ଏହି ଅଧ୍ୟକ୍ଷମାନେ ହେଉଛନ୍ତି- କିଶୋର ମହାନ୍ତି, ନୃସିଂହ ସାହୁ, ପ୍ରଫୁଲ୍ଲ ସାମଲ, ଭୂପିନ୍ଦର ସିଂ, ଅଶ୍ୱିନୀ ପାତ୍ର, ନରସିଂହ…

ମୁଲତବୀ ପ୍ରସ୍ତାବକୁ ନେଇ ହଟ୍ଟଗୋଳ: ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧।୭(ବ୍ୟୁରୋ) କୃଷି ଓ କୃଷକଙ୍କ ମୁଲତବୀ ପ୍ରସ୍ତାବ କାହିଁକି ଗ୍ରହଣ କରାଗଲାନାହିଁ, ଏହାର ଜବାବ ଦିଆଯାଉ ତା’ପରେ ଗୃହ ଚାଲିବ। ସୋମବାର ପ୍ରଶ୍ନୋତ୍ତର ଆରମ୍ଭରୁ କଂଗ୍ରେସ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଫଳରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅଚଳ ହୋଇଯାଇଥିଲା।…

ବିଧାୟକଙ୍କୁ ମିଳିବ ରଥଯାତ୍ରା କର୍ଡନ ପାସ୍‌

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଶ୍ରୀଜୀଉଙ୍କ ରଥଯାତ୍ରା ପାଳନ ହେବ। ଏହି ରଥଯାତ୍ରାରେ ଯୋଗଦେବାକୁ ଚାହୁଁଥିବା ବିଧାୟକମାନଙ୍କୁ କାର ଓ କର୍ଡନ ପାସ୍‌ ଦିଆଯିବ। ସେମାନେ ବିଧାନସଭା ସଚିବଙ୍କ ନିକଟରୁ ପାସ୍‌ ସଂଗ୍ରହ କରିପାରିବେ। ସୋମବାର ଏହା ଘୋଷଣା କରିଛନ୍ତି ବାଚସ୍ପତି…

ରାଜ୍ୟରେ ମୁଣ୍ଡ ପିଛା ଋଣ ୧୭ ହଜାର

ଭୁବନେଶ୍ୱର, ୨।୭(ବ୍ୟୁରୋ): ରାଜ୍ୟବାସୀ ବର୍ତ୍ତମାନ ଋଣଭାରରେ ବୁଡି ରହିଛନ୍ତି। ଏପରିକି ଛୁଆଟିଏ ଜନ୍ମ ହେଉ ହେଉ ମୁଣ୍ଡଭାର ତାକୁ ମୁଣ୍ଡାଇବାକୁ ପଢ଼ୁଛି। ରାଜ୍ୟ ସରକାର ଏମିତି ତଥ୍ୟ ରଖି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ୨୦୧୮-୧୯ ଆର୍ଥିକ ବର୍ଷ ଶେଷସୁଦ୍ଧା ରାଜ୍ୟର ଋଣଭାର…

ଆଜି ନବଯୌବନ ଦର୍ଶନ

ପୁରୀ ଅଫିସ, ୨।୭ ଶେଷ ହୋଇଛି ମହାପ୍ରଭୁଙ୍କ ୧୪ ଦିନର ଅଣସର। ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମଧ୍ୟାହ୍ନରେ ଦଇତାପତିମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ଦାରୁବିଗ୍ରହଙ୍କ ନବଯୌବନ…

ପୋଲାଭରମ୍‌ କାର୍ଯ୍ୟ ବନ୍ଦ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର, ୨।୭(ବ୍ୟୁରୋ) ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ପୋଲାଭରମ୍‌ ନିର୍ମାଣ ର୍ପୂ୍‌ବରୁ ଏହାକୁ ନେଇ ଚାଲିଥିବା ବିବାଦ ସମାଧାନ…

ଦୂରଦର୍ଶନରେ ରଥଯାତ୍ରାର ସିଧା ପ୍ରସାରଣ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଦୂରଦର୍ଶନରେ ଆସନ୍ତା ୪ତାରିଖ ଦିନ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧା ପ୍ରସାରଣ ହେବ। ଡିଡି ଓଡ଼ିଆରେ ସକାଳ ୮ଟା ୩୦ରୁ ରଥଟଣା ଶେଷ ପର୍ଯ୍ୟନ୍ତ, ଡିଡି ନ୍ୟାଶନାଲରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏବଂ ଡିଡି…

