ମେଟ୍ରୋ

ଆଗେଇପାରୁନି ଆଚାର୍ଯ୍ୟ ବିହାର-ବାରଙ୍ଗ ସମାନ୍ତରାଳ ରାସ୍ତା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ହୁ ହୁ ବଢୁଛି ରାଜଧାନୀର ଜନସଂଖ୍ୟା। ପରିବ୍ୟାପ୍ତ ହୋଇଚାଲିଛି ସହରର ଆକାର। ସ୍ମାର୍ଟସିଟି ହେବାପରଠାରୁ ଭୁବନେଶ୍ୱରରେ ରହିବାକୁ ରାଜ୍ୟ ତଥା ବାହାରୁ ଲୋକଙ୍କ ସୁଅ ଛୁଟୁଛି। ଗାଡ଼ିମୋଟର ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ହେଲେ ସେହି ଅନୁପାତରେ ରାସ୍ତା ପ୍ରଶସ୍ତ…

ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ ନିର୍ବାଚନ ପ୍ରକ୍ରିୟା ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସମ୍ଭାବନା ରହିଥିବାବେଳେ ଏବେଠାରୁ କ୍ୟାମ୍ପସରେ ଉଷ୍ଣତା…

ଗେଷ୍ଟ ହାଉସରେ ସେକ୍ସ ର଼୍ୟାକେଟ, ୨ ଗିରଫ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ ନିକଟ ଏକ ଗେଷ୍ଟ ହାଉସରେ ସେକ୍ସ କାରବାର ଚାଲିଥିଲା। ଏ ସମ୍ପର୍କରେ ସୂଚନା ମିଳିବା ପରେ ମଙ୍ଗଳବାର ଖଣ୍ଡଗିରି ଥାନା ପୋଲିସ ଅଚାନକ ଚଢ଼ାଉ କରି ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହାସହ…

ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ ନିୟନ୍ତ୍ରଣ, ନିଶା କାରବାରରେ ରୋକ, ଟ୍ରାଫିକ୍‌ ସୁପରିଚାଳନା, ନିରପେକ୍ଷ ତଥ୍ୟଭିତ୍ତିକ ତଦନ୍ତ, ଜନସାଧାରଣଙ୍କୁ ପୋଲିସର…

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ ଦାୟିତ୍ୱ…

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…

ବଜ୍ରପାତରେ ୬ ମୃତ, ୪ ଗୁରୁତର

ଭୁବନେଶ୍ୱର, ୨୧ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ଟଳି ନ ଥିବାବେଳେ ପୁଣି ଆରମ୍ଭ ହୋଇଛି ବର୍ଷା। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏପରିସ୍ଥଳେ ବଜ୍ରପାତ ଚିନ୍ତା ବଢ଼ାଇ ଦେଇଛି। ବୁଧବାର ଅପରାହ୍ନରେ ହୋଇଥିବା ବଜ୍ରପାତ ୬ଜଣଙ୍କର…

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଆଦି…

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି ଫେରିବେ…

ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି। ସର୍ଦ୍ଦାର…

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…

ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବାଉଁଶ ସମ୍ପର୍କିତ କାର୍ଯ୍ୟକଳାପ ଏବଂ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?