ନିଜକୁ ନିଜେ ଗୁଳି କରି ଫସିଲେ ଜେଲ୍ ଫେରନ୍ତା
ଭୁବନେଶ୍ୱର,୨୦ା୪: ଭୁବନେଶ୍ବର ବାଲିପାଟଣା ଗୁଳିକାଣ୍ଡ ଘଟଣାରେ ନୂଆ ଟ୍ବିଷ୍ଟ। ଜେଲ୍ ଫେରନ୍ତା ନିଜକୁ ନିଜେ ଗୁଳି କରି ଶେଷରେ ଫସି ଯାଇଛନ୍ତି। ସୂଚନାଯୋଗ୍ୟ, ୨୦୨୪ରେ ଏକ ବଳାତ୍କାର ମାମଲାରେ ଜେଲ୍ ଯାଇ ଫେରିଥିଲେ ଅଭିଯୁକ୍ତ। ତେବେ ବଳାତ୍କାର ପୀଡ଼ିତାଙ୍କ ପରିବାରକୁ ଫସାଇବା…
ରତ୍ନଭଣ୍ଡାରକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ମରାମତି ହୋଇ ନ ଥିଲେ…
ଭୁବନେଶ୍ୱର,୨୦ା୪: ରତ୍ନଭଣ୍ଡାର ମରାମତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଠିକ୍ ସମୟରେ ମରାମତି ହୋଇ ନ ଥିଲେ ଏହା ଭୁଶୁଡ଼ି ପଡ଼ିଥାନ୍ତା। ଏବେ ଯେଉଁ ମରାମତି ହୋଇଛଇ ତାହା ଆସନ୍ତା ୧୦୦…
Heavy rain in Odisha: ୨୪ଘଣ୍ଟାରେ କାଳବୈଶାଖୀ ଆଲର୍ଟ, ୧୩ ଜିଲାକୁ ଝଡବର୍ଷା
ଭୁବନେଶ୍ୱର,୨୦।୪: କାଳବୈଶାଖୀ ନେଇ ଏକ ବଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆହୁରି ୨୪ ଘଣ୍ଟା Heavy rain in Odisha କାଳବୈଶାଖୀ ହେବା ନେଇ ସତର୍କ କରାଇଛି ବିଭାଗ। ତେବେ ଆଜି ରାଜ୍ୟର ବିଭିନ୍ନ ଜିଲାକୁ ଝଡ଼…
Vehicle sales in Odisha: ଓଡ଼ିଶାରେ ଧିମେଇଛି ଗାଡ଼ି ବିକ୍ରି ଗତି
ଭୁବନେଶ୍ୱର,୨୦ା୪(ଅନୁରାଧା ମହାରଣା): ଆର୍ଥିକ ବର୍ଷ ୨୦୨୪-୨୫ରେ ଦେଶରେ ମୋଟର ଯାନ ବିକ୍ରିରେ ଘରୋଇ ସ୍ତରରେ ପ୍ରାୟ ୬ ପ୍ରତିଶତର ବୃଦ୍ଧି ରେକର୍ଡ କରିଛି। ଅଟୋମୋବାଇଲ ଡିଲର୍ସ ସଂଗଠନ, ଫେଡେରେଶନ ଅଫ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଫାଡା)ର ସୂଚନା ଅନୁସାରେ ଆର୍ଥିକ ବର୍ଷ…
Naveen Patnaik: ନବୀନଙ୍କ ପ୍ଲାନ ସମସ୍ତେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର, ୨୦ା୪(ସୁନିତ୍ ମିଶ୍ର):ବିଜେଡିର ରାଜ୍ୟ ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଶନିବାର ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ନବୀନ ସଭାପତି ନିର୍ବାଚିତ ହେବାପରେ ଶଙ୍ଖ…
Bhubaneswar: ରାଜଧାନୀରେ ବଡ଼ ଅଘଟଣ: ସକାଳୁ ସକାଳୁ ଗୁଳି କରିଦେଲେ
ଭୁବନେଶ୍ୱର,୨୦।୪: ପୂର୍ବ ଶତ୍ରୁତାରୁ ରାଜଧାନୀ ଭୁବନେଶ୍ବରରେ ଫୁଟିଲା ଗୁଳି। ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳି ଫୁଟିଛି। ବାଇକରେ ଆସି ଯୁବକଙ୍କୁ ଗୁଳିମାରି ଚମ୍ପଟ ମାରିଛନ୍ତି ୨ଦୃବୁର୍ତ୍ତ। ଆହତ ଯୁବକଙ୍କ କାନ୍ଧରେ ଗୁଳି ବାଜିଛି। ଆହତ ଯୁବକ ଜଣକ ହେଲେ ଦୀପ୍ତିରଞ୍ଜନ ମହାପାତ୍ର।…
ଅନଲାଇନ୍ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ
ଭୁବନେଶ୍ୱର,୧୯ା୪(ସତ୍ୟଜିତ୍ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)। ସେ…
OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ…
ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୪(ବନ୍ଦନା ସେଠୀ) – ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗ୍ଡମ୍ର ସମ୍ମାନଜନକ ‘ସ୍ୟାଣ୍ଡ୍ ମାଷ୍ଟର ଆଓ୍ବାର୍ଡ’ରେ ସମ୍ମାନିତ ହୋଇଛନ୍ତି। ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଦର୍ଶନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ…
ମୁହାଁମୁହିଁ ହେଲେ ନବୀନ-ମନମୋହନ, ରାଜ୍ୟରେ ଚହଳ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ…
ଆୟୁଷ୍ମାନ ଭାରତକୁ ନେଇ ଆସିଲା ବଡ଼ଖବର: ସଫ୍ଟୱେର ସମସ୍ୟା
ଭୁବନେଶ୍ୱର,୧୯।୪: ଓଡ଼ିଶାରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରିତା ବେଳେ ସଫ୍ଟୱେର ସମସ୍ୟା ଦେଖାଦେଉଛି। ହେଲ୍ଥ କେୟାର ପ୍ରୋଭାଇଡର୍ସ ରାଜ୍ୟ ସମ୍ପାଦକ ନିଲାଞ୍ଜନା ମୁଖାର୍ଜୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଟିପି ଜେନେରେଟ ଟାଇମ ଆଉଟ ସମୟ ୧୦ ମିନିଟକୁ କମିଛି।…
ଟୁଇନ୍ ସିଟିରେ ହେବ ନୂଆ ଆଇଟି ପାର୍କ
ଭୁବନେଶ୍ୱର,୧୯।୪: ଟୁଇନ୍ ସିଟିରେ ହେବ ନୂଆ IT ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ । IT ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ…
Archives