କନିଷ୍ଠ ଯନ୍ତ୍ରୀଙ୍କୁ ବସ୍‌ଉଠ୍‌ କରାଇବା ମାମଲା: ଝାରପଡ଼ା ଜେଲ୍‌ରେ ରହିଲେ ପାଟଣାଗଡ଼ ବିଧାୟକ

ଭୁବନେଶ୍ୱର,୨।୭ (ବ୍ୟୁରୋ): ନିମ୍ନମାନର ରାସ୍ତା କାମକୁ ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ (ଜେଇ)ଙ୍କୁ ରାସ୍ତା ଉପରେ ବସ୍‌ଉଠ୍‌ କରାଇବା ମାମଲାରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟରେ ହୋଇଥିଲା। ଓକିଲମାନେ କାର୍ଯ୍ୟବନ୍ଦ…

ଆହୁରି ଦୁଇଦିନ ବର୍ଷିବ

ଭୁବନେଶ୍ୱର, ୨।୭(ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ରବିବାରଠାରୁ ଆରମ୍ଭ ହୋଇଥିବା ବର୍ଷା କେତେବେଳେ ଛେଚୁଛିି ତ’ ଆଉ କେତେବେଳେ ଝିପିଝିପି ହେଉଛି। ସୋମବାର ସୁଦ୍ଧା ଓଡ଼ିଶାର ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ…

୮ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆଜିଠୁ ମିଳିବ ଆଡମିଟ୍‌ କାଡର୍ର୍

କଟକ ଅଫିସ,୨।୭: ଆସନ୍ତା ୮ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଏଥିପାଇଁ ଆଡମିଟ୍‌ କାର୍ଡ ମଙ୍ଗଳବାରଠାରୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ୱେବସାଇଟ www.bseodisha.ac.inରେ ଉପଲବ୍ଧ ହେବ। ଏହାକୁ ପରୀକ୍ଷାର୍ଥୀ ଡାଉନଲୋଡ କରିପାରିବେ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ନୀହାର…

ଶ୍ରେଣୀଗୃହରେ ଶିକ୍ଷୟିତ୍ରୀଙ୍କୁ କଟୁରିରେ ଆକ୍ରମଣ

ନିଆଳି, ୨ା୭(ଡି.ଏନ୍‌.ଏ.): ନିଆଳି ଥାନା ଅନ୍ତର୍ଗତ ବିନିଶିପୁର ପଞ୍ଚାୟତ ଆମ୍ବାପଡ଼ା ପ୍ରାଥମିକ ବିଦ୍ୟାଳୟରେ ସୋମବାର ପୂର୍ବାହ୍ନରେ ପାଠପଢ଼ା ଚାଲିଥିବାବେଳେ ଆତଙ୍କ ଖେଳିଯାଇଥିଲା। କାରଣ ବିଭୂତି ମହାନ୍ତି(୪୩) ନାମକ ଜଣେ ଯୁବକ କଟୁରି ଧରି ଶ୍ରେଣୀ ଗୃହରେ ପଶି ଶିକ୍ଷୟିତ୍ରୀ ଶୁଚିସ୍ମିତା ମୁଦୁଲିଙ୍କୁ…

ଅପରେଶନ ପାଇଁ ଡିସେମ୍ବର ଯାଏ ଅପେକ୍ଷା

କଟକ ଅଫିସ,୨।୭: ୨୦୧୫ ଅଗଷ୍ଟ ଶେଷ ସପ୍ତାହରେ କଟକ ଶିଶୁଭବନ ଜାତୀୟ ଗଣମାଧ୍ୟମର ଆକର୍ଷଣରେ ରହିଥିଲା। କାରଣ ଗୋଟିଏ ସପ୍ତାହରେ ଏହି ପ୍ରିମିୟର ସ୍ବାସ୍ଥ୍ୟାନୁଷ୍ଠାନରେ ୫୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଫଳରେ ତତ୍କାଳୀନ ଶିଶୁଭବନ ଅଧୀକ୍ଷକ, ପ୍ରଶାସନିକ ଅଧିକାରୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri